ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ଜାତୀୟ ସଙ୍ଗୀତର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ
ଝାରସୁଗୁଡା, ୭ ନଭେମ୍ବର ୨୦୨୫ : ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର ଠାରେ ଚଳିତ ଜାତୀୟ ସଙ୍ଗୀତର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି ଯାଇଛି । ଏହି ଅବସରରେ ଏୟାରପୋର୍ଟ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି ।ଭାରତର ଜାତୀୟ ଗୀତ!-->…