କ୍ରମାଗତ ୧୧ତମ ବର୍ଷ ପାଇଁ ଜିନ୍ଦଲ ଫାଉଣ୍ଡେସନ ଦ୍ବାରା ପୁରୀ ରଥଯାତ୍ରାରେ ସେବା କାର୍ଯ୍ୟକ୍ରମ
ଭୁବନେଶ୍ୱର, ୦୨/୦୭/୨୦୨୫ : ଜିନ୍ଦଲ ଷ୍ଟିଲ୍ ଏଣ୍ଡ୍ ପାୱାରର ସାମାଜିକ ଶାଖା ଜିନ୍ଦଲ ଫାଉଣ୍ଡେସନ୍ ଲଗାତାର ୧୧ତମ ବର୍ଷ ପାଇଁ ପୁରୀରେ ରଥଯାତ୍ରାର ଭକ୍ତମାନଙ୍କୁ ବିଭିନ୍ନ ସେବା ଯୋଗାଇ ଆସୁଛି । ଏହି ବର୍ଷ, ନବଜୌବନ ଦର୍ଶନ ଦିନଠାରୁ ଆଜି ପର୍ଯ୍ୟନ୍ତ ୧୦ ଲକ୍ଷରୁ ଲକ୍ଷରୁ ଅଧିକ ଦେୟମୁକ୍ତ!-->…