ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୪ ରାଜ୍ୟର ଉଦ୍ୟୋଗୀ ମନୋଭାବକୁ ପ୍ରୋତ୍ସାହିତ କରିବ
ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୭ତାରିଖରୁ ଡିସେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ରାଜ୍ୟର ସର୍ବବୃହତ୍ ମେଂଟର-ନିବେଶ ସମ୍ପର୍କ ଉତ୍ସବ ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ-୨୦୨୪ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି । ଏଆଇସି-ନାଲନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି…