Browsing Category
News
ଏମ୍ସ ଭୁବନେଶ୍ୱର କାଏଜ୍ମା-୨୦୨୪କୁ ଉଦ୍ଘାଟନ କଲେ ମାନ୍ୟବର ରାଜ୍ୟପାଳ ଶ୍ରୀଯୁକ୍ତ ରଘୁବର ଦାସ
• ଦେଶର ବିଭିନ୍ନ ଖ୍ୟାତିସମ୍ପନ୍ନ ଶିକ୍ଷାନୁଷ୍ଠାନରୁ ପ୍ରାୟ ୪ହଜାରରୁ ଊର୍ଧ୍ବ ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ• ଲୋକପ୍ରିୟ ବଲିଉଡ୍ ପ୍ଲେବ୍ୟାକ୍ ସିଙ୍ଗର୍ ମୋହିତ ଚୌହାନ୍ଙ୍କ, ପ୍ରସିଦ୍ଧ ହାସ୍ୟ କଳାକାର ଅଭିଷେକ ଉପମନ୍ୟୁଙ୍କ ପ୍ରଦର୍ଶନରେ ଝୁମିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର,!-->!-->!-->…
ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୋଲିସ ହେଲା ସୁସଜ୍ଜିତ
କଟକ : ଆଜି ସନ୍ଧ୍ୟାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଡଙ୍ଗୀ କଟକସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ୨୮୫ ଟି ନୂତନ ଯାନ (୭୧ଟି ବୋଲେରୋ, ୯୪ଟି ମଟର ସାଇକେଲ ଏବଂ ୧୨୦ଟି ସ୍କୁଟି) ସାଧାରଣ ଜନତାଙ୍କୁ ଉପଯୁକ୍ତ ସେବା ପ୍ରଦାନ କରିବା ଉଦ୍ଦେଶ୍ୟରେ ଲୋକାର୍ପଣ!-->…
ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ ଭାରତରେ ପ୍ରଥମ ବ୍ୟାପକ ପଶୁ ଉଦ୍ଧାର, ଯତ୍ନ, ସଂରକ୍ଷଣ ଓ ଥଇଥାନ କାର୍ଯ୍ୟକ୍ରମ…
ଜାମନଗର : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଓ ରିଲାଏନ୍ସ ଫାଉଣ୍ଡେସନ ପକ୍ଷରୁ 'ବନ୍ତାରା' (ଜଙ୍ଗଲର ତାରା) କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ଯେଉଁଥିରେ ଉଭୟ ଭାରତ ଓ ବିଦେଶରେ ଆହତ, ଉତ୍ପୀଡ଼ନର ଶିକାର ଏବଂ ଭୟରେ ଥିବା ପଶୁମାନଙ୍କୁ ଉଦ୍ଧାର, ଚିକିତ୍ସା, ଯତ୍ନ ଓ ଥଇଥାନ ବ୍ୟବସ୍ଥା କରାଯାଇଛି ।!-->…
ଇଲେକ୍ଟ୍ରିକ୍ ଯାନ ଓ ସୌର ଶକ୍ତି ମାଧ୍ୟମରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅନୁଗୁଳରେ ‘ଗୋ ଗ୍ରୀନ୍’…
ଅନୁଗୁଳ, ୨୬/୦୨/ ୨୦୨୪ - ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପକାଇବା ଏବଂ ନେଟ୍ ଜିରୋ ଲକ୍ଷ ହାସଲ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ ଭାବରେ ଭାରତୀୟ ଅଗ୍ରଣୀ ଇସ୍ପାତ ଉତ୍ପାଦକ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ଏହାର ଅନୁଗୁଳ ଇସ୍ପାତ କାରଖାନରେ ୧୦ ଟି ଇଲେକ୍ଟ୍ରିକ!-->…
ସୋଆରେ ନର୍ସିଂ କ୍ଷେତ୍ରରେ ଗବେଷଣା ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜିତ
ଭୁବନେଶ୍ୱର, ୨୪/୦୨: ନର୍ସିଂ କ୍ଷେତ୍ରକୁ ପରିବ୍ୟାପ୍ତ କରିବା ନିମନ୍ତେ ଅଧିକ ଗବେଷଣାର ଆବଶ୍ୟକତା ରହିଛି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଗବେଷଣା ଅଧିକ ଗୁରୁତ୍ୱ ରଖୁଥିବା ବେଳେ ନର୍ସିଂ ଶିକ୍ଷା ଗ୍ରହଣ କରୁଥିବା ଏବଂ ଏ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିବିଶେଷ ନୂତନ ଗବେଷଣାରେ ମନୋନିବେଶ!-->…
ଏମ୍ସ ଭୁବନେଶ୍ବରରେ ପ୍ରଥମ ଥର ପାଇଁ ମୃତକଙ୍କ ଶରୀରରୁ ଅଙ୍ଗ ପୁନରୁଦ୍ଧାର
ଅନ୍ୟ ଜୀବନ ବଞ୍ଚାଇବାକୁ ଯାଇ ଅମର ହୋଇଗଲେ ୧୪ ବର୍ଷୀୟ ନବମ ଶ୍ରେଣୀ ଛାତ୍ରୀ, ଯକୃତ ଦାନ କଲେ
ଗ୍ରୀନ୍ କରିଡର୍ରେ ଆଇଏଲ୍ବିଏସ ନୂଆଦିଲ୍ଲୀକୁ ଗଲା ଯକୃତ
ଭୁବନେଶ୍ବର, ୨୩/୦୨/୨୦୨୪: ପ୍ରତିରୋପଣ ସେବା କ୍ଷେତ୍ରରେ ନିଜର ପାରଦର୍ଶିତାକୁ ବଜାୟ ରଖିବା ସହିତ ମୃତକଙ୍କ ଶରୀରରୁ ଅଙ୍ଗ!-->!-->!-->…
ସ୍ଵାବଲମ୍ବୀ କାରିଗରଙ୍କ ପ୍ରାପ୍ୟ ୬,୫୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ବର, ୨୧.୦୨.୨୪: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ!-->…
ସ୍ଵୟମ୍’ ଯୋଜନାକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ବୁଝାମଣା ପତ୍ର ସ୍ଵାକ୍ଷରିତ
ରାଜ୍ୟର ଯୁବଗୋଷ୍ଠୀଙ୍କୁ ସ୍ଵତନ୍ତ୍ର ଯୁବ ଉଦ୍ୟମୀରେ ପରିଣତ କରିବା ପାଇଁ ଓଡିଶା ରାଜ୍ୟ ସରକାରଙ୍କ ଦ୍ଵାରା ଆରମ୍ଭ ହୋଇଥିବା ‘ସ୍ଵୟମ୍’ ଯୋଜନାକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ରାଜ୍ୟ ସରକାର ଓ କ୍ରେଡିଟ୍ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ ଫର ମାଇକ୍ରୋ ଆଣ୍ଡ ସ୍ମଲ୍ ଏଣ୍ଟରପ୍ରାଇଜେସ୍!-->…
ମାନ୍ୟବର ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି…
ଭୁବନେଶ୍ୱର: ଚଳିତ ଫେବୃୟାରୀ ୨୮ ରୁ ଆଗାମୀ ମାର୍ଚ୍ଚ ୨ ତାରିଖ ମଧ୍ୟରେ ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡିଶା ଗସ୍ତ ଓ ମୟୂରଭଂଜ, କେନ୍ଦୁଝର, ବ୍ରହ୍ମପୁର, ଭୁବନେଶ୍ୱର,କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ଆଜି!-->…
ସୋଆରେ ଜୀବାଣୁ, ଟୀକା ଓ ପ୍ରତିରୋଧକ ଶକ୍ତି ସମ୍ପର୍କିତ ଆନ୍ତର୍ଜାତିକ ଆଲୋଚନାଚକ୍ର ଆୟୋଜିତ
ଭୁବନେଶ୍ୱର, ୨୦/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମଲ୍ ହଜ୍ବ୍ୟାଣ୍ଡରୀ (ଆଇଭିଏସଏଏଚ୍)ରେ ଏକ ତିନି ଦିନିଆ ଆନ୍ତର୍ଜାତିକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।
ଏହି ଆଲୋଚନାଚକ୍ରରେ ଭାରତ ଓ ବିଦେଶରୁ ପ୍ରାୟ ୬୯ ଜଣ!-->!-->!-->…