୩୧ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ତୃତୀୟ ସନ୍ଧ୍ୟାରେ ଭାରତନାଟ୍ୟମ୍ ଏବଂ ଓଡ଼ିଶୀ ନୃତ୍ୟରେ ଦର୍ଶକ ବିଭୋର
ଭୁବନେଶ୍ୱର: ସୃଜନ - ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଦ୍ୱାରା ଆୟୋଜିତ ୩୧ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ତୃତୀୟ ସନ୍ଧ୍ୟା ଅବିସ୍ମରଣୀୟ ତଥା ସୌନ୍ଦର୍ଯ୍ୟପୂର୍ଣ୍ଣ ଥିଲା । ପ୍ରଖ୍ୟାତ ଭାରତନାଟ୍ୟମ୍ ଗୁରୁ-ଶିଷ୍ୟ ଯୋଡ଼ି ଶ୍ରୀ ସମ୍ରାଟ ଦତ ଏବଂ ଶ୍ରୀ ସାନ୍ତନୁ ରାୟଙ୍କ…