‘ତୋଷାଳି’ ଜାତୀୟ ହସ୍ତଶିଳ୍ପ ମେଳାରୁ ୩୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ

ଭୁବନେଶ୍ୱର, ୨୬ ଡିସେମ୍ବର ୨୦୨୩: ଭୁବନେଶ୍ୱର ଜନତା ମଇଦାନରେ ଚାଲିଥିବା ୧୮ତମ ‘ତୋଷାଳି’ ଜାତୀୟ ହସ୍ତଶିଳ୍ପ ମେଳା ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ଡିସେମ୍ବର ୧୫ରୁ ଆରମ୍ଭ ହୋଇଥିବା ଏହି ଜାତୀୟ ସ୍ତରୀୟ ମେଳାରେ ୩୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ ହୋଇଥିବା ଆକଳନ କରାଯାଇଛି। ଶେଷ

ସୋଆ କ୍ୟାମ୍ପସ-୨ ନିକଟରେ କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ

ଭୁବନେଶ୍ୱର, ଡିସେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କ୍ୟାମ୍ପସ୍ -୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ଫାଣ୍ଡିର ଉଦ୍‌ଘାଟନ କରିଥିବା

ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା, ମାତ୍ର ଦେଢ଼ ଘଣ୍ଟାରେ ଯାତ୍ରୀ ପହଞ୍ଚିବେ

ରାଜ୍ୟ ସରକାରଙ୍କ ସହଯୋଗରେ ଆରମ୍ଭମାତ୍ର ଦେଢ ଘଣ୍ଟାରେ ଯାତ୍ରା ସମ୍ଭବ ହେବଆଲାଏନ୍ସ ଏୟାର ସହଯୋଗରେ ସପ୍ତାହରେ ୩ ଦିନ ଉଡିବ ବିମାନଶିଳ୍ପ ଓ ପର୍ଯ୍ୟଟନର ଅଭିବୃଦ୍ଧି ହେବ ଭୁବନେଶ୍ବର, ତା.୨୬.୧୨.୨୦୨୩ : ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆରମ୍ଭ ହେବାକୁ ଯାଉଛି।

ସମ୍ ଅଲ୍ଟିମେଟ୍ କ୍ରୀଡା ‘ସମ୍ମମନ୍ୱୟ-୨୦୨୩’ ଉଦ୍‌ଯାପିତ

ଭୁବନେଶ୍ୱର, ୨୬/୧୨: ସମ୍ ଅଲ୍ଟିମେଟ୍ ମେଡିକେୟାରର ପ୍ରଥମ ସ୍ପୋର୍ଟ ମିଟ୍ ‘ସମ୍ମନ୍ୱୟ- ୨୦୨୩’ ବଡ଼ଦିନ ଅବସରରେ ସୋମବାର ଉଦ୍‌ଯାପିତ ହୋଇଥିବା ବେଳେ ଏହି ସ୍ପୋର୍ଟ୍ସ ମିଟ୍‌ରେ ଭାଗ ନେଇଥିବା ୧୦ଟି ଟିମ୍ ମଧ୍ୟରୁ ‘ନେବୁଲା ନୋମାଡ୍ସ’ ଟିମ୍ ଚାମ୍ପିଅନ୍ ହୋଇଛି । ‘ସମ୍ମମନ୍ୱୟ -୨୦୨୩’ର

ଏମ୍‌ସ ଭୁବନେଶ୍ୱର ପ୍ରତିଷ୍ଠାତା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି

• ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ୯୯ତମ ଜନ୍ମ ବାର୍ଷିକୀରେ ତାଙ୍କର କିର୍ତ୍ତୀମାନର ଗୁଣଗାନ ଭୁବନେଶ୍ୱର, ୨୬/୧୨/୨୦୨୩: ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ରାଜନେତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୯୯ତମ ଜନ୍ମବାର୍ଷିକୀ ଅବସରରେ ଏମ୍‌ସ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ଶ୍ରୀମନ୍ଦିର ପରିଚାଳନା କମିଟି ଓ ବରିଷ୍ଠ…

