୨୦୨୫ରେ ବଜାର ନେତୃତ୍ୱ ଏବଂ ନିବେଶକଙ୍କ ଅଂଶଗ୍ରହଣକୁ ସୁଦୃଢ଼ କରିଛି ଏନଏସଇ
ଭୁବନେଶ୍ୱର : ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜ ଅଫ ଇଣ୍ଡିଆ (ଏଏସଇ) ଉତ୍ସାହର ସହ ୨୦୨୫କୁ ଶେଷ କରିବାକୁ ପ୍ରସ୍ତୁତ ରହିଛି । ଏହା ସ୍ଥିର ବଜାର ଅଭିବୃଦ୍ଧି, ବଜାରରେ ଅଧିକ ନିବେଶକଙ୍କ ଯୋଗଦାନ ଏବଂ ନୂତନ ଉତ୍ପାଦ ପ୍ରଚଳନ ଦ୍ୱାରା ସମ୍ଭବ ହୋଇଛି । ଏହିବର୍ଷ ମଧ୍ୟରେ ଭାରତରେ ଷ୍ଟକ୍ ବଜାର ସ୍ଥିର…