Browsing Category
News
ରାଜସ୍ଥାନ ୱାରିୟର୍ସ ବିରୋଧରେ ତେଲୁଗୁ ୟୋଦ୍ଧାସର ବଡ ବିଜୟ
କଟକ,୨୭ ଡିସେମ୍ବର, ୨୦୨୩: ଆଜି ଅଲ୍ଟିମେଟ୍ ଖୋ ଖୋର ସିଜନ ୨ର ତେଲୁଗୁ ୟୋଦ୍ଧାସ୍ ଚମତ୍କାର ପ୍ରଦର୍ଶନ ସହ ନିଜର ୨ୟ ବିଜୟ ପଞ୍ଜୀକୃତ କରିଛି । ଆଜି (ବୁଧବାର) ୪ର୍ଥ ଦିନରେ କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ୧ମ ମ୍ୟାଚ୍ରେ ତେଲୁଗୁ ୟୋଦ୍ଧାସ୍ ୩୮-୨୮ ପଏଂଟ୍ରେ ରାଜସ୍ଥାନ!-->…
କିଟରେ ଭାରତୀୟ ଅର୍ଥନୀତି ସଂଘର ୧୦୬ତମ ସମ୍ମିଳନୀ ଉଦ୍ଘାଟିତ
ଭୁବନେଶ୍ୱର, ୨୭/୧୨: କିଟ୍ ରେ ଭାରତୀୟ ଅର୍ଥନୀତି ସଂଘର ୧୦୬ତମ ସମ୍ମିଳନୀ ବୁଧବାର ଉଦ୍ଘାଟିତ ହୋଇଯାଇଛି। କିଟ୍ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଯୋଜନା ଆୟୋଗର ପ୍ରାକ୍ତନ ଉପାଧ୍ୟକ୍ଷ ଡ. ମଣ୍ଟେକ ସିଂହ ଆଲୁୱାଲିଆ କହିଲେ,!-->…
୫T ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ଭଦ୍ରକ ଗସ୍ତ, ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା
ଭୁବନେଶ୍ବର, ୨୭.୧୨.୨୦୨୩ : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଭଦ୍ରକ ଜିଲ୍ଲା ଗସ୍ତକରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବା ସହିତ ଜନସାଧାରଣଙ୍କ ସହିତ ଆଲୋଚନା!-->…
କ୍ୱାଞ୍ଜା ସେଲିବ୍ରେସନ୍ ୨୦୨୩ରେ ପ୍ରଦର୍ଶନ କରିବେ ବଲିଉଡ୍ ଗାୟକ ଜାଡେନ ଓ ଟ୍ୱିନ୍ ଷ୍ଟ୍ରିଙ୍ଗ୍ସ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରବାସୀ ପୁରୁଣା ବର୍ଷକୁ ବିଦାୟ ଦେବା ଏବଂ ନୂଆବର୍ଷକୁ ସ୍ୱାଗତ କରିବା ଲାଗି ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି । ବଲିଉଡର ବିଶିଷ୍ଠ କଳାକାରମାନଙ୍କ ସଙ୍ଗୀତକୁ ସିଧାସଳଖ ଶୁଣି ଉତ୍ସବର ଖୁସିକୁ ବହୁଗୁଣିତ କରିବାକୁ ଲୋକମାନଙ୍କ ଭିତରେ ପ୍ରବଳ ଉତ୍ସାହ ରହିଛି ।!-->…
ଓରମାସ ଶିଶିର ସରସ ଏଥର ବରମୁଣ୍ଡା ପଡ଼ିଆରେ ଜାନୁଆରି ୬ ରୁ ୧୫
ଭୁବନେଶ୍ୱର : ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓରମାସ ଦ୍ୱାରା ଆସନ୍ତା ଜାନୁଆରି ମାସରେ ଆୟୋଜନ ହେବାକୁ ଥିବା ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମସଲାର ମେଳା ଶିଶିର ସରସ-2024ରେ, ସମସ୍ତ ସହଯୋଗୀ ବିଭାଗ ଏବଂ ସଂସ୍ଥା ପୂର୍ବ ବର୍ଷ ଭଳି ଏଥର ମଧ୍ୟ ମେଳାକୁ ସଫଳ!-->…