ନିମନ୍ତ୍ରଣ ରକ୍ଷା କରି ସେବାୟତ ଙ୍କୁ ଗୁଆ ଓ ଚାଉଳ ଦେଲେ ମୁଖ୍ୟମନ୍ତ୍ରୀ ଏ କାମ ମହାପ୍ରଭୁଙ୍କ କାମ ପୁରୀ ବାସୀଙ୍କ କାମ. ସେବାୟତ ବନ୍ଧୁ ମାନଙ୍କ କାମ. ରାଜ୍ୟ ସରକାର ସବୁ ସହଯୋଗ ଯୋଗାଇଦେବେ . ମୁଖ୍ୟମନ୍ତ୍ରୀଆପଣ ଇତିହାସ ରଚିଲେ, ଯୁଗ ଯୁଗ ଧରି ଆପଣଙ୍କ ନାଁ ରହିବ

ଅଲଟିମେଟ୍ ଖୋ ଖୋର ଦିତୀୟ ଦିନରେ ଚେନ୍ନାଇ କ୍ୱିକ୍ ଗନ୍ସ ଏବଂ ଗୁଜରାଟ ଜାଏଂଟ୍ସର ବିଜୟ

କଟକ,୨୫ ଡିସେମ୍ବର, ୨୦୨୩: ସୋମବାର କଟକ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍ଟିମେଟ୍ ଖୋ ଖୋ ସିଜିନ୍-୨ର ୨ୟ ଦିବସର ଦ୍ୱିତୀୟ ମ୍ୟାଚ୍‌ରେ ଚେନ୍ନାଇ କୁଇକ ଗନ୍ସ ଏବଂ ତେଲୁଗୁ ଯୋଦ୍ଧାସ୍ ମଧ୍ୟରେ ଦମଦାର ଟକ୍କର ହୋଇଛି । ରାମଜୀ କଶ୍ୟପଙ୍କ ଚମତ୍କାର ଅଲରାଉଣ୍ଡ ପ୍ରଦର୍ଶନ ବଳରେ

ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ଵର-ତା୨୫.୧୨.୨୦୨୩- ବିଶିଷ୍ଟ କବି,ପ୍ରବୀଣ ରାଜନେତା,ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୯ତମ ଜୟନ୍ତୀ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ସ୍ୱତନ୍ତ୍ର କର୍ତ୍ତବ୍ଯରତ ଅଧିକାରୀ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଆଜି ପ୍ରତ୍ୟୁଷରେ

ଡିସେମ୍ବର ୨୭ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

ଭୁବନେଶ୍ୱର, ୨୫ ।୧୨: କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୩ତମ ସଂସ୍କରଣର ସେମିଫାଇନାଲ୍‍ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଗ୍ରାଣ୍ଡ ଫିନାଲେ ୨୭ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍‌ରୁ ମନୋନୀତ ହୋଇଥିବା ୨୭ଜଣ ପ୍ରତିଯୋଗୀ ଅଂଶଗ୍ରହଣ

ମାଆ ଓ ଗୁରୁ ସର୍ବଦା ପ୍ରେରଣାର ଉତ୍ସ: ରାଜ୍ୟପାଳ ରଘୁବର ଦାସ

କଲରାବାଙ୍କ ଉଚ୍ଚ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ କଲରାବାଙ୍କ, ୨୩ ।୧୨: ବିଶ୍ୱର ଯେତେସବୁ ମହାମାନବ ଓ ସାଧକ ରହିଆସିଛନ୍ତି ସେମାନଙ୍କ ପ୍ରେରଣାର ଉତ୍ସ ହେଉଛନ୍ତି ସେମାନଙ୍କ ମାଆ ଓ ଗୁରୁ । ଆଜି କଲରାବାଙ୍କ ଉଚ୍ଚ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହର ଉଦଘାଟନୀ ଉତ୍ସବରେ ମୁଖ୍ୟ