Browsing Category
News
ଓଡ଼ିଶା ଟେଲିକମ ବଜାରରେ ଜିଓର ଜୟଯାତ୍ରା ଜାରି, ଏକମାତ୍ର ଅପରେଟର ଭାବେ ସେପ୍ଟେମ୍ବରରେ ଯୋଡ଼ିଲା ନୂଆ ଗ୍ରାହକ: ଟ୍ରାଇ…
ଭୁବନେଶ୍ୱର, ୨୦ ଡିସେମ୍ବର ୨୦୨୩: ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ଆଜି ପ୍ରକାଶିତ ସଦ୍ୟତମ ଟେଲିକମ୍ ଉପଭୋକ୍ତା ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓ ୨୦୨୩ ସେପ୍ଟେମ୍ବର ମାସରେ ସର୍ବାଧିକ ସଂଖ୍ୟକ ନୂତନ ମୋବାଇଲ୍ ଗ୍ରାହକ ଯୋଡ଼ିଛି । ରାଜ୍ୟରେ ସେପ୍ଟେମ୍ବର ମାସରେ ନୂତନ!-->…
ଜାନୁଆରୀ ୨୮ରୁ ସୋଆରେ ଆୟୋଜିତ ହେବ ଆନ୍ତର୍ଜାତିକ ଚେସ୍ ଉତ୍ସବ
ଭୁବନେଶ୍ୱର, ଡିସେମ୍ବର ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆସନ୍ତା ଜାନୁଆରୀ ୨୮ ରୁ ଫେବୃଆରୀ ୪, ୨୦୨୪ ପର୍ଯ୍ୟନ୍ତ ପ୍ରଥମ ସୋଆ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଭୁବନେଶ୍ୱର ସ୍ଥିତ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଆୟୋଜିତ ହେବ । ସୋଆ, ଇନ୍ଟରନ୍ୟାସ୍ନାଲ ଚେସ!-->…
ଓଡ଼ିଶାର ଯୁବପିଢ଼ିଙ୍କ କ୍ୟାରିୟର ସ୍ୱପ୍ନ ପୂରଣରେ ଅଗ୍ରଦୁତ ସାଜିଛି ବିଶ୍ୱ ଦକ୍ଷତା କେନ୍ଦ୍ର
ଭୁବନେଶ୍ୱର, ୧୯ ଡିସେମ୍ବର ୨୦୨୩: ‘‘ବିଦେଶରେ ଏକ ପ୍ରତିଷ୍ଠିତ କମ୍ପାନିରେ ଚାକିରି କରିବା ମୋ’ ପାଇଁ ସ୍ୱପ୍ନ ଥିଲା। ହେଲେ ତାହା ଆଜି ସତ ହୋଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ତାଲିମ ନେବା ଫଳରେ ମୁଁ ଦୁବାଇର ଏମରିଲ୍ କମ୍ପାନିରେ ନିଯୁକ୍ତି ପାଇଛି। ଏହି ସଫଳତା ମୋ’ ଜୀବନକୁ!-->…
ଧାମନଗରର ସଂଖ୍ୟାଲଘୁ ଧାର୍ମିକ ସ୍ଥଳ ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, ୧୮.୧୨.୨୦୨୩ : ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ.!-->…
ବାଂଜୁଙ୍ଗର ରାଜାଙ୍କ ନେତୃତ୍ୱରେ କ୍ୟାମେରୁନ୍ର ପ୍ରତିନିଧି ମଣ୍ଡଳୀଙ୍କର ସୋଆ ପରିଦର୍ଶନ
ଭୁବନେଶ୍ୱର, ଡିସେମ୍ବର ୧୮: ବାଂଜୁଙ୍ଗର ରାଜା ଡକ୍ଟର ହୋନର୍ ଜୋମୋ କାମ୍ଗାଙ୍କ ନେତୃତ୍ୱରେ କ୍ୟାମେରୁନ୍ର ଏକ ତିନି ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ ସୋଆ ଗସ୍ତରେ ଆସି ବିଶ୍ୱବିଦ୍ୟାଳୟ ପରିଚାଳିତ ମେଡିକାଲ୍ କଲେଜ ଓ ହସ୍ପିଟାଲ୍ ସମ୍ପର୍କରେ ଜ୍ଞାନ ଆହରଣ କରିଛନ୍ତି ।ରାଜାଙ୍କ ସହିତ!-->…
