ଅକ୍ଟୋବରରେ ଓଡ଼ିଶାରେ ସର୍ବାଧିକ ନୂଆ ଗ୍ରାହକ ଯୋଡ଼ିଛି ଜିଓ : ଟ୍ରାଇ ତଥ୍ୟ

ଭୁବନେଶ୍ୱର, ୪ ଡିସେମ୍ବର ୨୦୨୪: ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଜିଓ ରାଜ୍ୟରେ ସର୍ବାଧିକ ପସନ୍ଦର ଏବଂ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜର ଆଧିପତ୍ୟ ବଜାୟ ରଖି ଅକ୍ଟୋବର ମାସରେ ଓଡ଼ିଶାରେ ସର୍ବାଧିକ ସଂଖ୍ୟକ ମୋବାଇଲ୍ ଗ୍ରାହକ ଯୋଡ଼ିଛି ।

ସୋଆ କମ୍ୟୁନିଟି ରେଡିଓର ନିର୍ଦ୍ଦେଶିକା ରାଜ୍ୟ କମ୍ୟୁନିଟି ରେଡ଼ିଓ ସଂଘର ଉପସଭାପତି ମନୋନୀତ

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ର ନିର୍ଦ୍ଦେଶିକା ଶ୍ରୀମତି ହନୀ ପଟ୍ଟନାୟକ ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ରାଜ୍ୟ ଉପସଭାପତି ଭାବେ ମନୋନୀତ ହୋଇଛନ୍ତି । ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ଅନୁମୋଦନ କ୍ରମେ

ଏନଫୋର୍ସମେଣ୍ଟ ବ୍ୟବସ୍ଥାକୁ ତ୍ବରାନ୍ବିତ ପାଇଁ ୬୭ଟି ନୂତନ ପଦବୀକୁ ଅନୁମୋଦନ

ଭୁବନେଶ୍ୱର, ୪.୧.୨୦୨୪ : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ

ଓଡିଶାର ନବମ ସର୍ବବୃହତ ବନ୍ଧ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ

ଭୁବନେଶ୍ଵର: ବଲାଙ୍ଗୀରର ବିକାଶରେ ନୂଆ ଇତିହାସ ଯୋଡ଼ି, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ । ୨୦୧୯ରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି ।ବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ,

ଗୁଜରାଟ ଜିଆଂଟ୍ସ ଓ ମୁମ୍ବାଇ ଖିଲାଡିସ ମଧ୍ୟରେ ରୋମାଞ୍ଚକର ଟାଇ

କଟକ,୨ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି ୨ୟ ମ୍ୟାଚ୍‌ରେ ମଧ୍ୟ ଟାଇ ଦେଖିବାକୁ ମିଳିଛି । ଚେନ୍ନାଇ କ୍ୱିକ ଗନ୍ସ ଓ ଓଡିଶା ଜଗରନଟ୍ସ ମଧ୍ୟରେ ୧ମ ମ୍ୟାଚରେ ଟାଇ ହେବା ପରେ କଟକର ଜୱାହାରଲାଲ ନେହେରୁ ଗୁଜରାଟ ଜିଆଂଟ୍ସ ଓ ମୁମ୍ବାଇ ଖିଲାଡିସ ମଧ୍ୟରେ ଖେଳାଯାଇଥିବା ୨ୟ ମଧ୍ୟ

ଓଡିଶା ଜଗରନଟ୍ସ ଓ ଚେନ୍ନାଇ କ୍ୱିକ ଗନ୍ସ ମଧ୍ୟରେ ଟାଇ

କଟକ,୨ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ୧ମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିଅନ ଓଡିଶା ଜଗରନଟ୍ସ ଓ ଚେନ୍ନାଇ କ୍ୱିକ ଗନ୍ସ ମଧ୍ୟରେ ଏକ ରୋମାଂଚକର ପ୍ରଦର୍ଶନ ଦେଖିବାକୁ ମିଳିଛି । ଚେନ୍ନାଇର ରାମଜୀ କଶ୍ୟପଙ୍କ ସ୍କାଏ ଡାଇଭ

ରାଜ୍ଯ ଗ୍ରନ୍ଥାଗାରରେ ହରେକୃଷ୍ଣ ମହତାବଙ୍କ ୩୭ତମ ତିରୋଧାନ ଦିବସ ପାଳିତ

ଭୁବନେଶ୍ୱର, ୨.୦୧.୨୦୨୪- ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ହରେକୃଷ୍ଣ ମହତାବଙ୍କ ୩୭ ତମ ତିରୋଧାନ ଦିବସ ପାଳିତ ହୋଇଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ

ଭୁବନେଶ୍ୱର ମହାନିଗମ ସ୍ତରୀୟ ବିଦ୍ୟାଳୟ ଜମିପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

୧୦୬ଟି ବିଦ୍ୟାଳୟକୁ ଜମିପଟ୍ଟା ବଣ୍ଟନ ଭୁବନେଶ୍ୱର, ତା.୦୨.୦୧.୨୦୨୪ : ଭୁବନେଶ୍ୱର ମହାନିଗମ ସ୍ତରୀୟ ବିଦ୍ୟାଳୟ ଜମିପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ୫୦ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଏବଂ ୫୬ଟି ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ମୋଟ ୧୦୬ଟି ବିଦ୍ୟାଳୟକୁ

ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, ତା.୦୧.୦୧.୨୦୨୪ : ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ

ଗୋଟିଏ ପଏଣ୍ଟରେ ଓଡିଶା ଜଗରନଟସକୁ ହରାଇଲା ତେଲୁଗୁ ୟୋଦ୍ଧାସ

କଟକ,୩୧ ଡିସେମ୍ବର, ୨୦୨୩: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି ୭ମ ଦିନରେ କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ୧ମ ମ୍ୟାଚରେ ତେଲୁଗୁ ୟୋଦ୍ଧାସ, ଓଡିଶା ଜଗରନଟସକୁ ୨୯-୨୮ ପଏଂଟ୍ରେ ପରାଜିତ କରିଛି । ଆଜିର ରୋମାଂଚକର ମ୍ୟାଚରେ ତେଲୁଗୁ ୟୋଦ୍ଧାସ, ଓଡିଶା ଜଗରନଟସକୁ ୧ ପଏଂଟରେ