ସ୍ୱାସ୍ଥ୍ୟ ସେବାରେ ଉତ୍କର୍ଷତା ନିମନ୍ତେ କୁଆଲାଲୁମ୍ପୁର ଠାରେ ସମ୍ମମ୍ ସମ୍ବର୍ଦ୍ଧିତ
ଭୁବନେଶ୍ୱର, ଏପ୍ରିଲ୍ ୪ : ଓଡ଼ିଶାରେ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ନୂତନତମ କ୍ୱାଟରନାରି କେୟାର ହସ୍ପିଟାଲ ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍)କୁ ଗତ ମାର୍ଚ୍ଚ ୨୨ ତାରିଖରେ କୁଆଲାଲୁମ୍ପୁର ଠାରେ ‘ଏକ୍ସିଲେନ୍ସ ଇନ୍ ହସ୍ପିଟାଲିଟି ଆଣ୍ଡ ହେଲ୍ଥ କେୟାର ସର୍ଭିସ୍!-->…