Browsing Category

News

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରର ମୁଖ୍ୟ ପଠନ ଗୃହରେ ନାଟକ “ବକ୍ସି ଜଗବନ୍ଧୁ” ମଞ୍ଚସ୍ଥ ହୋଇଛି

ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ସମଗ୍ର ରାଜ୍ୟରେ ଏକ ଉତ୍ସାହର ବାତାବରଣ ସୃଷ୍ଟି ହୋଇଛି । ରାଜ୍ୟର ଶିକ୍ଷାନୁଷ୍ଠାନ ଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ କଳା, ସଂସ୍କୃତି ଓ ଐତିହ୍ୟକୁ ନେଇ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏଥିରେ ସବୁ

ରିଲାଏନ୍ସ ଫାଉଣ୍ଡେସନ୍‌ର କ୍ରୀଡ଼ାବିତ୍ ଖେଲୋ ଇଣ୍ଡିଆ ୟୁଥ୍ ଗେମ୍‌ସ ୨୦୨୪ରେ ଜିତିଲେ ୬ ପଦକ

ଭୁବନେଶ୍ୱର: ତାମିଲନାଡୁରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍ ଗେମ୍‌ସ ୨୦୨୪ରେ ରିଲାଏନ୍ସ ଫାଉଣ୍ଡେସନର ଯୁବ କ୍ରୀଡ଼ାବିତମାନେ ଦୌଡ଼କୁଦ କ୍ରୀଡ଼ାରେ ୩ଟି ସ୍ୱର୍ଣ୍ଣ, ୨ଟି ରୌପ୍ୟ, ଗୋଟିଏ କାଂସ୍ୟ ଏବଂ ବାଳକ ଇଭେଣ୍ଟ ଚମ୍ପିଆନସିପରେ ଗୋଟିଏ ରୌପ୍ୟ ପଦକ ସମେତ ୬ଟି ପଦକ ଜିତି ଇତିହାସ ସୃଷ୍ଟି

ପ୍ରଫେସର ବୃନ୍ଦାବନ ଚନ୍ଦ୍ର ଆଚାର୍ଯ୍ୟଙ୍କ ୨୫ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଭୁବନେଶ୍ଵର: ଓଡିଶାର ଖ୍ୟାତନାମା ପ୍ରାବନ୍ଧିକ ଓ ସମାଲୋଚକ ତଥା ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପ୍ରାକ୍ତନ ଓଡ଼ିଆ ପ୍ରଫେସର ବୃନ୍ଦାବନ ଚନ୍ଦ୍ର ଆଚାର୍ଯ୍ୟଙ୍କ ୨୫ତମ ଶ୍ରାଦ୍ଧ ବାର୍ଷିକୀ ଭୁବନେଶ୍ଵର ସ୍ଥିତ ଓ. ଏ. ଏସ. ଆସୋସିଏସନ ସଭାଗୃହ ରେ ପାଳିତ ହୋଇଯାଇଅଛି । ଏଥିରେ ବର୍ଷୀୟାନ୍

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ : ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆୟୋଜିତ ହେବ ଆଲୋଚନା ଚକ୍ର

ଭୁବନେଶ୍ୱର-ତା.୨୮.୦୧.୨୦୨୪- ପ୍ରତ୍ୟେକ ଓଡ଼ିଆ ଜାତି ଆଜି ଗର୍ବିତ କାରଣ, ସମଗ୍ର ଭାରତ ବର୍ଷରେ ଭାଷାଭିତ୍ତିକ ରାଜ୍ୟମାନଙ୍କର ମଧ୍ୟରେ ଆମ ରାଜ୍ୟ ହେଉଛି ପ୍ରଥମ ଓ ଏହା ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତ । ଆମ ମାତୃଭାଷାର ପ୍ରଚାର, ପ୍ରସାର ଓ ବିକାଶ ପାଇଁ ଆମ ଭାଷାକୁ ସାରା ବିଶ୍ୱର କୋଣ

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବୈଷୟିକ ଶିକ୍ଷା ଓ ତାଲିମ ପ୍ରତି ଛାତ୍ରୀମାନଙ୍କ ଭିତରେ ଉତ୍ସାହ

ଭୁବନେଶ୍ୱର, ୨୮ ଜାନୁଆରି ୨୦୨୪: ‘‘ବୈଷୟିକ ଶିକ୍ଷା ବିଷୟରେ ମୋ’ ପରିବାର ଲୋକଙ୍କର ବିଶେଷ ଧାରଣା ନଥିଲା। ତେଣୁ ସେମାନେ ମତେ ଅନ୍ୟ କ୍ଷେତ୍ରରେ କ୍ୟାରିୟର କରିବାକୁ ପରାମର୍ଶ ଦେଉଥିଲେ। ତେବେ ସବୁ ପ୍ରତିବନ୍ଧକକୁ ହଟାଇ ମୁଁ ଟିଟିଆଇ ତକତପୁରରେ ତାଲିମ ଶେଷ କରିବା ପରେ ବିଶ୍ୱ ଦକ୍ଷତା

