Browsing Category
News
ଆସସ ପକ୍ଷରୁ ଭୁବନେଶ୍ୱରରେ ଏକ୍ସକ୍ଲୁସିଭ ଷ୍ଟୋର୍ର ଶୁଭାରମ୍ଭ
ଭୁବନେଶ୍ୱର : ସାରା ଦେଶରେ ବ୍ରାଣ୍ଡର ରିଟେଲ ଉପସ୍ଥିତିକୁ ସୁଦୃଢ଼ କରିବା ଦିଗରେ ଏକ ପଦକ୍ଷେପ ସ୍ୱରୂପ, ତାଇୱାନର ବୈଷୟିକ କମ୍ପାନୀ , ଆସସ ଇଣ୍ଡିଆ ଭୁବନେଶ୍ୱରରେ ଏହାର ନୂତନ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ ଘୋଷଣା କରିଛି। ଏହି ନୂତନ ଏକ୍ସକ୍ଲୁସିଭ୍ ଷ୍ଟୋରଟି ୩୦୦ ବର୍ଗଫୁଟ ଅଂଚଳରେ…
ପୁଣି ବଢିବ ଦିନ ଓ ତାପମାତ୍ରା
ଭୁବନେଶ୍ଵର,୨୭/୦୨:ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ସେହିପରି ସର୍ବନିମ୍ନ ବା ରାତି ତାପମାତ୍ରା ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ!-->…
ନିଖିଳ ଓଡ଼ିଶା ଠିକାଦାର ମହାସଂଘର ଆଜିଠାରୁ ଆମରଣ ଅନଶନ
ଭୁବନେଶ୍ଵର,୨୭/୦୨:ଫେବୃଆରୀ 20 ରୁ ରାଜଧାନୀର ଲୋୟର୍ ପିଏମଜି ରେ ଗଣ ଧାରଣାରେ ବସିଥିବା ନିଖିଳ ଓଡ଼ିଶା ଠିକାଦାର ମହାସଂଘ ଆଜିଠାରୁ ଆମରଣ ଅନଶନରେ ବସିଛନ୍ତି। ରାଜ୍ୟବ୍ୟାପୀ ସରକାରୀ ନିର୍ମାଣ କାର୍ଯ୍ୟ ଠପ୍ ହେବ ବୋଲି ଚେତାବନୀ । ପ୍ରଭାବିତ ହେବ ଆଲୋକ, ପାନୀୟ ଜଳ ବ୍ୟବସ୍ଥା ଓ ସ୍ବେରଜ!-->…
ଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ
ଭୁବନେଶ୍ୱର,୨୭/୦୨:ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଆଚାର୍ଯ୍ୟ ହରିହର ପାର୍କରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ତଥା ଶିକ୍ଷାବିତ ଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତି ଆଜି ଲୋକାର୍ପିତ ହୋଇଯାଇଛି। ଆଜି ଆଚାର୍ଯ୍ୟ ହରିହର ଦାସଙ୍କ!-->…
ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି
କଟକ,୨୭/୦୨:ସମବାୟ ମନ୍ତ୍ରୀ ତଥା ସୁକିନ୍ଦା ବିଧାୟକ ପ୍ରଦୀପ ବଳ ସାମନ୍ତଙ୍କୁ ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି। ପ୍ରଦୀପ ବଳ ସାମନ୍ତଙ୍କ ନିର୍ବାଚନ ବିରୋଧରେ ପରାଜିତ ବିଜେଡି ପ୍ରାର୍ଥୀ ପ୍ରିତିରଞ୍ଜନ ଘଡେ଼ଇ ହାଇକୋର୍ଟରେ ଦାୟର କରିଥିବା ନିର୍ବାଚନୀ ମାମଲା ଖାରଜ। ପ୍ରିତିରଞ୍ଜନଙ୍କ!-->…
