ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍ପାଟିଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ
ଭୁବନେଶ୍ୱର, ୧୯/୦୩/୨୦୨୫: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ.) ଆଶୁତୋଷ ବିଶ୍ୱାସ ଆଜି ରାଜଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍ପାଟିଙ୍କୁ ସାକ୍ଷାତ କରିଛନ୍ତି।
ଏହି ଅବସରରେ, ଡ. ବିଶ୍ୱାସ ମାନ୍ୟବର ରାଜ୍ୟପାଳଙ୍କୁ ଏମ୍ସ!-->!-->!-->…