ଡାବର ଚୱନପ୍ରାଶ ପକ୍ଷରୁ ଜୟଦେବ ବିହାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସ୍ୱତନ୍ତ୍ର ଅଧିବେଶନ ଆୟୋଜିତ
ଭୁବନେଶ୍ୱର : ମୌସୁମୀ ଋତୁ ସମୟରେ ରୋଗ ପ୍ରତିରୋଧକ ଶକ୍ତିର ମହତ୍ୱ ସମ୍ପର୍କରେ ସଚେତନା ବୃଦ୍ଧି କରିବା ପାଇଁ ଡାବର ଚୱନପ୍ରାଶ ପକ୍ଷରୁ ଭୁବନେଶ୍ୱରର ଜୟଦେବ ବିହାରସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରଛାତ୍ରୀଙ୍କ ସହିତ ଏକ ସ୍ୱତନ୍ତ୍ର ଅଧିବେଶନର ଆୟୋଜନ କରାଯାଇଛି । ଡାବର…