ରାଜ୍ୟସଭା ନିର୍ବାଚନ ନେଇ ପ୍ରେସ୍ନୋଟ୍ ଜାରି କଲେ ECI।ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ।୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ।ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ।ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି।ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ, ୬ରେ ଯାଞ୍ଚ।ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ।ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ।ଅପରାହ୍ଣ ୫ଟାରେ ହେବ ଭୋଟ୍ ଗଣତି।ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି।ମମତା ମହାନ୍ତ, ମୁନା ଖାନ୍, ସୁଜିତ୍ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ସରୁଛି।
