Browsing Category
News
ଭାରତରେ ‘ମେଡ୍ ଇନ୍ ଇଣ୍ଡିଆ’ ଫାଷ୍ଟ ଏଭର ବିଏମଡବ୍ଲୁ ଏକ୍ସ ୧ ଲଙ୍ଗ ହ୍ୱିଲବେସ୍ ଅଲ୍ ଇଲେକ୍ଟ୍ରିକ୍ର ବଜାର…
ଭୁବନେଶ୍ୱର : ବିଏମଡବ୍ଲୁ ଇଣ୍ଡିଆ ଅଟୋ ଏକ୍ସପୋ ୨୦୨୫ରେ ଫାଷ୍ଟ-ଏଭର ବିଏମଡବ୍ଲୁ ଏକ୍ସ ୧ ଲଙ୍ଗ ହ୍ୱିଲବେସ୍ ଅଲ୍ ଇଲେକ୍ଟ୍ରିକ୍ର ଶୁଭାରମ୍ଭ କରିଛି। ଆଜିଠାରୁ ସାରା ଭାରତରେ ଥିବା ବିଏମଡବ୍ଲୁ ଡିଲରସିପରେ ଏହି କାର ବୁକ୍ କରାଯାଇପାରିବ ।
ବିଏମଡବ୍ଲୁ ଏକ୍ସ ୧ ଲଙ୍ଗ ହ୍ୱିଲବେସ୍ ଅଲ୍…
ଜିଓ ୫ଜି ନେଟୱାର୍କ ସହ ଯୋଡି ହୋଇଛନ୍ତି ୧୭ କୋଟିରୁ ଅଧିକ ଗ୍ରାହକ
ଭୁବନେଶ୍ୱର, ଜାନୁଆରୀ ୧୭, ୨୦୨୫: ସାରା ଦେଶରେ ୧୭ କୋଟିରୁ ଅଧିକ ଗ୍ରାହକ ଜିଓର ୫ଜି ନେଟୱାର୍କ ବ୍ୟବହାର କରନ୍ତି। ଏହା ସହିତ ଜିଓ ଚୀନ୍ ବାହାରେ ବିଶ୍ୱର ସର୍ବବୃହତ ଷ୍ଟାଣ୍ଡାଲୋନ ୫ଜି ଅପରେଟର ହୋଇପାରିଛି । ୫ଜି ଗ୍ରାହକ ବର୍ତ୍ତମାନ ଜିଓରେ ମୋଟ ଡାଟା ବ୍ୟବହାରର ୪୦ ପ୍ରତିଶତ ବ୍ୟବହାର!-->…
ଶ୍ରୀପୁରା ଗ୍ରାମରେ ଏପସିଲନ କାର୍ବନ ଅଶୋକା ପକ୍ଷରୁ ଶିଶୁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ
ଝାରସୁଗୁଡ଼ା: କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସଆର) କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଏପସିଲନ କାର୍ବନ ଅଶୋକା ପ୍ରାଇଭେଟ୍ ଲିମିଟେଡ୍ (ଇସିଏପିଏଲ୍) ପକ୍ଷରୁ ଶ୍ରୀପୁରା ଗ୍ରାମ୍ୟ ଗୋଷ୍ଠୀ କେନ୍ଦ୍ରରେ ଶିଶୁ ସ୍ୱାସ୍ଥ୍ୟ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି…
ଓଡ଼ିଶାରେ ସ୍ୱାସ୍ଥ୍ୟ ବୀମା ଗ୍ରହଣୀୟତାକୁ ପ୍ରୋତ୍ସାହିତ କରୁଛି ଏଚଡିଏଫସି ଏର୍ଗୋ
ଭୁବନେଶ୍ୱର : ଭାରତର ଅଗ୍ରଣୀ ଘରୋଇ କ୍ଷେତ୍ର ସାଧାରଣ ବୀମା କମ୍ପାନି, ଏଚଡିଏଫସି ଏର୍ଗୋ ଜେନେରାଲ୍ ଇନସ୍ୟୁରାନ୍ସ କମ୍ପାନି ରାଜ୍ୟରେ ସ୍ୱାସ୍ଥ୍ୟ ବୀମାର ଗ୍ରହଣୀୟତାକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ପ୍ରତି ନିଜର ପ୍ରତିବଦ୍ଧତାକୁ ଦୋହରାଇଛି । କଂପାନି ପାଇଁ ଅନ୍ୟତମ ପ୍ରମୁଖ ବଜାର,…
ଗୌହାଟି ବିମାନବନ୍ଦରର ନୂତନ ଟର୍ମିନାଲ୍ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଗୌହାଟି, ୨୦ ଡିସେମ୍ବର ୨୦୨୫: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକପ୍ରିୟ ଗୋପୀନାଥ ବୋର୍ଦୋଲୋଇ ଅନ୍ତର୍ଜାତୀୟ ବିମାନବନ୍ଦର (ଏଲ୍ଜିବିଆଇଏ) ଠାରେ ନୂତନ ଟର୍ମିନାଲ୍ର ଉଦ୍ଘାଟନ କରିଛନ୍ତି । ଏହି ପ୍ରକଳ୍ପ ଯୋଜନା ପ୍ରସ୍ତୁତିଠାରୁ କାର୍ଯ୍ୟାନ୍ୱୟନ ପର୍ଯ୍ୟନ୍ତ!-->!-->!-->…