ଜବରଦଖଲକାରୀଙ୍କ ଘର ଓ ବ୍ୟବସାୟିକ ପ୍ରତିଷ୍ଠାନ ଭାଙ୍ଗିଲା BMC
ଭୁବନେଶ୍ଵର,୨୭/୦୨:ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ଅଞ୍ଚଳରେ ଆଜି ବଡ଼ ଧରଣର ଉଛେଦ ଅଭିଯାନ। BMC ପକ୍ଷରୁ ଡ୍ରେନ ଉପରେ ଅବରୋଧ କରି ଦଖଲ ରଖାଯାଇଥିବା ଘର ଓ ବ୍ୟବସାୟ ପ୍ରତିଷ୍ଠାନ ଉପରେ ବୁଲଡ୍ରୋଜର ଚାଲିଛି। ଘର ଓ ଦୋକାନ ଭାଙ୍ଗି ଉଛେଦ ପ୍ରକ୍ରିୟା କରାଯାଉଛି। ମେୟର ଓ କମିଶନରଙ୍କ!-->…
ଲୋକଙ୍କ ଜୀବନ ଯିବା ପରେ ଚେତିଲା ବିଏମସି,ଏଣିକି ମନଇଛା ଲଗାଇ ପାରିବେନି ହୋର୍ଡିଂ
ଭୁବନେଶ୍ଵର,୨୭/୦୨:ମହାନଗର ନିଗମ ଅଞ୍ଚଳ ଭିତରେ ଯିଏ ଯେଉଁଠି ବି ହୋଡିଂ ଲଗେଇଲେ ବିଏମସି ଠାରୁ ନେବାକୁ ପଡିବ ଅନୁମତି। ହୋଡିଂ ଲଗାଇବା ଆଗରୁ ଷ୍ଟ୍ରକଚରାଲ ସାର୍ଟିଫିକେଟ ଏବଂ ଥାର୍ଡ ପାର୍ଟି ଇନସ୍ୟୁରାନ୍ସ ବାଧ୍ୟତାମୂଳକ। ନହେଲେ କଟା ହେବ ହୋଡିଂ। ତାଛଡ଼ା ଘରୋଇ ଅନୁଷ୍ଠାନ କିମ୍ବା କୌଣସି!-->…
ରାଜଧାନୀ ଭୁବନେଶ୍ୱରରେ ଦକ୍ଷତା ମହାକୁମ୍ଭ
ଭୁବନେଶ୍ଵର,୨୭/୦୨:ପୂର୍ବ ଭାରତ ରାଜ୍ୟ ଗୁଡ଼ିକର ଯୁବକ ମାନେ ଓଡ଼ିଶା ମାଟିରେ ଦେଖାଇବେ ନିଜର ଦକ୍ଷତା ।ଗୌହାଟୀ , ଗାନ୍ଧିନଗର, ହ୍ରାଇଦ୍ରାବାଦ ପରେ ଏବେ ଓଡ଼ିଶା ପାଳି। ଫେବ୍ରୁଆରୀ 27ରୁ 2 ମାର୍ଚ୍ଚ ଯାଏ 4 ଦିନ ଧରି ରାଜ୍ୟ ରାଜଧାନୀରେ ଆୟୋଜିତ ହେବ ପୂର୍ବ ଭାରତର ଦକ୍ଷତା ମହାକୁମ୍ଭ। 5!-->…
୨୦ ତମ ଭବ୍ୟ ତୋଷାଳୀ ମେଳା ଉଦଯାପିତ
ଭୁବନେଶ୍ୱର,୨୬/୨:୨୦ତମ ଭବ୍ୟ ତୋଷାଳୀ ମେଳାର ଉଦଯାପନୀ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାର ଯୋଗ ଦେଇ କହିଥିଲେ ଯେ, ତୋଷାଳି ମହାକୁମ୍ଭ ବୁଣାକାର ଓ କାରିଗରଙ୍କ ଆର୍ଥିକ ସମୃଦ୍ଧିରେ ସହାୟକ!-->…
ଝାଡଖଣ୍ଡ ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ କଲେ ରାଷ୍ଟ୍ରପତି
ଜାମସେଦପୁର,୨୬/୦୨:ଝାଡଖଣ୍ଡ ଜାମସେଦପୁର ଠାରେ ଶ୍ରୀ ଜଗନ୍ନାଥ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ କେନ୍ଦ୍ରର ଭୂମି ପୂଜନ ଏବଂ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭବ୍ୟ ମନ୍ଦିରର ଶିଳାନ୍ୟାସ କାର୍ଯ୍ୟକ୍ରମ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ କରକମଳରେ ସମ୍ପନ୍ନ ହୋଇଛି । !-->…