ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଯୁବପିଢିଙ୍କ ପାଇଁ ସଚେତନତା କାର୍ଯ୍ୟକ୍ରମ: ‘ଷ୍ଟ୍ରୋକ୍କୁ ଜାଣନ୍ତୁ, ଜୀବନ ବଞ୍ଚାନ୍ତୁ’
ଭୁବନେଶ୍ୱର/ବ୍ରହ୍ମପୁର, : ‘ବ୍ରେନ୍ ଷ୍ଟ୍ରୋକ୍’ ବା ‘ମସ୍ତିଷ୍କାଘାତ’ ଆଜି ସାରା ବିଶ୍ୱରେ ଏକ ବଡ଼ ଜନସ୍ୱାସ୍ଥ୍ୟ ସମସ୍ୟା ହୋଇଛି। ତେଣୁ, ଏ ବିଷୟରେ ଯୁବପିଢ଼ିଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟଠାରେ ସୋମବାର ଦିନ ‘ଷ୍ଟ୍ରୋକ୍କୁ ଜାଣନ୍ତୁ, ଜୀବନ…