ପୁଣି ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଚିଲ
ପୁରୀ,୧୪/୦୩:ପୁଣି ଚର୍ଚ୍ଚାରେ ଶ୍ରୀ ଜଗନ୍ନାଥ ମନ୍ଦିର । ଗତକାଲି ହଠାତ୍ ଶ୍ରୀମନ୍ଦିରର ନୀଳଚକ୍ର ଉପରେ ଶତାଧିକ ଚିଲ ଉଡୁଥିବା ଦେଖାଯାଇଥିବାରୁ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ନାନା ଆଶଙ୍କା ସୃଷ୍ଟି ହୋଇଛି। କେହି ଏହାକୁ ଅଶୁଭ ସଙ୍କେତ ବୋଲି କହୁଥିବା ବେଳେ, ଅନ୍ୟମାନେ ଏହାକୁ ସାଧାରଣ!-->…