Browsing Category

News

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କୁ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ଵର,୨୩/୦୨:ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଶ୍ରାଦ୍ଧବାର୍ଷିକୀରେ ଆଜି ୧୨୦ ବାଟାଲିୟନ ଛକସ୍ଥିତ ପ୍ରତିମୂର୍ତ୍ତିରେ ମାନ୍ୟବର ବାଚସ୍ପତି ସୁରମା ପାଢ଼ୀ, ମାନ୍ୟବର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ, ଉପମୁଖ୍ୟମନ୍ତ୍ରୀ ତଥା ରାଜେନ୍ଦ୍ର ନାରାୟଣ

ରାଷ୍ଟ୍ର ପରିଚାଳନାରେ ନ୍ୟାୟ ଇଞ୍ଜିନ୍ ସଦୃଶ:ନ୍ୟାୟମୂର୍ତୀ ଶଶିକାନ୍ତ ମିଶ୍ର

ଭୁବନେଶ୍ୱର, : ଭାରତର ସମ୍ବିଧାନ ରାଷ୍ଟ୍ରର ନାଗରିକଙ୍କୁ ବ୍ୟକ୍ତିଗତ ସ୍ତରରେ ଏବଂ ସାମୂହିକ ଭାବେ ପ୍ରତ୍ୟେକ କ୍ଷେତ୍ରରେ ଉତ୍କର୍ଷତା ବୃଦ୍ଧି କରିବା ସୁନିଶ୍ଚିତ କରିଛି । ଯାହାଦ୍ୱାରା କି ରାଷ୍ଟ୍ର ନିରନ୍ତର ଭାବରେ ଉଚ୍ଚତର ସ୍ତରକୁ ଯାଇ ସଫଳତା ହାସଲ କରି ପାରିବ ବୋଲି ଶନିବାର ଓଡିଶା…

ଆସନ୍ତାକାଲି ବିଶାଳ ଚାଷୀ ସମାବେଶ,ରାଜରାସ୍ତାକୁ ଓହ୍ଲାଇବ ବିଜୁ ଜନତା ଦଳ

ଭୁବନେଶ୍ଵର,୨୩/୦୨:ପ୍ରତିବାଦ, ବିକ୍ଷୋଭ ପ୍ରଦର୍ଶନ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମୋହନ ସରକାର ଙ୍କ ବାହାସ୍ପୋଟ ବିରୁଦ୍ଧରେ ପ୍ରଖର ଓ ଶାଣିତ ସ୍ୱର ଉଠାଇବେ ବିଜେଡି ସୁପ୍ରିମୋ। ଚାଷୀ, ଆଇନ ଶୃଙ୍ଖଳା ଭଳି କିଛି ବୃହତ୍ ସମସ୍ୟା ନେଇ ଆସନ୍ତାକାଲି ଭୁବନେଶ୍ଵର ରାଜରାସ୍ତାରେ

India AI Impact Summit 2026 : ‘ଏଆଇ ସଖୀ’ କାର୍ଯ୍ୟକ୍ରମରେ ଓଡ଼ିଶାର ୩୧୫ ମହିଳା ସାମିଲ

ଭୁବନେଶ୍ୱର, ୧୭.୦୨.୨୦୨୬: ଟାଟା ଷ୍ଟିଲ୍ ଏବଂ ଟାଟା ଷ୍ଟିଲ୍ ଫାଉଣ୍ଡେସନ ପକ୍ଷରୁ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌‌ରେ ଆୟୋଜିତ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬’ (India AI Impact Summit 2026) ଅନ୍ତର୍ଗତ ‘ଏଆଇ ସଖୀ’(AI सखी) ଇମର୍ସନ କାର‌୍ୟ୍ୟକ୍ରମରେ ୬୦୦ରୁ ଅଧିକ ମହିଳା ସାମିଲ…

ଖାଦ୍ୟରେ ବିଷ ,ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ଖାଦ୍ୟରେ ଅପମିଶ୍ରଣ

