ଇଲେକ୍ଟ୍ରିକ୍ ଯାନ ଓ ସୌର ଶକ୍ତି ମାଧ୍ୟମରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅନୁଗୁଳରେ ‘ଗୋ ଗ୍ରୀନ୍’…

ଅନୁଗୁଳ, ୨୬/୦୨/ ୨୦୨୪ - ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପକାଇବା ଏବଂ ନେଟ୍ ଜିରୋ ଲକ୍ଷ ହାସଲ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଭାବରେ ଭାରତୀୟ ଅଗ୍ରଣୀ ଇସ୍ପାତ ଉତ୍ପାଦକ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ଏହାର ଅନୁଗୁଳ ଇସ୍ପାତ କାରଖାନରେ ୧୦ ଟି ଇଲେକ୍ଟ୍ରିକ

ଓଡ଼ିଶା ଟେଲିକମ ବଜାରରେ ଜିଓର ଆଧିପତ୍ୟ ଜାରି, ଡିସେମ୍ବର ମାସରେ ଯୋଡ଼ିଛି ସର୍ବାଧିକ ୧.୪ ଲକ୍ଷ ନୂଆ ମୋବାଇଲ ଗ୍ରାହକ:…

ଭୁବନେଶ୍ୱର: ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଜିଓ ରାଜ୍ୟରେ ସର୍ବାଧିକ ପସନ୍ଦର ଏବଂ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜର ଆଧିପତ୍ୟ ବଜାୟ ରଖିବା ସହ ଡିସେମ୍ବର ମାସରେ ଓଡ଼ିଶାରେ ସର୍ବାଧିକ ସଂଖ୍ୟକ ମୋବାଇଲ୍ ଗ୍ରାହକ ଯୋଡ଼ିଛି । ଟ୍ରାଇ ତଥ୍ୟ

ସୋଆରେ ନର୍ସିଂ କ୍ଷେତ୍ରରେ ଗବେଷଣା ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜିତ

ଭୁବନେଶ୍ୱର, ୨୪/୦୨: ନର୍ସିଂ କ୍ଷେତ୍ରକୁ ପରିବ୍ୟାପ୍ତ କରିବା ନିମନ୍ତେ ଅଧିକ ଗବେଷଣାର ଆବଶ୍ୟକତା ରହିଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଗବେଷଣା ଅଧିକ ଗୁରୁତ୍ୱ ରଖୁଥିବା ବେଳେ ନର୍ସିଂ ଶିକ୍ଷା ଗ୍ରହଣ କରୁଥିବା ଏବଂ ଏ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିବିଶେଷ ନୂତନ ଗବେଷଣାରେ ମନୋନିବେଶ

ଏମ୍‌ସ ଭୁବନେଶ୍ବରରେ ପ୍ରଥମ ଥର ପାଇଁ ମୃତକଙ୍କ ଶରୀରରୁ ଅଙ୍ଗ ପୁନରୁଦ୍ଧାର

 ଅନ୍ୟ ଜୀବନ ବଞ୍ଚାଇବାକୁ ଯାଇ ଅମର ହୋଇଗଲେ ୧୪ ବର୍ଷୀୟ ନବମ ଶ୍ରେଣୀ ଛାତ୍ରୀ, ଯକୃତ ଦାନ କଲେ  ଗ୍ରୀନ୍‌ କରିଡର୍‌ରେ ଆଇଏଲ୍‌ବିଏସ ନୂଆଦିଲ୍ଲୀକୁ ଗଲା ଯକୃତ ଭୁବନେଶ୍ବର, ୨୩/୦୨/୨୦୨୪: ପ୍ରତିରୋପଣ ସେବା କ୍ଷେତ୍ରରେ ନିଜର ପାରଦର୍ଶିତାକୁ ବଜାୟ ରଖିବା ସହିତ ମୃତକଙ୍କ ଶରୀରରୁ ଅଙ୍ଗ