‘ତୋଷାଳି’ ଜାତୀୟ ହସ୍ତଶିଳ୍ପ ମେଳାରୁ ୩୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ
ଭୁବନେଶ୍ୱର, ୨୬ ଡିସେମ୍ବର ୨୦୨୩: ଭୁବନେଶ୍ୱର ଜନତା ମଇଦାନରେ ଚାଲିଥିବା ୧୮ତମ ‘ତୋଷାଳି’ ଜାତୀୟ ହସ୍ତଶିଳ୍ପ ମେଳା ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ଡିସେମ୍ବର ୧୫ରୁ ଆରମ୍ଭ ହୋଇଥିବା ଏହି ଜାତୀୟ ସ୍ତରୀୟ ମେଳାରେ ୩୦ କୋଟିରୁ ଅଧିକ ଟଙ୍କାର ବ୍ୟବସାୟ ହୋଇଥିବା ଆକଳନ କରାଯାଇଛି। ଶେଷ!-->…
ସୋଆ କ୍ୟାମ୍ପସ-୨ ନିକଟରେ କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍ଘାଟିତ
ଭୁବନେଶ୍ୱର, ଡିସେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କ୍ୟାମ୍ପସ୍ -୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍ଘାଟିତ ହୋଇଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ଫାଣ୍ଡିର ଉଦ୍ଘାଟନ କରିଥିବା!-->…
ରାଉରକେଲାରୁ କୋଲକତାକୁ ଆରମ୍ଭ ହେବ ବିମାନ ସେବା, ମାତ୍ର ଦେଢ଼ ଘଣ୍ଟାରେ ଯାତ୍ରୀ ପହଞ୍ଚିବେ
ରାଜ୍ୟ ସରକାରଙ୍କ ସହଯୋଗରେ ଆରମ୍ଭମାତ୍ର ଦେଢ ଘଣ୍ଟାରେ ଯାତ୍ରା ସମ୍ଭବ ହେବଆଲାଏନ୍ସ ଏୟାର ସହଯୋଗରେ ସପ୍ତାହରେ ୩ ଦିନ ଉଡିବ ବିମାନଶିଳ୍ପ ଓ ପର୍ଯ୍ୟଟନର ଅଭିବୃଦ୍ଧି ହେବ
ଭୁବନେଶ୍ବର, ତା.୨୬.୧୨.୨୦୨୩ : ପ୍ରଥମଥର ପାଇଁ ରାଉରକେଲାରୁ କୋଲକତା ବିମାନ ସେବା ଆରମ୍ଭ ହେବାକୁ ଯାଉଛି।!-->!-->!-->…
ସମ୍ ଅଲ୍ଟିମେଟ୍ କ୍ରୀଡା ‘ସମ୍ମମନ୍ୱୟ-୨୦୨୩’ ଉଦ୍ଯାପିତ
ଭୁବନେଶ୍ୱର, ୨୬/୧୨: ସମ୍ ଅଲ୍ଟିମେଟ୍ ମେଡିକେୟାରର ପ୍ରଥମ ସ୍ପୋର୍ଟ ମିଟ୍ ‘ସମ୍ମନ୍ୱୟ- ୨୦୨୩’ ବଡ଼ଦିନ ଅବସରରେ ସୋମବାର ଉଦ୍ଯାପିତ ହୋଇଥିବା ବେଳେ ଏହି ସ୍ପୋର୍ଟ୍ସ ମିଟ୍ରେ ଭାଗ ନେଇଥିବା ୧୦ଟି ଟିମ୍ ମଧ୍ୟରୁ ‘ନେବୁଲା ନୋମାଡ୍ସ’ ଟିମ୍ ଚାମ୍ପିଅନ୍ ହୋଇଛି । ‘ସମ୍ମମନ୍ୱୟ -୨୦୨୩’ର!-->…
ଏମ୍ସ ଭୁବନେଶ୍ୱର ପ୍ରତିଷ୍ଠାତା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି
• ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ୯୯ତମ ଜନ୍ମ ବାର୍ଷିକୀରେ ତାଙ୍କର କିର୍ତ୍ତୀମାନର ଗୁଣଗାନ
ଭୁବନେଶ୍ୱର, ୨୬/୧୨/୨୦୨୩: ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ରାଜନେତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୯୯ତମ ଜନ୍ମବାର୍ଷିକୀ ଅବସରରେ ଏମ୍ସ!-->!-->!-->…