ଝାରସୁଗୁଡାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ

ଝାରସୁଗୁଡା – ଭାରତୀୟ ବିମାନବନ୍ଦର ପ୍ରାଧିକରଣ (AAI), ଜାଗ୍ୟସେନୀ ହସ୍ପିଟାଲର ସହଯୋଗରେ, ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ଆଗମନ କ୍ଷେତ୍ରରେ ଏକ ମାଗଣା ସ୍ୱାସ୍ଥ୍ୟ ସ୍କ୍ରିନିଂ ଶିବିର ଆୟୋଜନ କରିଥିଲା। ଏହି ଶିବିରରେ ଯାତ୍ରୀ, AAI କର୍ମଚାରୀ, ଅଂଶୀଦାର, ବିମାନ କମ୍ପାନୀ ଏବଂ

ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ବଲପୁର,୧୬/୦୨:ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ । ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ । ରାତି 8ଟା 50 ମିନିଟରେ ତାଙ୍କର ପରଲୋକ ଘଟିଛି । ସ୍ନାୟୁଜନିତ ରୋଗରେ ପୀଡିତ ଥିଲେ ରାସେଶ୍ୱରୀ । ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ପଶ୍ଚିମ ଓଡ଼ିଶାର ଜଣେ ପ୍ରଭାବଶାଳୀ

ପ୍ରକାଶ ପାଇଛି ଜେଇଇ ମେନ୍ ରେଜଲ୍ଟ,ଷଷ୍ଠ ସ୍ଥାନରେ ଅଛନ୍ତି ଓଡ଼ିଶାର ଭବେଶ ପାତ୍ର

ଭୁବନେଶ୍ବର,୧୬/୦୨:ପ୍ରକାଶ ପାଇଛି ଜେଇଇ ମେନ୍ ରେଜଲ୍ଟ।ଏଥର ପ୍ରାୟ ୧୩.୦୪ ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ ୧୨ ଜଣ ଛାତ୍ର ୧୦୦ ପ୍ରତିଶତ ମାର୍କ ରଖିଛନ୍ତି। ଆଉ ସେହି ୧୨ ଜଣଙ୍କ ମଧ୍ୟରେ ଷଷ୍ଠ ସ୍ଥାନରେ ଅଛନ୍ତି ଓଡ଼ିଶାର ଭବେଶ ପାତ୍ର। ଆଜି ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଜେଇ

ଓଡ଼ିଶା ପୋଲିସର ଅପରେସନ ‘ସାଇବର କବଚ’,ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର,୧୬/୦୨:ସାଇବର ଅପରାଧ ନେଟୱର୍କକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବା ପାଇଁ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅଭିଯାନ 'ଅପରେସନ ସାଇବର କବଚ'। ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାଇବର ଠକେଇ ପାଇଁ ବ୍ୟବହାର ହେଉଥିବା 'ବେନାମୀ ବ୍ୟାଙ୍କ ଆକାଉଣ୍ଟ' (Mule Accounts) ଏବଂ ଏଥିରେ

ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଅମ୍ଳାନ ପ୍ରତିଭା ଓ ସଙ୍ଗୀତମୟ ଜୀବନ ଯାତ୍ରା ଯୁବପିଢ଼ିଙ୍କ ପାଇଁ ଆଦର୍ଶ : ସଂସ୍କୃତି…

ଭୁବନେଶ୍ଵର,୧୬/୦୨:ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ ହୋଇଛି।ଆଜି ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଜନ୍ମ ଜୟନ୍ତୀ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି

ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୧୬/୦୨:ଆସନ୍ତା ହୋଲି ଏବଂଦୋଳ ଯାତ୍ରା ପର୍ବ ସମୟରେ ସୁଗମ, ଆରାମଦାୟକ ଏବଂ ଉତ୍ତମ ଯାତ୍ରା ସୁବିଧା ଜାରି ରଖିବା ପାଇଁ, ପୂର୍ବ ତଟ ରେଳପଥ ଏକାଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରିବା ପାଇଁ ଘୋଷଣା କରିଛି। ଅତିରିକ୍ତ ଯାତ୍ରୀ ଭିଡ଼ ଦୂର କରିବା ଏବଂ ଦେଶର ଗୁରୁତ୍ୱପୂର୍ଣ୍ଣ

ଉତମ ରୋଗୀ ସେବା, ଉତ୍କର୍ଷ ଚିକିତ୍ସା ଯୋଗାଇ ଦେବା ପାଇଁ ସୋଆ ବଦ୍ଧପରିକର: ସୋଆ ଉପସଭାପତି

ବ୍ରହ୍ମପୁର, ଫେବୃଆରୀ ୧୬ : ସ୍ୱାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରୁଥିବା ବେଳେ ଏହା ଉତମ ଓ ଉଚ୍ଚମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ନେଇ ସମସ୍ତ ପ୍ରୟାସ ଜାରି ରଖିଛି ବୋଲି କହିଛନ୍ତି ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ…

ଖୁବ୍ ଶୀଘ୍ର ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି,ସମ୍ପୂର୍ଣ୍ଣ ଅଳଙ୍କାରାଦିର ଫଟୋଗ୍ରାଫ ସହିତ ଡିଜିଟାଲ୍ କାଟାଲଗ୍…

ଭୁବନେଶ୍ଵର,୧୬/୦୨:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି-ମଣତି ଆରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରୁ ଏହା ଜଣା

ମନୋବାଞ୍ଛା ହୁଏ ପୂରଣ,୧୮୦୦ ଫୁଟ୍ ପାହାଡ଼ ଚଢ଼ିଲେ ମିଳେ ଭୋଳାବାବାଙ୍କ ଦର୍ଶନ

ରାଇରଙ୍ଗପୁର,୧୬/୦୨: ଆଶା ଓ ବିଶ୍ୱାସର ପ୍ରତୀକ ହେଉଛନ୍ତି ବାବା ଭୋଳାନାଥ । ସାରା ଭାରତବର୍ଷରେ ମହାଦେବଙ୍କର ଅଗଣିତ ମନ୍ଦିର ରହିଥିଲେ ବି ମୟୂରଭଞ୍ଜରେ ଏମିତି ଏକ ପୀଠ ରହିଛି, ଯାହର ମହତ୍ତ୍ୱ ସବୁଠୁ ଅଲଗା । ମହାଦେବଙ୍କ ଏହି ପୀଠର ନାଁ ନସ୍କୋରିଆ ଶୈବ ପୀଠ । ଯାହା ମୟୂରଭଞ୍ଜ ଜିଲ୍ଲା

ଭୁବନେଶ୍ୱର ହେବ ଆଇଟି ହବ,କେନ୍ଦ୍ର ବଜେଟରେ ୫ ହଜାର କୋଟି ଟଙ୍କାର ବ୍ୟବସ୍ଥା

ଭୁବନେଶ୍ଵର,୧୬/୦୨:ଆହୁରି ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି । ଭୁବନେଶ୍ୱର ହେବ ଆଇଟି ହବ । କଟକ, ଭୁବନେଶ୍ୱର, ପୁରୀ, ପାରାଦୀପ କୁ ନେଇ ପ୍ରସ୍ତୁତ ହେଉଛି ଏକୋନମି ରିଜିୟନ୍ । କେନ୍ଦ୍ର ସରକାରଙ୍କ ବଜେଟରେ ଏହାକୁ ସ୍ଥାନ ଦିଆଯାଇଛି । ଓଡ଼ିଶାକୁ ଆର୍ଥିକ ସ୍ତରରେ ଅଧିକ ସୁଦୃଢ କରିବ । ଏଥିପାଇଁ