ଲୋକକେନ୍ଦ୍ରିକ ପ୍ରଶାସନର ପ୍ରେରକ: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ସମ୍ବର୍ଦ୍ଧନା
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଗାମୀ ଡିସେମ୍ୱର ୩୧ ତାରିଖରେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି । ଏହି ପରିପ୍ରେକ୍ଷୀରେ ତାଙ୍କର ଦୀର୍ଘ ଦେଢ ବର୍ଷର ମୁଖ୍ୟ ଶାସନ ସଚିବ ସମୟର କାର୍ଯ୍ୟାବଳୀ, ପୂର୍ବରୁ ପ୍ରଶାସନିକ ସେବାରେ ଭାରତ ସରକାରଙ୍କ ସମେତ ରାଜ୍ୟର ବିଭିନ୍ନ!-->…