ହାର୍ଭାର୍ଡ-ଇଣ୍ଡିଆର ୪୦ ଜଣିଆ ପ୍ରତିନିଧିମଣ୍ଡଳୀ ଦ୍ଵାରା କିଟ୍‍ ଓ କିସ୍‍ ପରିଦର୍ଶନ

ଭୁବନେଶ୍ୱର,୧୬/୩: ୧୦ ତାରିଖରୁ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ଇଣ୍ଡିଆ ଟ୍ରେକ୍‍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୪୦ ଜଣିଆ ପ୍ରତିନିଧିମଣ୍ଡଳୀ ଶନିବାର ସମସ୍ତ କାର୍ଯ୍ୟକ୍ରମ ସାରି ଫେରି ଯାଇଛନ୍ତି। ଆଜି ସକାଳେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ

ଓଡିଶା ସରକାରଙ୍କ ପକ୍ଷରୁ ୨୦ଟି କ୍ରୀଡ଼ା ବର୍ଗରେ କ୍ରୀଡ଼ାବିତଙ୍କୁ ୫୬ ଲକ୍ଷ ୯୩ ହଜାର ଟଙ୍କାର ପୁରସ୍କାର ରାଶି

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ୨୬୯ ପଦକ ପାଇଁ  ଅର୍ଥରାଶି ପୁରସ୍କାର ଭୁବନେଶ୍ୱର, ୧୪.୦୩.୨୦୨୪- ଆଜି ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ ତଥା ଅନ୍ତର୍ଜାତୀୟ କ୍ରୀଡ଼ାରେ ପଦକ ହାସଲ କରିଥିବା କ୍ରୀଡ଼ାବିତଙ୍କୁ ଅର୍ଥରାଶି ପୁରସ୍କାରରେ ସମ୍ମାନିତ କରାଯାଇଛି । ଏଥିରେ ୨୬୯

ସମ୍ ହସ୍ପିଟାଲ୍‌ରେ ବିଶ୍ୱ କିଡ୍‌ନୀ ଦିବସ ପାଳିତ

ଭୁବନେଶ୍ୱର, ମାର୍ଚ୍ଚ ୧୪:  କିଡ୍‌ନୀ ଜନିତ ରୋଗର କାରଣ ଓ ନିରାକରଣ ସମେତ ଉପଯୁକ୍ତ ଚିକିତ୍ସା ଓ ଜୀବନଶୈଳୀ ମାଧ୍ୟମରେ କିଭଳି ମଣିଷ ନିଜକୁ ସୁସ୍ଥ ରଖିପାରିବ ସେ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ପକ୍ଷରୁ ଗୁରୁବାର ଆୟୋଜିତ ବିଶ୍ୱ କିଡ୍‌ନୀ ଦିବସ

କିମ୍‌ସରେ ବିଶ୍ୱ କିଡ଼ନୀ ଦିବସ ପାଳିତ

ଭୁବନେଶ୍ୱର,୧୪ା୩: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡିକାଲ ସାଇନ୍‍ସେସ୍‍ (କିମ୍‍ସ) ପକ୍ଷରୁ ଆଜି ବିଶ୍ୱ କିଡନୀ ଦିବସ ପାଳିତ ହୋଇଯାଇଛି । କିଡନୀ ରୋଗ ଉପରେରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ କିମ୍‍ସ ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ଆଜି ସକାଳେ ଅନୁଷ୍ଠିତ

ଏମ୍‌ସ ଭୁବନେଶ୍ୱରକୁ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପୁରସ୍କାର

• ଏସିଆର ୨୮ ପ୍ରତିଷ୍ଠିତ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ମଧ୍ୟରେ ଏମ୍‌ସ ଭୁବନେଶ୍ୱରକୁ ପ୍ରଥମ ସ୍ଥାନ ଭୁବନେଶ୍ୱର, ୧୪/୦୩/୨୦୨୪: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ମର୍ଯ୍ୟାଦାଜନକ ଏସିଆ ସେଫ୍ ସର୍ଜିକାଲ୍ ଇମ୍ପ୍ଲାଣ୍ଟ କନ୍ସୋର୍ଟିୟମ୍ କ୍ୟୁଆଇପି ପୁରସ୍କାର ୨୦୨୩ରେ

