ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସଂପର୍କରେ ରାଜ୍ୟସ୍ତରୀୟ ପ୍ରକଳ୍ପ ତଦାରଖ କମିଟି ବୈଠକ
ଭୁବନେଶ୍ୱର: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସଂପର୍କରେ ରାଜ୍ୟସ୍ତରୀୟ ପ୍ରକଳ୍ପ ତଦାରଖ କମିଟି ବୈଠକ ଆଜି ଅପରାହ୍ଣରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ!-->…