ବିଶ୍ୱ ସୁନ୍ଦରୀ (ମିସ୍ ୱାର୍ଲ୍ଡ) ଫାଇନାଲ୍ କାର୍ଯ୍ୟକ୍ରମରେ ନୀତା ଅମ୍ବାନୀଙ୍କୁ ସମ୍ମାନଜନକ ମାନବବାଦୀ ପୁରସ୍କାର

ମୁମ୍ବାଇ: ଜିଓ ୱାର୍ଲ୍ଡ କନଭେନସନ୍ ସେଣ୍ଟରରେ ନିକଟରେ ଅନୁଷ୍ଠିତ ୭୧ତମ ମିସ୍ ୱାର୍ଲ୍ଡ ଫାଇନାଲ୍ ଅବସରରେ ରିଲାଏନ୍ସ ଫାଉଣ୍ଡେସନ୍ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଶ୍ରୀମତୀ ନୀତା ଅମ୍ବାନୀଙ୍କୁ ସମ୍ମାନଜନକ ମାନବବାଦୀ ପୁରସ୍କାର ପ୍ରଦାନ କରାଯାଇଛି ।ଏହି ପ୍ରଖ୍ୟାତ ଆନ୍ତର୍ଜାତୀୟ ସଂସ୍ଥା

ନବୀନ ଜିନ୍ଦଲଙ୍କ ଜନ୍ମଦିନ ଫିଟନେସ ଦିବସ ଭାବରେ ପାଳନ

ଭୁବନେଶ୍ୱର : ମାର୍ଚ୍ଚ ୯ ତାରିଖ ଦିନ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲଙ୍କ ଜନ୍ମଦିନକୁ ଜେଏସପିର କର୍ମଚାରୀମାନେ ଫିଟନେସ ଦିବସ ଭାବରେ ପାଳନ କରିଛନ୍ତି । ଏହି ଅବସରରେ ଏହାର ବିଭିନ୍ନ ବ୍ୟବସାୟ ସ୍ଥାନଗୁଡିକରେ ସ୍ୱାସ୍ଥ୍ୟ ଏବଂ ସୁସ୍ଥତାକୁ

ପିଆରଏସଆଇ ଭୁବନେଶ୍ୱର ପକ୍ଷରୁ ‘ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା’ ଶୀର୍ଷକ ଆଲୋଚନାଚକ୍ର

ଭୁବନେଶ୍ୱର, ୦୭/୦୨/୨୦୨୪: ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୪ ର ଅବ୍ୟବିହିତ ପୂର୍ବରୁ ପବ୍ଲିକ ରିଲେସନ ସୋସାଇଟି ଅଫ୍ ଇଣ୍ଡିଆ (ପିଆରଏସଆଇ) ର ଭୁବନେଶ୍ୱର ଶାଖା ପକ୍ଷରୁ ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା ଶୀର୍ଷକରେ ଏକ ରାଉଣ୍ଡ ଟେବୁଲ୍ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଚଳିତ

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧନା

କଠିନ ପରିଶ୍ରମ ଓ ଏକାଗ୍ରତା ହିଁ ସଫଳତାର ଚାବିକାଠି:ମନ୍ତ୍ରୀ ଭୁବନେଶ୍ୱର, ୦୩.୦୩.୨୦୨୪- ଥାଇଲାଣ୍ଡରେ ଅନୁଷ୍ଠିତ ହୋଇଥିବା ବିଡବ୍ଲୁଏଫ ବିଶ୍ୱ ପାରା ଚମ୍ପିୟାନସିପ-  ୨୦୨୪ ରେ ଗୋଟିଏ ସ୍ବର୍ଣ୍ଣ ଓ ଦୁଇଟି ବ୍ରୋଞ୍ଜ ପଦକ ବିଜୟୀ ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ କ୍ରୀଡ଼ା ଓ ଯୁବସେବା ବିଭାଗ

ରାଜ୍ୟର Law Officer ମାନଙ୍କର Daily ଓ Retainer Feesରେ ୫୦ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା Non-Cadre Law Officer ମାନଙ୍କର Daily ଓ Retainer Fees ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ Law Officers ଉପକୃତ ହେବେ।

