ଇଣ୍ଡିଆ ଏଗେନ୍‌ଷ୍ଟ ନେଗେଟିଭିଟିର ଏକାଦଶ ସଂସ୍କରଣ ଅନୁଷ୍ଠିତ

ଭୁବନେଶ୍ୱର : ଇଣ୍ଡିଆ ଏଗେନ୍‌ଷ୍ଟ ନେଗେଟିଭିଟି (ଆଇଏଏନ୍‍)ର ଏକାଦଶ ସଂସ୍କରଣ ରବିବାର ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସଂସଦୀୟ କମିଟି ଅଧ୍ୟକ୍ଷ ତଥା ପୂର୍ବତନ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ଭାରତରେ ଅବସ୍ଥାପିତ ରୁଆଣ୍ଡା

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ବିଶ୍ୱବିଦ୍ୟାଳୟର ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତି

ଭୁବନେଶ୍ୱର : ଦେଶରେ ବହୁଳ ଭାବେ ଆଦୃତି ଲାଭ କରିଥିବା ଭକ୍ତିଭାବପୂର୍ଣ୍ଣ ମ୍ୟୁଜିକ ଭିଡ଼ିଓ ‘ଭୋଲେନାଥ‘ର ଗାୟକ ଏବଂ ଅଭିନେତା ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁରାତନ ଛାତ୍ର ଅନୁରାଗ କୀର୍ତି ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୌଜନ୍ୟମୂଳକ

ଏନଏସଇ ଓ ଇଣ୍ଡିଆ ହାବିଟାଟ ସେଂଟର ସହବନ୍ଧିତ

ଭୁବନେଶ୍ୱର : ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ପକ୍ଷରୁ ଇଣ୍ଡିଆ ହାବିଟାଟ ସେଂଟର (ଆଇଏଚସ) ନୂଆଦିଲ୍ଲୀ, ସହ ଏକ ଏମଓୟୁ ସ୍ୱାକ୍ଷର କରାଯାଇଛି । ଆଇଏଚସି ସହ ଜଡିତ ସମ୍ଭାବ୍ୟ ଓ ବିଦ୍ୟମାନ ନିବେଶକମାନଙ୍କ ପାଇଁ ଏକାଧିକ ଆର୍ଥିକ ସାକ୍ଷରତା ଓ ନିବେଶକ ସଚେତନତା କାର୍ଯ୍ୟକ୍ରମରେ ସହଯୋଗ ଓ…

ସପ୍ସିର ‘ଦି ଗ୍ରାଣ୍ଡ ସପ୍ସି ମେଳା’

ଭୁବନେଶ୍ୱର : ଆଗାମୀ ଉତ୍ସବ ଋତୁ ପାଇଁ ଭାରତ ଯେହେତୁ ନିଜକୁ ପ୍ରସ୍ତୁତ କରୁଛୁ, ପ୍ଲିପକାଟÿର୍ ପରି·ଳିତ ସପ୍ସି ବର୍ଷର ସବୁଠାରୁ ବୃହତର ସେଲ ସହିତ ସର୍ବାଦୃତ୍ ସପିଙ୍ଗ ପାଳନର ଉତ୍ସବ, ଦି ଗ୍ରାଣ୍ଡ ସପ୍ସି ମେଳା (ଜିଏସଏମ) ପୁଣି ଥରେ ନେଇ ଆସୁଅଛି । ଅଗଷ୍ଟ ୨୯ରୁ ସେପ୍ଟେମ୍ବର ୦୭ ପର୍ଯ୍ୟନ୍ତ

ଭୁବନେଶ୍ୱରରେ ଡିଜାଇନକ୍ୟାଫେର ପ୍ରଥମ ଏକ୍ସପେରିଏନ୍ସ ସେଂଟରର ଶୁଭାରମ୍ଭ

ଭୁବନେଶ୍ୱର: ଭାରତର ଲୋକପ୍ରିୟ ହୋମ ଇଂଟେରିୟର ସଲ୍ୟୁଶନ୍ସ ବ୍ରାଣ୍ଡ ଡିଜାଇନକ୍ୟାଫେ ଭୁବନେଶ୍ୱରରେ ଏହାର ପ୍ରଥମ ଏକ୍ସପେରିଏନ୍ସ ସେଂଟରର ଶୁଭାରମ୍ଭ କରିଛି, ଯାହା ଏହାର ସର୍ବଭାରତୀୟ ସ୍ତରର ସମ୍ପ୍ରସାରଣ ଯୋଜନା ଏବଂ ଜାତୀୟସ୍ତରରେ ଏହାର ୧୯ତମ ଷ୍ଟୋରର ଉଦ୍‌ଘାଟନ କ୍ଷେତ୍ରରେ ଏକ…

୩୧ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ମହୋତ୍ସବ-୨୦୨୫

ଭୁବନେଶ୍ୱର: ସୃଜନ- ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ନୃତ୍ୟବାସ ପକ୍ଷରୁ ଆସନ୍ତା ସେପ୍େଟମ୍ବର ୫ରୁ ୯ ତାରିଖ ୨୦୨୫ ପର୍ଯ୍ୟନ୍ତ ରବିନ୍ଦ୍ର ମଣ୍ଡପଠାରେ ପ୍ରତିଦିନ ସନ୍ଧ୍ୟା ୭ଟାରେ ୩୧ତମ ଗୁରୁ କେଳୁଚରଣ ମହାପାତ୍ର (ଜିକେସିଏମ) ପୁରସ୍କାର ମହୋତ୍ସବ ୨୦୨୫ର ଆୟୋଜନ କରାଯିବ । ପ୍ରଦର୍ଶନ କଳାକୁ…

କୋରାପୁଟରେ ଆଦି କର୍ମଯୋଗୀ ଅଭିଯାନ ଉପରେ ଚାରି ଦିନିଆ ରାଜ୍ୟ ପ୍ରକ୍ରିୟା ପ୍ରୟୋଗଶାଳା ଆରମ୍ଭ

ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ଧରତି ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଅଧିନସ୍ଥ ଆଦି କର୍ମଯୋଗୀ ଅଭିଯାନ ଉପରେ ଏକ ଚାରି ଦିନିଆ ରାଜ୍ୟ ପ୍ରକ୍ରିୟା ପ୍ରୟୋଗଶାଳା (ଏସପିଏଲ) ଆଜିଠାରୁ କୋରାପୁଟରେ ଆରମ୍ଭ ହୋଇଛି। ଏହା ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ଚାଲିବ। ଏହି କର୍ମଶାଳା ଭାରତ

ମଣିପାଲ ହସ୍ପିଟାଲ ମିଳିତ ସହଯୋଗରେ ଭୁବନେଶ୍ୱରରେ ଆୟୋଜିତ ହେଲା ୬ଷ୍ଟ ଓଡ଼ିଶା ଆର୍ଥ୍ରୋପ୍ଲାଷ୍ଟି ଆସୋସିଏସନ୍‌…

ଭୁବନେଶ୍ୱର : ଓଡ଼ିଶା ଆର୍ଥ୍ରୋପ୍ଲାଷ୍ଟି ଆସୋସିଏସନ୍‌ର ଷଷ୍ଟ ବାର୍ଷିକ ସମ୍ମିଳନୀ (OAACON 2025)  ସଫଳତାର ସହିତ ଆୟୋଜନ କରାଯାଇଥିଲା। ଏହି ସମ୍ମିଳନୀରେ ଦେଶର ବିଭିନ୍ନ ସ୍ଥାନରୁ ଆସିଥିବା ୨୦୦ରୁ ଅଧିକ ଅସ୍ଥିଶଲ୍ୟ ବିଶେଷଜ୍ଞ ଅଶଂ ଗ୍ରହଣ କରିଥିଲେ। ଏହି ସମ୍ମିଳନୀରେ ମଣିପାଲ୍

ଏମ୍ସ ଭୁବନେଶ୍ୱରରେ ଅତ୍ୟାଧୁନିକ ନ୍ୟୁରୋମଡ୍ୟୁଲେସନ୍ ସେବା କେନ୍ଦ୍ରର ଶୁଭାରମ୍ଭ

ଭୁବନେଶ୍ୱର, ୨୮/୦୮/୨୦୨୫: ମାନସିକ ସ୍ୱାସ୍ଥ୍ୟସେବାକୁ ଆଗକୁ ବଢାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଏମ୍ସ ଭୁବନେଶ୍ୱର ମାନସିକ ରୋଗ ବିଭାଗ ପକ୍ଷରୁ ଏକ ଅତ୍ୟାଧୁନିକ ନ୍ୟୁରୋମଡ୍ୟୁଲେସନ୍ ସେବା କେନ୍ଦ୍ର ଆରମ୍ଭ କରାଯାଇଛି। ଏହି ଗୁରୁତ୍ବପୂର୍ଣ୍ଣ ପଦକ୍ଷେପର ଲକ୍ଷ୍ୟ ହେଉଛି

ବିପର୍ଯ୍ୟୟ ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବେ ହସ୍ପିଟାଲ : ଦକ୍ଷତା ବିକାଶ ତଥା କ୍ଷମତା-ନିର୍ମାଣ ଅଭିଯାନର ନେତୃତ୍ୱ…

ଭୁବନେଶ୍ୱର, ୨୫/୦୮/୨୦୨୫ : ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠ ସହିତ ମିଳିତ ଭାବରେ ଏମ୍ସ ଭୁବନେଶ୍ୱର ସ୍ୱାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ପାଇଁ ହସ୍ପିଟାଲ ପ୍ରସ୍ତୁତି ଉପରେ ଏକ ଛଅ ଦିନିଆ କ୍ଷମତା-ନିର୍ମାଣ ତାଲିମ