ଦେଶବ୍ୟାପୀ ୪୦୦୦ ଷ୍ଟୋର୍କୁ ସମ୍ପ୍ରସାରଣ କରିଛି ଓଲା ଇଲେକ୍ଟ୍ରିକ
ଭୁବନେଶ୍ୱର : ଭାରତର ସବୁଠାରୁ ବଡ ଇଭି କମ୍ପାନୀ ଓଲା ଇଲେକ୍ଟ୍ରିକ, ଦେଶବ୍ୟାପୀ ୪୦୦୦ ଷ୍ଟୋରକୁ ଏହାର ନେଟ୍ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରିଛି । ଏହି ବିସ୍ତାର ସହିତ ବର୍ତମାନର ନେଟ୍ୱର୍କରେ ୪ ଗୁଣ ବୃଦ୍ଧି ହୋଇଛି । ଦେଶରେ ଇଭିର ପହଂଚ, ଅଭିବୃଦ୍ଧି ଓ ଗ୍ରହଣୀୟତାକୁ…
ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ ୨୦୨୪ାର ନବସୃଜନ ଓ ଉଦ୍ୟୋଗକୁ ପ୍ରୋତ୍ସାହନ
ଭୁବନେଶ୍ୱର: ନବସୃଜନ ଓ ଉଦ୍ୟୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଆଇସି-ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ ବହୁ ପ୍ରତୀକ୍ଷିତ ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ୍-୨୦୨୪ ଡିସେମ୍ବର ୨୧ ତାରିଖରେ ଭୁବନେଶ୍ୱର ଆଇଟିସି ପକ୍ଷରୁ ୱେଲକମ ହୋଟେଲରେ ଆୟୋଜିତ…
ଭିଭିତ୍ସା ୱାର୍ଲ୍ଡ ସ୍କୁଲର ନୂଆ ଲୋଗୋ ଉନ୍ମୋଚିତ, ଉତ୍କର୍ଷତା ଦିଗରେ ଏକ ବଡ଼ ପଦକ୍ଷେପ
ସମ୍ବଲପୁର, ୨୨ ଡିସେମ୍ବର ୨୦୨୪: କ୍ୟୁରିଅସ କବ୍ସ, ଭିଭିତ୍ସା ୱାର୍ଲ୍ଡ ସ୍କୁଲ୍ (ଭିଡବ୍ଲ୍ୟୁଏସ୍)ର ନୂଆ ଲୋଗୋର ଭବ୍ୟ ଉନ୍ମୋଚନ ଘୋଷଣା କରି ବେଶ୍ ଆନନ୍ଦିତ, ଯାହାକି ଶିକ୍ଷା କ୍ଷେତ୍ରରେ ଏହାର ଆଗାମୀ ଉଚ୍ଚାଭିଳାଷୀ ଅଧ୍ୟାୟ । ସମ୍ବଲପୁରରେ ଶିକ୍ଷାର ପୁନଃପରିକଳ୍ପନା ପାଇଁ ନିର୍ମିତ…
ପ୍ରି-ଓନ୍ଡ ମୋଟରସାଇକେଲ ବିଜ୍ନେସ୍ ‘ରିଓନ୍’ର ସମ୍ପ୍ରସାରଣ କରିଛି ରୟାଲ ଏନ୍ଫିଲ୍ଡ
ଭୁବନେଶ୍ୱର: ମିଡ୍ସାଇଜ (୨୫୦ସିସି-୭୫୦ସିସି) ମୋଟରସାଇକେଲ ସେଗ୍ମେଂଟରେ ଗ୍ଲୋବାଲ ଲିଡର, ରୟାଲ ଏନ୍ଫିଲ୍ଡ ପକ୍ଷରୁ ଏହାର ପ୍ରି-ଓନ୍ଡ ମୋଟରସାଇକେଲ ବ୍ୟବସାୟ ‘ରିଓନ୍’ର ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି । ଭାରତର ୨୩୬ଟି ସହରର ଗ୍ରାହକ ଓ ଆର୍ଇ ଉତ୍ସାହୀମାନେ…
ଭୁବନେଶ୍ୱରରେ ରଣନୈତିକ ସମ୍ପ୍ରସାରଣ ସହ ବୀମା କଭରେଜ ବିସ୍ତାର କରିଛି ପିବିପାର୍ଟନର୍ସ
ଭୁବନେଶ୍ୱର : ପଲିସି ବାଜାର ଅଧିନସ୍ଥ ଏକ ବ୍ରାଣ୍ଡ, ପିବିପାର୍ଟନର୍ସ ଏଜେଂଟ ଅଂଶୀଦାରମାନଙ୍କର ଏକ ଶକ୍ତିଶାଳୀ ନେଟୱାର୍କକୁ ଆକର୍ଷିତ କରିଛି, ଯାହା ମୋଟର ବୀମା କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ଆଣିଛି । ଓଡ଼ିଶା ଭଳି ପ୍ରମୁଖ ବଜାର ଏବଂ ଭୁବନେଶ୍ୱର ଭଳି ସହରରେ ରଣନୈତିକ ଭାବେ ବିସ୍ତାର କରି…