ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ ,ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ

Spread the love

ଭୁବନେଶ୍ୱର,୧୬/୦୨: ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ । ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ । ପୂର୍ବରୁ ଲାଗୁ ପାଇଁ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଥିଲା । ସୂଚନା ଦେଇଛନ୍ତି ଅବକାରୀ ଅଧିକ୍ଷକ ଦେବାଶିଷ ପଟେଲ କହିଛନ୍ତି । ପସେରା ଆକ୍ଟ ଆଧାରରେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ ନିୟୋଜିତ ହେବେ। ବାଉନ୍ସର୍ ଭାବେ ଅସାମାଜିକଙ୍କୁ ନିୟୋଜିତ କରିପାରିବେନି । ଗତ କାଲି ବିଳମ୍ବିତ ରାତିରେ ଯାଂଚ ବେଳେ OD02 ବାରରେ ଅପ୍ରିତିକର ସ୍ଥିତି ଉପୁଜିଥିଲା । ଯାହାକୁ ନେଇ ବାର ମାଲିକ ଅବିନାଶ ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି କମିଶନରେଟ ପୋଲିସ ।


Spread the love

Leave A Reply

Your email address will not be published.