Browsing Category
News
ବିଶ୍ଵ ପାର୍କିନସନ୍ ଦିବସ ପାଳିତ
ଭୁବନେଶ୍ଵର: ପାର୍କିନସନ୍ ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉପଲକ୍ଷେ ଭୁବନେଶ୍ଵର ସ୍ଥିତ ଆମ୍ରି ହସ୍ପିଟାଲର ନ୍ୟୁରୋଲୋଜି ବିଭାଗ ପକ୍ଷରୁ ପାର୍କିନସନ୍ ଦିବସ ପାଳିତ ହୋଇଯାଇଛି। ଏଥିରେ ଆମ୍ରି ହସ୍ପିଟାଲର ନ୍ୟୁରୋଲୋଜି ବିଭାଗର ଡାକ୍ତର ପି.ଆର.ଭୂୟା, ଡାକ୍ତରଏଲ୍.ଡି.ପାଢ଼ି,!-->!-->!-->…
ସିଆଇଆଇ ସବୁଜ ଓଡ଼ିଶା କନକ୍ଲେଭ ଆୟୋଜିତସ୍ଥାୟୀ ପରିବେଶ ଦିଗରେ ଓଡ଼ିଶାର ଯାତ୍ରାକୁ ତ୍ୱରାନ୍ୱିତ କରିବ ଗ୍ରୀନ ବିଲ୍ଡିଂ
ଭୁବନେଶ୍ୱର: ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ଇଣ୍ଡିଆନ ଗ୍ରୀନ ବିଲ୍ଡିଂ କାଉନସିଲ(ଆଇଜିବିସି), ଗ୍ରୀନ ଓଡ଼ିଶା କନକ୍ଲେଭ୍ ୨୦୨୪ର ବିପୁଳ ସଫଳତା ଘୋଷଣା କରି ଆନନ୍ଦିତ । ଏହା ହେଉଛି ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଉଦ୍ଭାବନ ଓ ସହଯୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ!-->!-->!-->…
ସମ୍ରେ ପାର୍କିନ୍ସନ୍ ରୋଗ ବିଷୟରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ଏପ୍ରିଲ୍ ୯: ପାର୍କିନ୍ସନ୍ ସମସ୍ୟା ଏକ ବୟସ ଜନିତ ବ୍ୟାଧି । ଏହା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଯୋଗୁଁ ଜଟିଳ ସମସ୍ୟାରେ ପରିଣତ ହୋଇଛି । ତେବେ ଉତମ ଜୀବନଶୈଳୀ ଆପଣାଇବା ଦ୍ୱାରା ଏହି ସମସ୍ୟାକୁ ଦୂର କରିହେବ ବୋଲି ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ପ୍ରଫେସର ଅଶୋକ କୁମାର!-->…
ସୋଆରେ ‘ଇ – ସମିଟ ୨୦୨୪’ ଉଦ୍ଘାଟିତ
ଭୁବନେଶ୍ୱର, ଏପ୍ରିଲ୍ ୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଶନିବାର ଆରମ୍ଭ ହୋଇଛି ଦୁଇ ଦିନିଆ ଇ-ସମିଟ । ସୋଆ ଅନ୍ତର୍ଗତ ଅଟଳ ଇନକ୍ୟୁବେସନ୍ ସେଂଟର ସୋଆ ଫାଉଣ୍ଡେସନ୍ ଓ ସେଂଟର ଫର୍ ଇନୋଭେସନ୍ ଆଣ୍ଡ ଇନକ୍ୟୁବେସନ୍ (ସୋଆ - ସିଆଇଆଇ)ର ମିଳିତ ଆନୁକୂଲ୍ୟରେ ଏହି ସମିଟର ଆୟୋଜନ!-->…
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଚାରି ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା
ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସମ୍ବଲପୁରଠାରେ ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କିଛନ୍ତି । ସମ୍ବଲପୁର ମୁନିସିପାଲ କର୍ପୋରେସନ୍ର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ପ୍ରସ୍ତୁତି ସମୀକ୍ଷା!-->…