ରିଲାଏନ୍ସ ଏବଂ ଡିଜନି ପକ୍ଷରୁ ଷ୍ଟ୍ରାଟେଜିକ୍ ଜଏଣ୍ଟ ଭେଞ୍ଚର (ମିଳିତ ଉଦ୍ୟୋଗ) ଗଠନ ଘୋଷଣା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼, ଭାୟାକମ୧୮ ମିଡ଼ିଆ ପ୍ରାଇଭେଟ ଲିମିଟେଡ଼ ଏବଂ ୱାଲ୍ଟ ଡିଜନି ପକ୍ଷରୁ ଭାୟାକମ୧୮ ଓ ଷ୍ଟାର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ଼ ର ବ୍ୟବସାୟକୁ ଏକାଠି କରି ଏକ ମିଳିତ ଉଦ୍ୟୋଗ (ଜଏଣ୍ଟ ଭେଞ୍ଚର) ଗଠନ କରିବା ନେଇ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିବା ଘୋଷଣା

ବ୍ୟବସାୟ କରିବାର ସହଜତା ଓ ସୁଗମତା ଦୃଷ୍ଟିରୁ ଓଡିଶା ଅନ୍ୟତମ ସର୍ବୋତମ ରାଜ୍ୟ: ଇପିକଲ ଏମ୍‌ଡି

ଭୁବନେଶ୍ୱରରେ ଆସୋଚାମ୍ ପକ୍ଷରୁ ଓଡିଶା ମାନୁଫ୍ୟାକ୍‌ଚରିଂ କନ୍‌କ୍ଲେଭ ୨୦୨୪ ଆୟୋଜିତ ଭୁବନେଶ୍ୱର, ୨୮ ଫେବୃଆରୀ ୨୦୨୪:  ଇପିକଲ ଓ ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭୂପେନ୍ଦ୍ର ସିଂହ ପୁନିଆ ଓଡିଶାକୁ ବ୍ୟବସାୟ କରିବାର ଖର୍ଚ୍ଚ ଓ ସୁଗମ ବ୍ୟବସ୍ଥା ଦୃଷ୍ଟିରୁ ଦେଶର ଅନ୍ୟତମ

ଏମ୍‌ସ ଭୁବନେଶ୍ୱର କାଏଜ୍‌ମା-୨୦୨୪କୁ ଉଦ୍‌ଘାଟନ କଲେ ମାନ୍ୟବର ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ

• ଦେଶର ବିଭିନ୍ନ ଖ୍ୟାତିସମ୍ପନ୍ନ ଶିକ୍ଷାନୁଷ୍ଠାନରୁ ପ୍ରାୟ ୪ହଜାରରୁ ଊର୍ଧ୍ବ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ• ଲୋକପ୍ରିୟ ବଲିଉଡ୍‌ ପ୍ଲେବ୍ୟାକ୍‌ ସିଙ୍ଗର୍‌ ମୋହିତ ଚୌହାନ୍‌ଙ୍କ, ପ୍ରସିଦ୍ଧ ହାସ୍ୟ କଳାକାର ଅଭିଷେକ ଉପମନ୍ୟୁଙ୍କ ପ୍ରଦର୍ଶନରେ ଝୁମିବେ ଛାତ୍ରଛାତ୍ରୀ ଭୁବନେଶ୍ୱର,

ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୋଲିସ ହେଲା ସୁସଜ୍ଜିତ

କଟକ : ଆଜି ସନ୍ଧ୍ୟାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଡଙ୍ଗୀ କଟକସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ୨୮୫ ଟି ନୂତନ ଯାନ (୭୧ଟି ବୋଲେରୋ, ୯୪ଟି ମଟର ସାଇକେଲ ଏବଂ ୧୨୦ଟି ସ୍କୁଟି) ସାଧାରଣ ଜନତାଙ୍କୁ ଉପଯୁକ୍ତ ସେବା ପ୍ରଦାନ କରିବା ଉଦ୍ଦେଶ୍ୟରେ ଲୋକାର୍ପଣ

ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଭାରତରେ ପ୍ରଥମ ବ୍ୟାପକ ପଶୁ ଉଦ୍ଧାର, ଯତ୍ନ, ସଂରକ୍ଷଣ ଓ ଥଇଥାନ କାର୍ଯ୍ୟକ୍ରମ…

ଜାମନଗର : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଓ ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ 'ବନ୍ତାରା' (ଜଙ୍ଗଲର ତାରା) କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ଯେଉଁଥିରେ ଉଭୟ ଭାରତ ଓ ବିଦେଶରେ ଆହତ, ଉତ୍ପୀଡ଼ନର ଶିକାର ଏବଂ ଭୟରେ ଥିବା ପଶୁମାନଙ୍କୁ ଉଦ୍ଧାର, ଚିକିତ୍ସା, ଯତ୍ନ ଓ ଥଇଥାନ ବ୍ୟବସ୍ଥା କରାଯାଇଛି ।