Browsing Category

News

ଏନଫୋର୍ସମେଣ୍ଟ ବ୍ୟବସ୍ଥାକୁ ତ୍ବରାନ୍ବିତ ପାଇଁ ୬୭ଟି ନୂତନ ପଦବୀକୁ ଅନୁମୋଦନ

ଭୁବନେଶ୍ୱର, ୪.୧.୨୦୨୪ : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ

ଓଡିଶାର ନବମ ସର୍ବବୃହତ ବନ୍ଧ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ

ଭୁବନେଶ୍ଵର: ବଲାଙ୍ଗୀରର ବିକାଶରେ ନୂଆ ଇତିହାସ ଯୋଡ଼ି, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ । ୨୦୧୯ରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି ।ବଲାଙ୍ଗୀର, ସୋନପୁରର ୨୦୩ଟି ଗାଁର ଏକ ଲକ୍ଷ ଏକର ଚାଷ ଜମି ଜଳସେଚିତ ହେବ,

ଗୁଜରାଟ ଜିଆଂଟ୍ସ ଓ ମୁମ୍ବାଇ ଖିଲାଡିସ ମଧ୍ୟରେ ରୋମାଞ୍ଚକର ଟାଇ

କଟକ,୨ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି ୨ୟ ମ୍ୟାଚ୍‌ରେ ମଧ୍ୟ ଟାଇ ଦେଖିବାକୁ ମିଳିଛି । ଚେନ୍ନାଇ କ୍ୱିକ ଗନ୍ସ ଓ ଓଡିଶା ଜଗରନଟ୍ସ ମଧ୍ୟରେ ୧ମ ମ୍ୟାଚରେ ଟାଇ ହେବା ପରେ କଟକର ଜୱାହାରଲାଲ ନେହେରୁ ଗୁଜରାଟ ଜିଆଂଟ୍ସ ଓ ମୁମ୍ବାଇ ଖିଲାଡିସ ମଧ୍ୟରେ ଖେଳାଯାଇଥିବା ୨ୟ ମଧ୍ୟ

ଓଡିଶା ଜଗରନଟ୍ସ ଓ ଚେନ୍ନାଇ କ୍ୱିକ ଗନ୍ସ ମଧ୍ୟରେ ଟାଇ

କଟକ,୨ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ୧ମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିଅନ ଓଡିଶା ଜଗରନଟ୍ସ ଓ ଚେନ୍ନାଇ କ୍ୱିକ ଗନ୍ସ ମଧ୍ୟରେ ଏକ ରୋମାଂଚକର ପ୍ରଦର୍ଶନ ଦେଖିବାକୁ ମିଳିଛି । ଚେନ୍ନାଇର ରାମଜୀ କଶ୍ୟପଙ୍କ ସ୍କାଏ ଡାଇଭ

ରାଜ୍ଯ ଗ୍ରନ୍ଥାଗାରରେ ହରେକୃଷ୍ଣ ମହତାବଙ୍କ ୩୭ତମ ତିରୋଧାନ ଦିବସ ପାଳିତ

ଭୁବନେଶ୍ୱର, ୨.୦୧.୨୦୨୪- ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ହରେକୃଷ୍ଣ ମହତାବଙ୍କ ୩୭ ତମ ତିରୋଧାନ ଦିବସ ପାଳିତ ହୋଇଯାଇଛି । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ

ଭୁବନେଶ୍ୱର ମହାନିଗମ ସ୍ତରୀୟ ବିଦ୍ୟାଳୟ ଜମିପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

୧୦୬ଟି ବିଦ୍ୟାଳୟକୁ ଜମିପଟ୍ଟା ବଣ୍ଟନ ଭୁବନେଶ୍ୱର, ତା.୦୨.୦୧.୨୦୨୪ : ଭୁବନେଶ୍ୱର ମହାନିଗମ ସ୍ତରୀୟ ବିଦ୍ୟାଳୟ ଜମିପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ୫୦ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଏବଂ ୫୬ଟି ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ ମୋଟ ୧୦୬ଟି ବିଦ୍ୟାଳୟକୁ

ଭୁବନେଶ୍ୱର ମେଟ୍ରୋ ରେଲ୍ ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, ତା.୦୧.୦୧.୨୦୨୪ : ପରିବହନ କ୍ଷେତ୍ରରେ ଆରମ୍ଭ ହେବ ନୂଆ ଯୁଗ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏହି ଅବସରରେ ବାରଙ୍ଗ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ

ରାଜ୍ୟ ସ୍ତରୀୟ ବୀରତା ଦିବସ ପାଳନ ଉପଲକ୍ଷେ ଶହୀଦଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ

ଭୁବନେଶ୍ୱର-ତା. ୩୧.୧୨.୨୦୨୩- ଶହୀଦ ମାଧୋ ସିଂହଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ବୀରତା ଦିବସ ପାଳନ ଅବସରରେ ଶହୀଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ସ୍ଥାନୀୟ ଜୟଦେବ ଭବନରେ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଛି । ଆଜିର ଏହି ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ

ଅଲ୍ଟିମେଟ ଖୋ ଖୋ ସିଜନ-୨ରେ ଓଡ଼ିଶା ଜଗରନଟ୍ସର ପ୍ରଥମ ପରାଜୟ

କଟକ, ୩୦ ଡିସେମ୍ବର, ୨୦୨୩: କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଅଲ୍ଟିମେଟ୍ ଖୋ ଖୋ ସିଜିନ-୨ର ଦ୍ୱିତୀୟ ମ୍ୟାଚରେ ଗୁଜୁରାଟ ଜାଏଂଟ୍ସ ଅଲରାଉଣ୍ଡ ପ୍ରଦର୍ଶନ କରି ଡିଫେଣ୍ଡିଂ ଚାମ୍ପିୟନ ଓଡ଼ିଶା ଜଗରନଟ୍ସକୁ ୩୪-୨୯ ପଏଂଟରେ ପରାସ୍ତ କରିଥିବା ବେଳେ ପ୍ରଥମ

ସମ୍‌ରେ ଜାତୀୟ ଶିଶୁ ଶଲ୍ୟ ଦିବସ ପାଳିତ

ଭୁବନେଶ୍ୱର, ଡିସେମ୍ବର ୩୦: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଚଳିତ ଡିସେମ୍ବର ୨୯ ତାରିଖରେ ଜାତୀୟ ଶିଶୁ ଶଲ୍ୟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ହସ୍ପିଟାଲ୍‌ର ଶିଶୁ ଶଲ୍ୟ ବିଭାଗରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଶେଷଜ୍ଞ ଓ ଡାକ୍ତର