ବେଦାନ୍ତ ଆଲୁମିନିୟମ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ପାଇଁ ଅଗ୍ନି ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜନ
ଝାରସୁଗୁଡ଼ା : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଏହାର ଅଗ୍ନି ଜାଗୃକ୍ତ ତାଲିମ ପଦକ୍ଷେପ ଅଧୀନରେ ସରବାହାଲର ସରକାରୀ ହାଇସ୍କୁଲରେ ଏକ ବ୍ୟାପକ ଅଗ୍ନି ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିଥିଲା। ଏହି ଅଧିବେଶନରେ ୧୫୦ ରୁ ଅଧିକ ଛାତ୍ରଛାତ୍ରୀ ଏବଂ!-->…