ଜିନ୍ଦଲ ଫାଉଣ୍ଡେସନର ଦୁଇ ଜଣ ଉଶୁ ଚାମ୍ପିଅନମାନ ଓଡ଼ିଶା ରାଜ୍ୟପାଳଙ୍କ ଦ୍ବାରା ସମ୍ମାନିତ
ଭୁବନେଶ୍ୱର, ୨୪/୦୭/୨୦୨୫: ଭୁବନେଶ୍ୱରର ରାଜଭବନରେ ଗତ ବୁଧବାର ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ମହାମହିମ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ ପାଟି ଜିନ୍ଦଲ ଫାଉଣ୍ଡେସନ ଉଶୁ ତାଲିମ କାର୍ଯ୍ୟକ୍ରମର ଦୁଇ ଯୁବ ଖେଳାଳି – ପ୍ରେମ ମୁଣ୍ଡା ଏବଂ ରାଜକୁମାର ମୁଣ୍ଡାଙ୍କୁ ସମ୍ମାନିତ!-->…