ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା – ୨୦୨୬ , ଚିତାକର୍ଷକ ‘ଡଗ୍ ସୋ’ରେ ଦର୍ଶକ ବିଭୋର
ଭୁବନେଶ୍ଵର, ; କିଏ ଧୀର ମନ୍ଥର ଗତିରେ ଆସୁଥିଲେ ତ କିଏ ଦ୍ରୁତ ଗତିରେ ନିଜର କଳା ନୈପୁଣ୍ୟ ପ୍ରଦର୍ଶନ କରୁଥିଲେ । କିଏ ଚୋର ଧରିବାର କୌଶଳ ଦେଖାଉଥିଲେ ତ ଆଉ କିଏ ହାଇ ଜମ୍ପ ଓ ହର୍ଡଲ୍ସ ଜମ୍ପରେ ନିଜର ନୈପୁଣ୍ୟ ପ୍ରଦର୍ଶନ କରିଥିଲେ । ଦର୍ଶକଙ୍କ ସମ୍ମୁଖରେ ଆଘ୍ରାଣ ଶକ୍ତିକୁ ପ୍ରଦର୍ଶନ କରି…