Browsing Category

News

ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଘାଟିତ, ଏକାଠି ହେଲେ ଓଡ଼ିଆ ଭାଷାବିତ

ଭୁବନେଶ୍ବର, ୩.୨.୨୪ : ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ଓଡିଆ ଭାଷାର ମହୋତ୍ସବ। ଓଡିଆ ଭାଷାର ଉଲ୍ଲାସର ପର୍ବ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି।

ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ…

ଭୁବନେଶ୍ୱର - ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଧର୍ମପଦ ପୁରସ୍କାର ପାଇଥିବା ବରିଷ୍ଠ ଶିଳ୍ପୀମାନଙ୍କର କଳାକୃତିକୁ ନେଇ ଏକ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ସ୍ଥାନୀୟ ନୀଳାଦ୍ରୀ

ଡିଭାଇନ ନଗରରେ ରାସ୍ତାକାମ ନିମନ୍ତେ ଭିତ୍ତିପ୍ରସ୍ତର

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଝାରପଡା ୩୨ ନମ୍ବର ୱାର୍ଡ ଅନ୍ତର୍ଗତ ଡିଭାଇନ ନଗରରେ ରାସ୍ତାକାମ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । କର୍ପୋରେଟର ଶ୍ରୀ ଶ୍ରୀଧର ଜେନା ଏହି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିରେ ସ୍ଥାନୀୟ ଅଧିବାସୀ ସାମିଲ ହେବା ସହ ଶ୍ରୀ

ରାଜ୍ୟ ଯୋଜନାରେ ପାନବରଜ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ

ରାଜ୍ୟ ସରକାରଙ୍କ ନିଷ୍ପତି ଅନୁସାରେ ରାଜ୍ୟର ପାନ ବରଜ ଚାଷୀଙ୍କ ବର୍ତ୍ତମାନର ପାନ ବରଜର ପରିଚାଳନା ପାଇଁ ପ୍ରତି ୟୁନିଟ ପିଛା ୨୫୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି। ଏହି ସହାୟତା ରାଶି ପ୍ରତି ଚାଷୀଙ୍କୁ ଦୁଇଟି ୟୁନିଟ ପାଇଁ ପ୍ରଦାନ କରାଯାଉଛି। ଏଥି ସହିତ ନୂତନ ପାନବରଜ ନିର୍ମାଣ

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସୋଆରେ ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ…

ଭୁବନେଶ୍ୱର, ୨ ଫେବୃଆରି: ଆସନ୍ତା ଫେବୃଆରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିଭର୍ସିଟି ପକ୍ଷରୁ ରବିବାର ଏବଂ ସୋମବାର ଦୁଇ ଦିନ ଧରି ଓଡ଼ିଆ ଭାଷା, ସାହିତ୍ୟ ଓ

ଓଡ଼ିଶା ଲଳିତ କଳା ଏକାଡେମୀରେ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟନ

ଭୁବନେଶ୍ୱର, ୦୨.୦୨.୨୦୨୪ - ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ଧର୍ମପଦ ପୁରସ୍କାର ପାଇଥିବା ବରିଷ୍ଠ ଶିଳ୍ପୀମାନଙ୍କର କଳାକୃତିକୁ ନେଇ ଏକ ସମସାମୟିକ ଚିତ୍ରକଳା ପ୍ରଦର୍ଶନୀ ସ୍ଥାନୀୟ ନୀଳାଦ୍ରୀ

ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ନର୍ସମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର , ୦୨/ ୦୨ : ନର୍ସମାନେ ତ୍ୟାଗ ଓ ସେବାର ପ୍ରତୀକ । ତାଙ୍କ ଉପରେ ମଣିଷର ଜୀବନ ନିର୍ଭର କରେ । ତେଣୁ ସେମାନେ ଯତ୍ନର ସହ ରୋଗୀ ସେବା କରିବା ଜରୁରୀ । ଡାକ୍ତର ଓ ନର୍ସ ଗୋଟିଏ ମୁଦ୍ରା ର ଦୁଇଟି ପାଶ୍ୱର୍ ସଦୃଶ ବୋଲି ଓଡିଶା ନର୍ସିଂ ନିର୍ଦ୍ଦେଶକ ଡାକ୍ତର ରାମଚନ୍ଦ୍ର ରାଉତ

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନ୍ତରାଳେ ୪ରୁ କିଟରେ ଓଡ଼ିଆ କବି ସମ୍ମିଳନୀ

ଭୁବନେଶ୍ୱର, ୧ । ୨: ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥି ପାଇଁ ସାରା ରାଜ୍ୟ ଉତ୍ସବ ମୁଖରିତ। ବିଶ୍ୱର କୋଣ ଅନୁକୋଣରେ ଥିବା ସମସ୍ତ ଓଡ଼ିଆଙ୍କ ମଧ୍ୟରେ ଏହା ଅଭୂତପୂର୍ବ ଉତ୍ସାହ ସୃଷ୍ଟି କରିଛି। ଏହି ସମ୍ମିଳନୀ

‘ପାଣି ପଞ୍ଚାୟତରେ ଅନ୍ତର୍ଭୁକ୍ତିକରଣ ଓ ସମାନତା ସୁନିଶ୍ଚିତ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଜଳସମ୍ପଦ ବିଭାଗ ପକ୍ଷରୁ 'ପାଣିପଞ୍ଚାୟତରେ ଅନ୍ତର୍ଭୁକ୍ତିକରଣ ଓ ସମାନତା ସୁନିଶ୍ଚିତ’ କରିବା ଶୀର୍ଷକ ଏକ ଆଲୋଚନା ଚକ୍ର ଗତକାଲି ମଙ୍ଗଳବାର ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୪ର ପାଳନ ପରିପ୍ରେକ୍ଷୀରେ ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟର ଠାରେ

ଭୁବନେଶ୍ୱର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କ୍ଷିପ୍ର ଲେଖକ ଗୌର ଚନ୍ଦ୍ର ମହାପାତ୍ରଙ୍କ ଅବସର…

ଭୁବନେଶ୍ୱର: ଶ୍ରୀ ଗୌରଚନ୍ଦ୍ର ମହାପାତ୍ର ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ କ୍ଷିପ୍ର ଲେଖକ ଭାବେ ଦୀର୍ଘ ୩୭ ବର୍ଷ କାର୍ଯ୍ୟ କରି ଆଜି ଅବସର ଗ୍ରହଣ କରିଛନ୍ତି । ଶ୍ରୀ ମହାପାତ୍ର ୧୯୮୬ ରୁ ୧୯୯୦ ପର୍ଯ୍ୟନ୍ତ ଗଜପତି ସୂଚନା ଓ ଲୋକ ସମ୍ପର୍କ ଜିଲ୍ଲାରେ କାର୍ଯ୍ୟରତ ଥିଲେ।