Browsing Category

News

ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ “ବିଶ୍ଵକବିତା ଦିବସ ” ଅନୁଷ୍ଠିତ

ଭୁବନେଶ୍ୱର: ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟରେ "ବିଶ୍ଵକବିତା ଦିବସ " ମନୋଜ୍ଞ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆଯୁକ୍ତ ତଥା ବରିଷ୍ଠ କବି

ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭରସିଟି ଏବଂ ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ ଦ୍ବାରା ସର୍ବବୃହତ ମାନବ ଜାତୀୟ ପତାକା ତିଆରି…

ସୋନିପତ, ୨୦ ମାର୍ଚ୍ଚ, ୨୦୨୪: ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ (ଏଫ୍ଏଫ୍ଆଇ) ସହଯୋଗରେ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟି (ଜେଜିୟୁ) ସର୍ବବୃହତ ମାନବ ଜାତୀୟ ପତାକା ତିଆରି କରି ଗିନିଜ୍ ୱାର୍ଲ୍ଡ ରେକର୍ଡ ସ୍ଥାପନ କରିଛି। ଏହି କାର୍ଯ୍ୟକ୍ରମରେ ଜେଜିୟୁର ୭୩୬୮ ଜଣ ଛାତ୍ରଛାତ୍ରୀ ଓ

ଭାରତୀୟ ଜୀବନ ବୀମା ନିଗମ ର ସହାୟତା

ଦିନ ୩ଟା ସମୟରେ ଭାରତୀୟ ଜୀବନ ବୀମା ନିଗମ ତରଫରୁ ସ୍ବୟଂଶାସିତ ସ୍ୱାସ୍ଥ୍ୟ ବିଜ୍ଞାନ ସଂସ୍ଥାକୁ ଏକ ସ୍କୁଲ ବସ୍ ସହାୟତା ଦିଆଯାଇଛି ! ଏହି ସହାୟତା ଏଲଆଇସିର ଗୋଲଡେନ ଜୁବୁଲ୍ଲୀ ଫାଉଂଡେସନ ( ସାମାଜିକ ଦାଇତ୍ୱ ବୋଧ ପ୍ରତିବଦ୍ଧତା ୟୁନିଟ) ତରଫରୁ ଦିଆଯାଇଛି !ସ୍ବୟଂଶାସିତ ସ୍ୱାସ୍ଥ୍ୟ ବିଜ୍ଞାନ

ଆଇଆଇଟି ଭୁବନେଶ୍ୱର ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର : ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଛି ଏବଂ ଏହି ଉପଲକ୍ଷେ ୧୮ ମାର୍ଚ୍ଚ୍ ୨୦୨୪ ରେ ଏକ କାର୍ଯ୍ୟକ୍ରମର ଆୟୋଜନ କରିଥିଲା। ପ୍ରତିଷ୍ଠାନର ମହିଳା କଲ୍ୟାଣ ସମିତି ମହା ସମାରୋହରେ ଏହି କାର୍ଯ୍ୟକ୍ରମର

ଓଡ଼ିଶା ସ୍କିଲ୍ ପ୍ରତିଯୋଗିତାରେ ସୋଆ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କ ପଦକ ହାସଲ

ଭୁବନେଶ୍ୱର, ୧୮/୦୩: ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି । ମାର୍ଚ୍ଚ ୧୨ ରୁ ୧୫ ପର୍ଯ୍ୟନ୍ତ ଏହି

ଆଇଆଇଟି ଭୁବନେଶ୍ୱର ପକ୍ଷରୁ ବାର୍ଷିକ  ଉତ୍ସବ ଆଲମା ଫିଏଷ୍ଟା ଆୟୋଜିତ

ଭୁବନେଶ୍ୱର, ୧୭ ମାର୍ଚ୍ଚ୍ ୨୦୨୪: ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ବାର୍ଷିକ ସାମାଜିକ ଓ ସାଂସ୍କୃତିକ ମହୋତ୍ସବ ଆଲମା ଫିଏଷ୍ଟାର ପଞ୍ଚଦଶ ସଂସ୍କରଣକୁ ୧୫ ରୁ ୧୭ ମାର୍ଚ୍ଚ୍ ୨୦୨୪ ପର୍ଯ୍ୟନ୍ତ ମହାସମାରୋହରେ ପାଳନ କରିଛି। ଏହି ବର୍ଷର ସାମାଜିକ ଥିମ୍ ହେଉଛି

