ଆଜି ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ

ମାଲକାନାଗିରି,୨୫/୦୩: ଆଜି ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ପାଳନ ।୪ ଦଫା ଦାବି ନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ବନ୍ଦ ପାଳନ ଡାକରା ଦିଆଯାଇଛି।ଏହି ବନ୍ଦ ପାଳନ ସମୟରେ ସ୍କୁଲ୍‌, କଲେଜ, ଅଫିସ୍, ଦୋକାନ ବଜାର ବନ୍ଦ ଓ ଗାଡ଼ି ଚଳଚଳ ଠପ୍ ରହିବ।ମଣ୍ଡିରୁ ଧାନ ଉଠାଇବା, ଅଦିନିଆ ବର୍ଷା ଜନିତ କ୍ଷୟକ୍ଷତି ପ୍ରଦାନ ,ଜିଲ୍ଲାକୁ ପର୍ଯ୍ୟାପ୍ତ ପେଟ୍ରୋଲ୍, ଗ୍ୟାସ ସିଲିଣ୍ଡର ଯୋଗାଣ,ଖାଲି ବସ୍ତା ବାବଦକୁ ଚାଷୀଙ୍କୁ ବକେୟା ୩ ବର୍ଷର ଟଙ୍କା ଯୋଗାଣ ଦାବି ନେଇ ଆନ୍ଦୋଳନ ନେଇ ଜିଲ୍ଲା କଂଗ୍ରେସ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି ।

Leave A Reply

Your email address will not be published.