କିଟ୍ ଓ କିସ୍ ପକ୍ଷରୁ ଆୟୋଜିତ ପାଟଥନରେ ଶାଢ଼ି ପିନ୍ଧି ଦୌଡ଼ିଲେ ୫ ହଜାର ମହିଳା

ଭୁବନେଶ୍ୱର, ୨୮ ।୧: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପ୍ରୋତ୍ସାହନରେ ପ୍ରତିବର୍ଷ ଓଡ଼ିଶାର ସମସ୍ତ ଜିଲ୍ଲା ତଥା ଭାରତର ବିଭିନ୍ନ ସହରରେ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟରେ ମିନି ମାରାଥନ ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ମଧ୍ୟ ଓଡ଼ିଶାର ୫୫ଟି ସ୍ଥାନରେ ଏହି ମାରାଥନ

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ପରେ ଏବେ ମା ସମଲେଶ୍ବରୀଙ୍କ ପୀଠ ଲୋକାର୍ପିତ

୨୦୦ କୋଟି ବିନିଯୋଗରେ ପ୍ରାୟ ୪୦ ଏକର ପ୍ରକଳ୍ପ ଅଞ୍ଚଳର ରୂପାନ୍ତର ପ୍ରକଳ୍ପର ଶିଳ୍ପୀ ଓ କାରିଗର ମାନଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ ଏକ କିଲୋମିଟର ଦୀର୍ଘ ପରିକ୍ରମାର ସୁଯୋଗ, ୪ଟି ପ୍ରବେଶ ଦ୍ୱାର, ପୂଜକ ବିଶ୍ରାମାଗାର, ଦୀପ ଘର, ପୁଷ୍କରିଣୀର ସୌନ୍ଦର୍ଯ୍ୟ କରଣ, ମହାନଦୀ ଘାଟର

ସମ୍ମମ୍ ସର୍ଜନଙ୍କ ସଫଳ ଚିକିତ୍ସା, ଲାରିଙ୍ଗୋମାଲାସିଆରେ ପୀଡ଼ିତ ଶିଶୁ ସୁସ୍ଥ ହେଲା

ଭୁବନେଶ୍ୱର, ଜାନୁଆରୀ ୨୭ : ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍‌)ର ସର୍ଜନମାନେ ଲାରିଙ୍ଗୋମାଲାସିଆରେ ପୀଡ଼ିତ ଏକ ଶିଶୁକୁ ସଫଳତାର ସହ ଚିକିତ୍ସା କରିଛନ୍ତି । ଶିଶୁଟି ଜନ୍ମରୁ ଲାରିଙ୍ଗୋମାଲାସିଆ ରୋଗରେ ପୀଡ଼ିତ ହୋଇ କଷ୍ଟ ପାଉଥିଲା ।ଏଭଳି ରୋଗରେ ପୀଡ଼ିତ ଚାରି ମାସ ଶିଶୁର ଛାତି ଓ ବେକ ସହିତ

ଏମ୍ସ ଭୁବନେଶ୍ୱରରେ ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ୟରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, ୨୭/୦୧/୨୦୨୪: ଦେଶପ୍ରେମର ଅନନ୍ୟ ବାତାବରଣ ମଧ୍ଯରେ ଏମ୍ସ ଭୁବନେଶ୍ୱରରେ ୭୫ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ଵାସ ଅମୃତ କାଳର ଏହି ଅବିସ୍ମରଣୀୟ ମୂହୁର୍ତ୍ତରେ ଜାତୀୟ ପତାକା

୫ଜି ନବସୃଜନକୁ ଆଗକୁ ବଢ଼ାଇବା ପାଇଁ ରିଲାଏନ୍ସ ଜିଓ ଓ ୱାନପ୍ଲସ୍ ଇଣ୍ଡିଆ ମଧ୍ୟରେ ସହଭାଗିତା

ଭୁବନେଶ୍ୱର: ଭାରତର ସର୍ବବୃହତ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନି ରିଲାଏନ୍ସ ଜିଓ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳର ଅଗ୍ରଣୀ କମ୍ପାନୀ ୱାନ୍‌ପ୍ଲସ୍ ଭାରତରେ ୫ଜି ପ୍ରଯୁକ୍ତିର ସମ୍ପୂର୍ଣ୍ଣ ସମ୍ଭାବନାକୁ ଉନ୍ମୁକ୍ତ କରିବା ପାଇଁ ଅତ୍ୟାଧୁନିକ ୫ଜି ଇନୋଭେସନ ଲ୍ୟାବ୍ ପ୍ରତିଷ୍ଠା କରିବାକୁ