ହାର୍ଭାର୍ଡ-ଇଣ୍ଡିଆର ୪୦ ଜଣିଆ ପ୍ରତିନିଧିମଣ୍ଡଳୀ ଦ୍ଵାରା କିଟ୍‍ ଓ କିସ୍‍ ପରିଦର୍ଶନ

ଭୁବନେଶ୍ୱର,୧୬/୩: ୧୦ ତାରିଖରୁ କିଟ୍‍ ଓ କିସ୍‍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ଇଣ୍ଡିଆ ଟ୍ରେକ୍‍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୪୦ ଜଣିଆ ପ୍ରତିନିଧିମଣ୍ଡଳୀ ଶନିବାର ସମସ୍ତ କାର୍ଯ୍ୟକ୍ରମ ସାରି ଫେରି ଯାଇଛନ୍ତି। ଆଜି ସକାଳେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ

ଓଡିଶା ସରକାରଙ୍କ ପକ୍ଷରୁ ୨୦ଟି କ୍ରୀଡ଼ା ବର୍ଗରେ କ୍ରୀଡ଼ାବିତଙ୍କୁ ୫୬ ଲକ୍ଷ ୯୩ ହଜାର ଟଙ୍କାର ପୁରସ୍କାର ରାଶି

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ୨୬୯ ପଦକ ପାଇଁ  ଅର୍ଥରାଶି ପୁରସ୍କାର ଭୁବନେଶ୍ୱର, ୧୪.୦୩.୨୦୨୪- ଆଜି ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ ତଥା ଅନ୍ତର୍ଜାତୀୟ କ୍ରୀଡ଼ାରେ ପଦକ ହାସଲ କରିଥିବା କ୍ରୀଡ଼ାବିତଙ୍କୁ ଅର୍ଥରାଶି ପୁରସ୍କାରରେ ସମ୍ମାନିତ କରାଯାଇଛି । ଏଥିରେ ୨୬୯

ସମ୍ ହସ୍ପିଟାଲ୍‌ରେ ବିଶ୍ୱ କିଡ୍‌ନୀ ଦିବସ ପାଳିତ

ଭୁବନେଶ୍ୱର, ମାର୍ଚ୍ଚ ୧୪:  କିଡ୍‌ନୀ ଜନିତ ରୋଗର କାରଣ ଓ ନିରାକରଣ ସମେତ ଉପଯୁକ୍ତ ଚିକିତ୍ସା ଓ ଜୀବନଶୈଳୀ ମାଧ୍ୟମରେ କିଭଳି ମଣିଷ ନିଜକୁ ସୁସ୍ଥ ରଖିପାରିବ ସେ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ ପକ୍ଷରୁ ଗୁରୁବାର ଆୟୋଜିତ ବିଶ୍ୱ କିଡ୍‌ନୀ ଦିବସ

କିମ୍‌ସରେ ବିଶ୍ୱ କିଡ଼ନୀ ଦିବସ ପାଳିତ

ଭୁବନେଶ୍ୱର,୧୪ା୩: କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡିକାଲ ସାଇନ୍‍ସେସ୍‍ (କିମ୍‍ସ) ପକ୍ଷରୁ ଆଜି ବିଶ୍ୱ କିଡନୀ ଦିବସ ପାଳିତ ହୋଇଯାଇଛି । କିଡନୀ ରୋଗ ଉପରେରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ କିମ୍‍ସ ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ଆଜି ସକାଳେ ଅନୁଷ୍ଠିତ