ଭୁବନେଶ୍ଵର,୨୩/୦୨:ପିଲାମାନଙ୍କୁ Horlicks ପିଆଉଛନ୍ତି କି? ସାବଧାନ! Horlicks ରେ ବି ହେଉଛି ଅପମିଶ୍ରଣ।ବିଧାନସଭାରେ ଏ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।ଖୋର୍ଦ୍ଧା ଜିଲ୍ଲାରେ ତ ସବୁ ଖାଦ୍ୟ ସାମଗ୍ରୀରେ ଅପମିଶ୍ରଣ ହେଉଛି ।ବୌଦ୍ଧ, ଢେଙ୍କାନାଳ, ଜଗତସିଂପୁର ଏବଂ

୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ,କେବେ ପାଳିବେ ହୋଲି

ଭୁବନେଶ୍ଵର,୨୨/୦୨:୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ। ପୁଣି ବଡ଼ ଗ୍ରହଣ ଏ ଏଥର ଦୋଳ ପୂର୍ଣ୍ଣିମା ଫାଲଗୁନ ପୂର୍ଣ୍ଣିମାରେ ପଡ଼ୁଛି । ଧାର୍ମିକ ଓ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏହାକୁ ଗୁରୁତ୍ବପୂର୍ଣ୍ଣ କୁହାଯାଉଛି । ଏହି ଗ୍ରହଣ ଭାରତର କିଛି ସ୍ଥାନରେ ଦୃଶ୍ୟମାନ ହେବ । ତେଣୁ ଏହାର ଘାତ ସମୟ କେବେ

ଆମ ଗୌରବ ଆମ କଲେଜ : ୧୨ଟି ଉଚ୍ଚଶିକ୍ଷାନୁଷ୍ଠାନର ବିକାଶ ପାଇଁ ୧.୭୩ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର ୨୨/୦୨:ଆମ ଗୌରବ ଆମ କଲେଜ ଯୋଜନା ଅଧୀନରେ ରାଜ୍ୟରେ ଗୋଟିଏ ବିଶ୍ୱ ବିଦ୍ୟାଳୟ ଏବଂ ୧୧ଟି ମହାବିଦ୍ୟାଳୟର ବିକାଶ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୧.୭୩ କୋଟି ଟଙ୍କା ମଞ୍ଜୁର କରାଯାଇଛି। ରେଭେନ୍ସା ବିଶ୍ୱ ବିଦ୍ୟାଳୟ, କଟକ, ଆଗଲପୁର ପଞ୍ଚାୟତ ସମିତି (ଡିଗ୍ରୀ) ମହାବିଦ୍ୟାଳୟ,

ଅପରେସନ ସାଇବର କବଚ: ୧୮୭ଜଣ ଅଭିଯୁକ୍ତ ଗିରଫ

ଭୁବନେଶ୍ଵର,୨୨/୦୨:ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ଅଭିଯାନ ‘ଅପରେସନ ସାଇବର କବଚ’ ଦଶମ ଦିନରେ ଜୋରଦାର ଭାବେ ଜାରି ରହିଛି।ଏପର୍ଯ୍ୟନ୍ତ ‘ଅପରେସନ ସାଇବର କବଚ’ ଅଧୀନରେ ସମଗ୍ର ରାଜ୍ୟରେ ମୋଟ ୩,୬୨୫ଟି ମ୍ୟୁଲ୍ (ବେନାମୀ) ବ୍ୟାଙ୍କ

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ

ଭୁବନେଶ୍ଵର,୨୨/୦୨:ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ମନ୍ତ୍ରୀ, ସଙ୍ଗଠନ ସାଧାରଣ ସମ୍ପାଦକ ମାନସ ମହାନ୍ତି, ରାଜ୍ୟ ପ୍ରଭାରୀ ବିଜୟ ପାଲ

ଆସନ୍ତାକାଲି ଠୁ ରାଜ୍ୟରେ ବର୍ଷା

ଭୁବନେଶ୍ଵର,୨୨/୦୨:ଦକ୍ଷିଣ–ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ସ୍ପଷ୍ଟ ଚିହ୍ନତ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ଫେବୃଆରୀ 23 ଠାରୁ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।ସକ୍ରିୟ ଥିବା