ଆହୁରି ୨୪ ଘଣ୍ଟା ବର୍ଷିବ ,ବିଜୁଳି ଓ ଘଡ଼ଘଡ଼ି ପାଇଁ ସତର୍କତା
ଭୁବନେଶ୍ଵର,୦୯/୦୩:ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଚାନ୍ଦବାଲି ଏବଂ କେନ୍ଦୁଝରର କିଛି ଅଞ୍ଚଳରେ ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ!-->…