ପୁରୀରେ ଖୋଲିଲା ଓୟୋର ପ୍ରଥମ ‘ହୋମ୍ ଷ୍ଟେ’, ଦକ୍ଷ ମାନବ ସମ୍ବଳ ଯୋଗାଇଦେବ ଓଏସଡିଏ

ଭୁବନେଶ୍ୱର/ପୁରୀ, ୧୨ ମାର୍ଚ୍ଚ ୨୦୨୪: ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣ (ଓଏସଡିଏ) ସହଯୋଗିତାରେ ଓୟୋ ରୁମ୍ସ (ଓୱାଇଓ) ପକ୍ଷରୁ ରାଜ୍ୟରେ ପ୍ରଥମ ‘ହୋମ୍ ଷ୍ଟେ’ ହୋଟେଲ ସେବା ଆରମ୍ଭ ହୋଇଛି। ଐତିହ୍ୟ ସହର ପୁରୀରେ ଏହି ସେବାକୁ କ୍ରୀଡ଼ା ଓ ଯୁବସେବା ବିଭାଗର ମନ୍ତ୍ରୀ ତୁଷାରକାନ୍ତି

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କିମ୍‍ସ କଲରାବାଙ୍କ ଗ୍ରାମାଞ୍ଚଳ ହସ୍‍ପିଟାଲ୍‍ ଓ କଲରାବାଙ୍କ ସ୍ମାର୍ଟ ଗ୍ରାମ ଲୋକାର୍ପଣ

କଲରାବାଙ୍କ,୧୨/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଲରାବାଙ୍କଠାରେ ନବନିର୍ମିତ କିମ୍‍ସ କଲରାବାଙ୍କ ଗ୍ରାମାଞ୍ଚଳ ହସପିଟାଲର ଉଦ୍‍ଘାଟନ କରିବା ସହ କଲରାବାଙ୍କ ସ୍ମାର୍ଟ ଗ୍ରାମର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଲେ, ନିଜ

୪୬ ଲକ୍ଷ ଚାଷୀଙ୍କୁ  ୯୩୩ କୋଟିରୁ ଅଧିକ ଟଙ୍କାର କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଚାଷୀ ମାନଙ୍କ ଖୁସିରେ ମୁଁ ଖୁସି, ଚାଷୀ ଭାଇଙ୍କ ସମୃଦ୍ଧି ହିଁ ରାଜ୍ୟର ସମୃଦ୍ଧି – ମୁଖ୍ୟମନ୍ତ୍ରୀଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ, ଯେଉଁଠି ଭୂମିହୀନ ଚାଷୀ ମାନଙ୍କୁ ଅର୍ଥିକ ସହାୟତା ଦିଆଯାଉଛି -  5T ଅଧ୍ୟକ୍ଷଗତ ୫ ବର୍ଷରେ ଚାଷୀମାନେ ୧୩,୭୯୩ କୋଟି ଟଙ୍କା କାଳିଆ ସହାୟତା ପାଇଛନ୍ତି

ବିଶ୍ୱ ସୁନ୍ଦରୀ (ମିସ୍ ୱାର୍ଲ୍ଡ) ଫାଇନାଲ୍ କାର୍ଯ୍ୟକ୍ରମରେ ନୀତା ଅମ୍ବାନୀଙ୍କୁ ସମ୍ମାନଜନକ ମାନବବାଦୀ ପୁରସ୍କାର

ମୁମ୍ବାଇ: ଜିଓ ୱାର୍ଲ୍ଡ କନଭେନସନ୍ ସେଣ୍ଟରରେ ନିକଟରେ ଅନୁଷ୍ଠିତ ୭୧ତମ ମିସ୍ ୱାର୍ଲ୍ଡ ଫାଇନାଲ୍ ଅବସରରେ ରିଲାଏନ୍ସ ଫାଉଣ୍ଡେସନ୍ ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଶ୍ରୀମତୀ ନୀତା ଅମ୍ବାନୀଙ୍କୁ ସମ୍ମାନଜନକ ମାନବବାଦୀ ପୁରସ୍କାର ପ୍ରଦାନ କରାଯାଇଛି ।ଏହି ପ୍ରଖ୍ୟାତ ଆନ୍ତର୍ଜାତୀୟ ସଂସ୍ଥା

ନବୀନ ଜିନ୍ଦଲଙ୍କ ଜନ୍ମଦିନ ଫିଟନେସ ଦିବସ ଭାବରେ ପାଳନ

ଭୁବନେଶ୍ୱର : ମାର୍ଚ୍ଚ ୯ ତାରିଖ ଦିନ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଚେୟାରମ୍ୟାନ୍ ଶ୍ରୀ ନବୀନ ଜିନ୍ଦଲଙ୍କ ଜନ୍ମଦିନକୁ ଜେଏସପିର କର୍ମଚାରୀମାନେ ଫିଟନେସ ଦିବସ ଭାବରେ ପାଳନ କରିଛନ୍ତି । ଏହି ଅବସରରେ ଏହାର ବିଭିନ୍ନ ବ୍ୟବସାୟ ସ୍ଥାନଗୁଡିକରେ ସ୍ୱାସ୍ଥ୍ୟ ଏବଂ ସୁସ୍ଥତାକୁ