ସ୍ଵାବଲମ୍ବୀ କାରିଗରଙ୍କ ପ୍ରାପ୍ୟ ୬,୫୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର, ୨୧.୦୨.୨୪: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ

ସ୍ଵୟମ୍’ ଯୋଜନାକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ବୁଝାମଣା ପତ୍ର ସ୍ଵାକ୍ଷରିତ

ରାଜ୍ୟର ଯୁବଗୋଷ୍ଠୀଙ୍କୁ ସ୍ଵତନ୍ତ୍ର ଯୁବ ଉଦ୍ୟମୀରେ ପରିଣତ କରିବା ପାଇଁ ଓଡିଶା ରାଜ୍ୟ ସରକାରଙ୍କ ଦ୍ଵାରା ଆରମ୍ଭ ହୋଇଥିବା ‘ସ୍ଵୟମ୍’ ଯୋଜନାକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ରାଜ୍ୟ ସରକାର ଓ କ୍ରେଡିଟ୍ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ ଫର ମାଇକ୍ରୋ ଆଣ୍ଡ ସ୍ମଲ୍ ଏଣ୍ଟରପ୍ରାଇଜେସ୍

ମାନ୍ୟବର ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି…

ଭୁବନେଶ୍ୱର: ଚଳିତ ଫେବୃୟାରୀ ୨୮ ରୁ ଆଗାମୀ ମାର୍ଚ୍ଚ ୨ ତାରିଖ ମଧ୍ୟରେ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ମୟୂରଭଂଜ, କେନ୍ଦୁଝର, ବ୍ରହ୍ମପୁର, ଭୁବନେଶ୍ୱର,କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ଆଜି

ସୋଆରେ ଜୀବାଣୁ, ଟୀକା ଓ ପ୍ରତିରୋଧକ ଶକ୍ତି ସମ୍ପର୍କିତ ଆନ୍ତର୍ଜାତିକ ଆଲୋଚନାଚକ୍ର ଆୟୋଜିତ

ଭୁବନେଶ୍ୱର, ୨୦/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ (ଆଇଭିଏସଏଏଚ୍‌)ରେ ଏକ ତିନି ଦିନିଆ ଆନ୍ତର୍ଜାତିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାଚକ୍ରରେ ଭାରତ ଓ ବିଦେଶରୁ ପ୍ରାୟ ୬୯ ଜଣ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସମବାୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟ ସମବାୟ ଉନ୍ନୟନ କମିଟିର ଦ୍ୱିତୀୟ ବୈଠକ (ଏସସିଡିସି) ଆଜି ଲୋକସେବା ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ

ପଦକ ବିଜେତା ଭାରତୀୟ ହକି ଦଳରେ ସାମିଲ ଓଡ଼ିଶାର ଖେଳାଳିଙ୍କୁ ନଗଦ ପୁରସ୍କାର ଘୋଷଣା କଲେ ରାଜ୍ୟ ସରକାର

- ଏସିଆନ୍ ଚାମ୍ପିୟନ୍ସ ଟ୍ରଫି ପ୍ରଦର୍ଶନ ପାଇଁ ଅମିତ ରୋହିଦାସ ଓ ଦୀପଗ୍ରେସ୍ ଏକ୍କାଙ୍କୁ ୩,୭୫,୦୦୦ ଟଙ୍କା ଲେଖାଏଁ ପୁରସ୍କାର* - ଏଫ୍ ଆଇଏଚ୍ ହକି ୫ଏସ୍ ମହିଳା ବିଶ୍ବକପ୍ ୨୦୨୪ରେ ରୌପ୍ୟ ପଦକ ପାଇଁ ମାରିଆନା କୁଜୁର, ଜ୍ୟୋତି ଛତ୍ରୀ ଓ ଅଜମିନା କୁଜୁରଙ୍କୁ ୧୨,୫୦,୦୦୦ ଟଙ୍କା ଲେଖାଏଁ