ରାଜ୍ୟସ୍ତରୀୟ ସରଗି ଫୁଲ୍ ମହୋତ୍ସବର ଶୁଭାର
ଭୁବନେଶ୍ବର : ଆରମ୍ଭ ହୋଇଯାଇଛି ବହୁ ପ୍ରତିକ୍ଷିତ ସରଗି ଫୁଲ୍ ମହୋତ୍ସବ ୨୦୨୫ । ତିନିଦିନବ୍ୟାପୀ ହେବାକୁ ଥିବା ଏହି ମହୋତ୍ସବର ଶୁଭାରମ୍ଭ କରିଛନ୍ତି ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ…