ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Spread the love

ପୁରୀ,୦୮/୦୩:ସୋମବାର ବନ୍ଦ ରହିବ ସାଧାରଣ ଦର୍ଶନ । ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ସୋମବାର ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ସୋମବାର ଚୈତ୍ର କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅନୁଷ୍ଠିତ ହେବ ଏହି ନୀତି। ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଖସାପଡ଼ା ନୀତି ସଂପର୍ଣ୍ଣ ପରେ ସାଧାରଣ ଦର୍ଶନ ସ୍ୱାଭାବିକ ହେବ ବୋଲି ଜଣାପଡିଛି ।


Spread the love

Leave A Reply

Your email address will not be published.