ଘୋଷଯାତ୍ରାରେ ଆଦାନୀ ଗ୍ରୁପର ପରିବେଶ ଅନୁକୂଳ ପ୍ରସାଦ ସେବା ବିତରଣ
ପୁରୀ, ୦୫.୦୭.୨୦୨୫: ଆଦାନୀ ଗ୍ରୁପ ଏବଂ ଇସ୍କନ ପକ୍ଷରୁ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାରେ ପ୍ରସାଦ ସେବା କେବଳ ସେବା ନୁହେଁ, ବରଂ ମହାପ୍ରଭୁଙ୍କୁ ସମର୍ପିତ ଏକ ଭକ୍ତିପୂତ ମହାର୍ଘ୍ୟ । ଭକ୍ତି, ଶ୍ରଦ୍ଧା ଓ ଆଧ୍ୟାତ୍ମିକ ଚେତନା ମଧ୍ୟରେ ପରିବେଶ ସନ୍ତୁଳନକୁ ବଜାୟ ରଖି ନୀରବ ବିପ୍ଳବ ଭାବେ!-->…