ଆଣ୍ଡାମାନରେ ହେବ ସାଭରକରଙ୍କ ବିଶାଳ ପ୍ରତିମା, ଇତିହାସରେ ନୂଆ ଅଧ୍ୟାୟ

ଭୁବନେଶ୍ୱର: ସାଗର ପ୍ରାଣ୍ ତାଲାମାଲାଲା ......” ଏହି କାଳଜୟୀ ପଂକ୍ତିଗୁଡିକ ଅଗଣିତ ଭାରତୀୟଙ୍କ ହୃଦୟରେ ଦେଶପ୍ରେମର ଅଗ୍ନି ପ୍ରଜ୍ଜ୍ୱଳିତ କରିଛି । ସ୍ୱତନ୍ତ୍ରବୀର ବିନାୟକ ଦାମୋଦର ସାଭରକର ୧୧୬ ବର୍ଷ ପୂର୍ବେ ଏହି କିମ୍ବନ୍ଦତୀ କବିତାର ରଚନା କରିଥିଲେ । ଏହି ଐତିହାସିକ ଅବସରକୁ ପାଳନ କରି…

କିମ୍‍ସରେ ପେନ୍‍ ମ୍ୟାନେଜମେଣ୍ଟ ସମ୍ମିଳନୀ ଉଦ୍‍ଘାଟିତ

ଭୁବନେଶ୍ୱର : ଉତମ ସ୍ୱାସ୍ଥ୍ୟ ସେବା ଏବଂ ଏ ଦିଗରେ ଉତ୍କର୍ଷତା ହାସଲ ନିମନ୍ତେ ସାମାଜିକ ଓ ମାନବିକ ଦୃଷ୍ଟିକୋଣରୁ ଗବେଷଣାର ଆବଶ୍ୟକତା ରହିଛି ବୋଲି ଆଇଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ଆଶିଷ ଘୋଷ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ…

ସ୍ୱାସ୍ଥ୍ୟ ସେବା ଗବେଷଣା ନେଇ ସମ୍ ନର୍ସିଂ କଲେଜ ପକ୍ଷରୁ ଆନ୍ତର୍ଜାତିକ କର୍ମଶାଳା ଆୟୋଜିତ

ଭୁବନେଶ୍ୱର  : ଉତମ ସ୍ୱାସ୍ଥ୍ୟ ସେବା ଏବଂ ଏ ଦିଗରେ ଉତ୍କର୍ଷତା ହାସଲ ନିମନ୍ତେ ସାମାଜିକ ଓ ମାନବିକ ଦୃଷ୍ଟିକୋଣରୁ ଗବେଷଣାର ଆବଶ୍ୟକତା ରହିଛି ବୋଲି ଆଇଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ଆଶିଷ ଘୋଷ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ…

ସମ୍ ନର୍ସିଂ କଲେଜରେ ଆୟୋଜିତ ହେଲା ଆନ୍ତର୍ଜାତିକ ସ୍ୱାସ୍ଥ୍ୟ ଗବେଷଣା କର୍ମଶାଳା

ଭୁବନେଶ୍ୱର  : ଉତମ ସ୍ୱାସ୍ଥ୍ୟ ସେବା ଏବଂ ଏ ଦିଗରେ ଉତ୍କର୍ଷତା ହାସଲ ନିମନ୍ତେ ସାମାଜିକ ଓ ମାନବିକ ଦୃଷ୍ଟିକୋଣରୁ ଗବେଷଣାର ଆବଶ୍ୟକତା ରହିଛି ବୋଲି ଆଇଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ଆଶିଷ ଘୋଷ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ…

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ

ଭୁବନେଶ୍ୱର, : ଓଡ଼ିଶାରେ ଜନସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ଼ କରିବାର ଉଦ୍ଦେଶ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରାରେ ବୁଧବାର ଏକ ନୂତନ ଆଂଟିରେଟ୍ରୋଭାଇରାଲ ଟ୍ରିଟମେଂଟ (ଏଆରଟି) ସେଂଟର ଉଦ୍‌ଘାଟିତ ହୋଇଯାଇଛି । ଓଡ଼ିଶାର ପ୍ରଥମ…

ପ୍ରାଥମିକ ଶିକ୍ଷକଙ୍କ ଦାବିକୁ ସମର୍ଥନ କରିଲା ଓଲ୍‌ଷ୍ଟାର

ଭୁବନେଶ୍ୱର :  - ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଭୁବନେଶ୍ୱରରେ ଚାଲୁଥିବା ଅହୋରାତ୍ର ଧାରଣା ଚାଲୁରହିଛି । ପ୍ରାଥମିକ ଶିକ୍ଷା, ଶିକ୍ଷକ ଓ ଶିକ୍ଷାୟତନ ଏଲିମେଣ୍ଟାରୀ ସ୍ତରର ହୋଇଥିବାରୁ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ (ଓଲ୍‌ଷ୍ଟା) ପକ୍ଷରୁ ଏହି…

