ବାବା ଲୋକନାଥଙ୍କ ପୀଠରେ ଭକ୍ତଙ୍କ ଭିଡ, ଭୋର ୫ଟାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ

Spread the love

ପୁରୀ,୧୫/୦୨: ମହାଶିବରାତ୍ରି ପାଇଁ ପୁରୀର ବାବା ଲୋକନାଥଙ୍କ ପୀଠ ଚଳଚଞ୍ଚଳ । ରାତି ୧୨ଟା ୩୦ରୁ ଦ୍ବାର ଫିଟାଯାଇ ସ୍ବତନ୍ତ୍ର ନୀତିକାନ୍ତ କରାଯାଇଛି ।  ଭୋର ୫ଟାରୁ ଆରମ୍ଭ ହୋଇଛି ସର୍ବସାଧାରଣ ଦର୍ଶନ ।  ରାତି ୩ଟାରେ ହରିହର ଭେଟ, ଭୋଗ ସମ୍ପନ୍ନ ପରେ ବଡ଼ସିଂହାର ବେଶ କରାଯାଇ ଭୋର ୪ ଟାରେ ମହାଦୀପ ଉଠିବ ।  ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି ।  ଜଣେ ଆଡିସନାଲ ଏସପି, ୬ଜଣ ଡିଏସପି, ୬୫ଜଣ ଏସଆଇ ପ୍ରମୁଖ ନିୟୋଜିତ ଅଛନ୍ତି ।


Spread the love

Leave A Reply

Your email address will not be published.