ଓମ୍ବାଡସି ସହାୟତାରେ ସୁନ୍ଦରଗଡ଼ ଜିଲ୍ଲାରେ ଛାତ୍ରଛାତ୍ରୀଙ୍କ କ୍ୟାରିୟର ସ୍ୱପ୍ନ ପୂରଣ ପାଇଁ ସ୍କୁଲ ଶିକ୍ଷାରେ…
ସୁନ୍ଦରଗଡ଼, ୧୮ ଡିସେମ୍ବର ୨୦୨୩: ସ୍କୁଲ ସ୍ତରରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର କ୍ୟାରିୟର ସ୍ୱପ୍ନକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ଏହି କ୍ରମରେ ଖଣି ପ୍ରଭାବିତ ସୁନ୍ଦରଗଡ଼ ଜିଲ୍ଲାରେ ବିଭିନ୍ନ ସରକାରୀ ହାଇସ୍କୁଲ ଏବଂ ଓଡ଼ିଶା!-->…
ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଅର୍ପଣ
ଭୁବନେଶ୍ୱର, ତା.୧୭.୧୨.୨୦୨୩- ଓଡ଼ିଶାର ବରପୁତ୍ର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ ପାୱାରହାଉସ ଛକଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ!-->…
ରାଜ୍ଯ ଗ୍ରନ୍ଥାଗାରରେ ଦଶମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ
ଭୁବନେଶ୍ୱର, ତା.୧୭.୧୨.୨୦୨୩- ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଦଶମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ ହୋଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବକ୍ତୃତାମାଳାରେ ଭାରତୀୟ!-->…
କୋରାପୁଟ ଜିଲ୍ଲାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ରାଜ୍ୟ ସରକାର କୋରାପୁଟ ଜିଲ୍ଲାରେ ଲୋକେସନ ଆକ୍ସେସିବଲ ମଲ୍ଟି-ମୋଡାଲ ଇନିସିଏଟିଭ୍ ବା ଲକ୍ଷ୍ମୀ ବସ୍ ସେବାର ଉଦଘାଟନ କରି ରାଜ୍ୟର ସାର୍ବଜନୀନ ପରିବହନ ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। କୋରାପୁଟ ୬ଷ୍ଠ ଜିଲ୍ଲା ଭାବେ!-->…
ଓଡ଼ିଶା ଷ୍ଟାର୍ଟଅପ୍ କାର୍ନିଭାଲ୍ ୨୦୨୩ର ଶୁଭାରମ୍ଭ: ଉଦ୍ଭାବନ, ସହଯୋଗ ଓ ଅଭିବୃଦ୍ଧିର ଏକ ୧୪ ଦିନିଆ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଭାରତ ସରକାରଙ୍କ ଅଟଳ ଇନୋଭେସନ ମିଶନ, ନୀତି ଆୟୋଗର ଅତୁଟ ସହଯୋଗରେ ଏଆଇସି-ନାଳନ୍ଦା ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଫାଉଣ୍ଡେସନ ଏବଂ ସେବି ଦ୍ୱାରା ପଞ୍ଜୀକୃତ ପ୍ରାରମ୍ଭିକ ପର୍ଯ୍ୟାୟ ଭେଂଚର କ୍ୟାପିଟାଲ ଫଣ୍ଡ ଫ୍ଲୁଇଡ୍ ଭେଂଚର୍ସ ଏବଂ ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ…