୨୪ ପର୍ଯ୍ୟନ୍ତ ଆଉ ସରକାର କୁ ଫେରିବନି ବିଜେଡି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର,୨୪/୦୨:ବଜେଟ ସାଧାରଣ ଆଲୋଚନା ସମୟରେ ବିରୋଧୀଙ୍କୁ ଘୋର ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।ବିରୋଧି ଦଳ ଚାଷୀଙ୍କ ନାରେ ରାଜନୀତି କରୁଛନ୍ତି। କେବଳ ଚାଷୀଙ୍କ ନାରେ ରାଜନୀତି କରିବାକୁ ଗୃହ କୁ ଅଚଳ କରୁଛନ୍ତି ବିରୋଧୀ। ବିରୋଧି ଦଳର ଭୂମିକା ନିର୍ବାହ ନ କରି କେବଳ ହୋ ହାଲ୍ଲା

୫ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା

ଭୁବନେଶ୍ଵର,୨୪/୦୨:ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବର୍ଷା ସମ୍ଭାବନା।ଗାଙ୍ଗେୟ ପଶ୍ଚିମବଙ୍ଗରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରଫ୍ ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଓଡ଼ିଶା ଦେଇ ଗତି କରୁଛି।ଯାହାର ପ୍ରଭାବରେ ରାଜ୍ୟରେ ବିଜୁଳି ଘଡଘଡି ସହ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା

ବର୍ଷକ ଭିତରେ ଆମ ବସ୍ ନେଲାଣି ୭ ମୁଣ୍ଡ

ଭୁବନେଶ୍ଵର,୨୪/୦୨:ଆମ ବସ୍ ଦୁର୍ଘଟଣା ରେ ସର୍ବାଧିକ ଭୁବନେଶ୍ୱର ରେ ୬ ଜଣ ମୃତ୍ୟୁବରଣ କରିଥିବା ବେଳେ କଟକ ରେ ଜଣେ ମୃତ୍ୟୁବରଣ କରିଛନ୍ତି।ସେହିପରି ଆମ ବସ୍ ଦୁର୍ଘଟଣାରେ ବର୍ଷକ ମଧ୍ୟରେ ୮ ଜଣ ହୋଇଛନ୍ତି ଗୁରୁତର।ସର୍ବାଧିକ ଭୁବନେଶ୍ୱର ୪ ଜଣ ଗୁରୁତର ହୋଇଥିବା ବେଳେ ପୁରୀ, ରାଉରକେଲା,

ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବନି ପୁନର୍ଗଠନ

ଭୁବନେଶ୍ଵର,୨୪/୦୨:ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗ୍ରାମ ପଞ୍ଚାୟତ ଗୁଡ଼ିକର କୌଣସି ସାଧାରଣ ପୁନର୍ଗଠନ କିମ୍ବା ନୂତନ ସୀମା ନିର୍ଦ୍ଧାରଣ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।ସାମ୍ବିଧାନିକ କଟକଣା ଏବଂ ସଦ୍ୟତମ ଜନସଂଖ୍ୟା ତଥ୍ୟର ଅଭାବ କାରଣରୁ ସରକାର ପଂଚାୟତ ପୁନର୍ଗଠନ କି

ଚାଷୀ ସୁରକ୍ଷା ସମାବେଶରେ ଗର୍ଜିଲେ ନବୀନ

ଭୁବନେଶ୍ଵର,୨୪/୦୨:ଚାଷୀ ସୁରକ୍ଷା ସମାବେଶରେ ଗର୍ଜିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିରୋଧୀଙ୍କୁ ରଣହୁଙ୍କାର ଦେଇ ରୋକ୍‌ଠୋକ୍ ଶୁଣାଇଛନ୍ତି ନବୀନ ।ଖୁବଶୀଘ୍ର ଏ ସରକାର ଦୁଇ ବର୍ଷ ପୂରଣ କରିବ। ଏ ସରକାର ନା ଠିକ ନିଷ୍ପତ୍ତି ନେଇ ପାରୁଛନ୍ତି । ନା କାର୍ଯ୍ୟକାରୀ କରି ପାରୁଛନ୍ତି।