କଲେଜ ଛାତ୍ରଛାତ୍ରୀମାନଙ୍କୁ ଗୁଗୁଲ୍ ଜେମିନି ପ୍ରୋ ମାଧ୍ୟମରେ ଏଆଇ ଜ୍ଞାନରେ ସଶକ୍ତ କରୁଛି ରିଲାଏନ୍ସ ଜିଓ

ଭୁବନେଶ୍ୱର, :'ସମସ୍ତଙ୍କ ପାଇଁ ଏଆଇ' ଅଭିଯାନରେ ରିଲାଏନ୍ସ ଜିଓ ସାରା ଓଡ଼ିଶାରେ କଲେଜ ଛାତ୍ରଛାତ୍ରୀମାନଙ୍କୁ ଗୁଗୁଲ୍ ଜେମିନି ପ୍ରୋ ମାଧ୍ୟମରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର ସହିତ ପରିଚିତ କରାଇବା ପାଇଁ ଏକ ବ୍ୟାପକ ଅଭିଯାନ ଆରମ୍ଭ କରିଛି। ଏହି ଅଭିଯାନ ଅଧୀନରେ ଇତିମଧ୍ୟରେ…

ବିଶିଷ୍ଟ କଣ୍ଠଶିଳ୍ପୀ ଡ.ଅନସୂୟା ନାଥଙ୍କୁ ‘ମାର୍ଗଶିରର ମହକ ସମ୍ମାନ ୨୦୨୫’ ପ୍ରଦାନ

ଭୁବନେଶ୍ୱର, : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ ସାଇନସେସ୍ (ଆଇଏଏସ୍‌)ର ସାମାଜିକ ଓ ସାଂସ୍କୃ୍‌ତିକ ଶାଖା କ୍ରିଆଟିଭୋ ପକ୍ଷରୁ ଗୁରୁବାର ଦିନ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ବିଶିଷ୍ଟ କଣ୍ଠଶିଳ୍ପୀ ତଥା ଗଣିତ ବିଭାଗର ପ୍ରଫେସର…

ଓପିଜିସି ତରଫରୁ ସ୍ୱାସ୍ଥ୍ୟ ଶିବିର

ଝାରସୁଗୁଡ଼ା : ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକବନହରପାଲି ସ୍ଥିତ ଓଡ଼ିଶା ପାୱାର ଜେନେରେସନ କର୍ପୋରେସନ ଲିମିଟେଡ଼ (ଓପିଜିସି) ତରଫରୁ ଦଲଗାଁ ପ ପଞ୍ଚାୟତ କାର୍ଯ୍ୟାଳୟଠାରେ ରେ ଏକ ନିଶୁଳ୍କ ବିଶେଷଜ୍ଞ ସ୍ବାସ୍ଥ୍ୟ ଶି ଶିବିର ଅନୁଷ୍ଠିତ ହୋଇଯାଇଛି। ଅତିଥ୍‌ ଭାବେ ଦଲଗାଁ ସ ସରପଞ୍ଚ ସନ୍ତୋଷ

ଗବେଷଣା ଏବଂ କର୍କଟ ସେବାକୁ ସୁଦୃଢ଼ ନିମନ୍ତେ ଏମ୍ସ ଭୁବନେଶ୍ବରକୁ ୩.୪ କୋଟି ଟଙ୍କା ଦାନ କଲେ ପ୍ରଫେସର ଲକ୍ଷ୍ମୀ ବାଈ

ଭୁବନେଶ୍ୱର, ୦୫/୧୨/୨୦୨୫: ପ୍ରସିଦ୍ଧ ପ୍ରସୂତି ଏବଂ ସ୍ତ୍ରୀ ରୋଗ ବିଶେଷଜ୍ଞ ପ୍ରଫେସର କେ. ଲକ୍ଷ୍ମୀ ବାଈ ତାଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ତାଙ୍କର ସ୍ୱ-ଅର୍ଜିତ ସଞ୍ଚୟରୁ ୩.୪ କୋଟି ଟଙ୍କା ଏମ୍ସ ଭୁବନେଶ୍ବରକୁ ଦାନ କରିଛନ୍ତି। ଏହି ଜାତୀୟ ପ୍ରତିଷ୍ଠାନର ପ୍ରସୂତି ଏବଂ ସ୍ତ୍ରୀ ରୋଗ