ପିଆରଏସଆଇ ଭୁବନେଶ୍ୱର ପକ୍ଷରୁ ‘ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା’ ଶୀର୍ଷକ ଆଲୋଚନାଚକ୍ର
ଭୁବନେଶ୍ୱର, ୦୭/୦୨/୨୦୨୪: ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୪ ର ଅବ୍ୟବିହିତ ପୂର୍ବରୁ ପବ୍ଲିକ ରିଲେସନ ସୋସାଇଟି ଅଫ୍ ଇଣ୍ଡିଆ (ପିଆରଏସଆଇ) ର ଭୁବନେଶ୍ୱର ଶାଖା ପକ୍ଷରୁ ଯୋଗାଯୋଗ କ୍ଷେତ୍ରରେ ମହିଳାମାନଙ୍କ ସଫଳତା ଶୀର୍ଷକରେ ଏକ ରାଉଣ୍ଡ ଟେବୁଲ୍ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଚଳିତ!-->…