ସ୍ୱାସ୍ଥ୍ୟ ସେବାରେ ଉତ୍କର୍ଷତା ନିମନ୍ତେ କୁଆଲାଲୁମ୍ପୁର ଠାରେ ସମ୍ମମ୍ ସମ୍ବର୍ଦ୍ଧିତ
ଭୁବନେଶ୍ୱର, ଏପ୍ରିଲ୍ ୪ : ଓଡ଼ିଶାରେ ଉତମ ମାନର ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ନୂତନତମ କ୍ୱାଟରନାରି କେୟାର ହସ୍ପିଟାଲ ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍)କୁ ଗତ ମାର୍ଚ୍ଚ ୨୨ ତାରିଖରେ କୁଆଲାଲୁମ୍ପୁର ଠାରେ ‘ଏକ୍ସିଲେନ୍ସ ଇନ୍ ହସ୍ପିଟାଲିଟି ଆଣ୍ଡ ହେଲ୍ଥ କେୟାର ସର୍ଭିସ୍!-->…
ଏସ୍ଏଚ୍ଏମ୍ ପକ୍ଷରୁ ଆରମ୍ଭ ହେଲା ୫ ଦିନିଆ ପଖାଳ ଉତ୍ସବ
ସବୁ ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ‘ପଖାଳ’: ସୋଆ ଉପସଭାପତି
ଭୁବନେଶ୍ୱର, ଏପ୍ରିଲ ୩: ପଖାଳ ସବୁ ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଓଡ଼ିଶାର ଘରେ ଘରେ ଏହି ପାରମ୍ପରିକ ଖାଦ୍ୟ ବେଶ ଆଦୃତ ବୋଲି କହିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ । ପଖାଳର ପ୍ରଚାର ଓ!-->!-->!-->…
କିମ୍ସରେ ପ୍ରୋଷ୍ଟେଟ୍ କର୍କଟ ରୋଗର ସଫଳ ଚିକିତ୍ସା
ଭୁବନେଶ୍ୱର,୩ା୪: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ (କିମ୍ସ) ଭୁବନେଶ୍ୱରର ଡାକ୍ତରଙ୍କୁ ପ୍ରୋଷ୍ଟେଟ୍ କର୍କଟ ରୋଗ ଚିକିତ୍ସାରେ ମିଳିଛି ସଫଳତା। ଜଣେ ୬୧ ବର୍ଷୀୟ ରୋଗୀ ଅତ୍ୟାଧୁନିକ ଲାପାରୋସ୍କୋପିକ୍ ଅସ୍ତ୍ରୋପଚାର ମାଧ୍ୟମରେ ପ୍ରୋଷ୍ଟେଟ୍ କର୍କଟ ରୋଗରୁ ସମ୍ପୂର୍ଣ୍ଣ!-->…
ମିଳିତ ଗବେଷଣା ନିମନ୍ତେ ସୋଆ ଓ କେନ୍ଦ୍ରୀୟ ଆୟୁର୍ବେଦ ଗବେଷଣା ସଂସ୍ଥାନ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ୱର, ଏପ୍ରିଲ ୨ : ଔଷଧୀୟ ଉଦ୍ଭିଦର ସୁସ୍ଥକାରୀ ଗୁଣ ବିଷୟରେ ଉଚ୍ଚତର ଗବେଷଣା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ବିଶ୍ୱବିଦ୍ୟାଳୟ ଓ ଆୟୁଷ ମନ୍ତ୍ରଣାଳୟ ଅଧୀନସ୍ଥ ସ୍ଥାନୀୟ କେନ୍ଦ୍ରୀୟ ଆୟୁର୍ବେଦ ଗବେଷଣା ସଂସ୍ଥାନ ମଧ୍ୟରେ ନିକଟରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି!-->…
କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲରେ ବିଶ୍ୱ ଅଟିଜିମ୍ ସଚେତନତା ଦିବସ ପାଳିତ
ଭୁବନେଶ୍ୱର,୨ ।୪: କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍- ‘ସେନ୍ ଗ୍ଲୋବ’ ପକ୍ଷରୁ ଆଜି ବିଶ୍ୱ ଅଟିଜିମ୍ ସଚେତନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ କିଟ୍ ଓ କିସ୍ ସଭାପତି ଶାଶ୍ୱତି ବଳ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଚେୟାରପର୍ସନ ଅଳକା ମିଶ୍ର,!-->…