ଜାଗର ସମୟରେ ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ୱ,ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ରୋଡ୍ ମ୍ୟାପ୍
ଭୁବନେଶ୍ୱର,୦୫/୦୨:ଲିଙ୍ଗରାଜ ମହାପ୍ରଭୁଙ୍କ ଜାଗର ଉତ୍ସବକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ପରିଚାଳନା କରିବା ନେଇ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଲିଙ୍ଗରାଜ ମନ୍ଦିରର ଶୃଙ୍ଖଳିତ ରୀତିନୀତି ଓ!-->…