JioAirFiber : ଦୁଇ ଲକ୍ଷ ପରିବାରରେ ପହଞ୍ଚିଲା

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଡିଜିଟାଲ୍ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ୨୦୨୫ ବର୍ଷରେ ଦୁଇ ଲକ୍ଷରୁ ଅଧିକ ନୂତନ ଜିଓଏୟାରଫାଇବର(JioAirFiber )ଗ୍ରାହକ ଯୋଡିବା ସହିତ ହୋମ୍ ବ୍ରଡବ୍ୟାଣ୍ଡ କ୍ଷେତ୍ରରେ ଏହାର ଏକ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି । ଭାରତୀୟ ଟେଲିକମ୍ ନିୟାମକ…

କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧା ସୁମନ ଅର୍ପଣ

ଭୁବନେଶ୍ୱର ,୨୪/୦୨:କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଶ୍ରାଦ୍ଧ ଦିବସ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା କାନ୍ତକବି ଲକ୍ଷ୍ମୀକାନ୍ତ

ଜଳୁଛି ସୁପରମାର୍ଟ ,ପାଣି ଦ୍ଵାରା ନୁହେଁ, ଫୋମ ଦ୍ଵାରା ନିଆଁକୁ ଆୟତ କରାଯିବ

ଭୁବନେଶ୍ଵର,୨୪/୦୨:ଭୁବନେଶ୍ବର ସୁପରମାର୍ଟରେ ଭୟଙ୍କର ଅଗ୍ନିକାଣ୍ଡ।ପ୍ରତିକ୍ରିୟା ରଖିଲେ ଅଗ୍ନିଶମ ଡିଜି। ପାଣି ଦ୍ଵାରା ନୁହେଁ, ଫୋମ ଦ୍ଵାରା ନିଆଁକୁ ଆୟତ କରାଯିବ।ନିଆଁ ଲିଭାରେ କଷ୍ଟ ହେଉଛି। କେବଳ ପାଣି ରେ ଲିଭାଇବା ସମ୍ଭବ ହେଉନାହିଁ। ଫୋମ ବ୍ୟବହାର କରାଯିବ। ଅତ୍ୟନ୍ତ ଦହନଶିଳ ଜିନିଷ

ZTOP IOT Solutions : ଓଡ଼ିଶାର ସ୍ୱାସ୍ଥ୍ୟଭିତିକ ଷ୍ଟାର୍ଟଅପକୁ ଛୁଂଚି ଯନ୍ତ୍ରଣା-ମୁକ୍ତ ଡିଭାଇସ ପାଇଁ ମିଳିଲା…

ଭୁବନେଶ୍ୱର : ଏବେ ଛୁଂଚି ଯନ୍ତ୍ରଣାର ଭୟ ବିନା ଚିକିତ୍ସା ଏବଂ ଇଞ୍ଜେକ୍ସନ ନେବା ସମ୍ଭବ ହେବ । ଓଡ଼ିଶା-ଭିତିକ ଏକ ଷ୍ଟାର୍ଟଅପ ଜେଡଟପ ଆଇଓଟି(ZTOP IOT Solutions )ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ, ଏହାର ଅଗ୍ରଣୀ ଟପିକାଲ ଆନାସ୍ଥେଟିକ ଇଣ୍ଡ୍ୟୁସର (TAI) ଉପକରଣ ପାଇଁ ଏକ ପେଟେଂଟ ହାସଲ…

AIIMS Bhubaneswarରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମ ଉଦ୍ଘାଟିତ

ଭୁବନେଶ୍ୱର, ୨୩/୦୨/୨୦୨୬: ଓଡ଼ିଶା ଏବଂ ପୂର୍ବ ଭାରତର ସ୍ୱାସ୍ଥ୍ୟସେବା ପରିଦୃଶ୍ୟକୁ ଏକ ନୂତନ ଦିଶା ଦେବା ସହିତ, ଏମ୍ସ ଭୁବନେଶ୍ୱର(AIIMS Bhubaneswar) ସଫଳତାର ସହିତ ଏକ ଅତ୍ୟାଧୁନିକ ଯକୃତ ପ୍ରତିରୋପଣ(Liver Transplant) କାର୍ଯ୍ୟକ୍ରମ ସହିତ ଏକ ଅତ୍ୟାଧୁନିକ ରୋବୋଟିକ୍ ସର୍ଜରୀ