Browsing Category

News

ପିକନିକରେ ଖଲିପତ୍ର ଓ କପଡ଼ା ଆଦିରେ ପ୍ରସ୍ତୁତ ପରିବେଶ ଅନୁକୂଳ ଜିନିଷ ବ୍ୟବହାର କରିବାକୁ ପରାମର୍ଶ

ଭୁବନେଶ୍ୱର, ୩୦ ଡିସେମ୍ବର ୨୦୨୩: ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌ ଓ ପଲିଥିନର ବହୁଳ ବ୍ୟବହାର ଆଜି ସାରା ବିଶ୍ୱରେ ବଡ଼ ଆହ୍ୱାନ ସୃଷ୍ଟି କରିଛି। ତେଣୁ ଏହାର ବ୍ୟବହାରକୁ ରୋକିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ବିଶେଷ ସଚତେନତା କାର୍ଯ୍ୟକ୍ରମ – ‘ପ୍ଲାଷ୍ଟିକ୍‌ ମୁକ୍ତ

ତେଲୁଗୁ ୟୋଦ୍ଧାସ ବିରୋଧରେ ଗୁଜରାଟ ଜିଆଂଟସର ବିଶାଳ ବିଜୟ

କଟକ,୨୯ ଡିସେମ୍ବର, ୨୦୨୩: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳାଯାଇଥିବା ୨ୟ ମ୍ୟାଚରେ ଗୁଜରାଟ ଜିଆଂଟସ, ତେଲୁଗୁ ୟୋଦ୍ଧାସକୁ ୪୧-୪୦ ପଏଂଟ୍ରେ ପରାଜିତ କରିଛି । ସେହିପରି ଆଜିର ପ୍ରଥମ ମ୍ୟାଚରେ ଚେନ୍ନାଇ କ୍ୱିକ ଗନସ, ରାଜସ୍ଥାନ ୱାରିୟର୍ସକୁ ୩୧-୨୭

ରିଲାଏନ୍ସ ବିଶ୍ୱର ଶ୍ରେଷ୍ଠ ୧୦ କମ୍ପାନୀ ସମୂହ ମଧ୍ୟରେ ସାମିଲ ହେବା ଲକ୍ଷ୍ୟ ରଖିଛି: ମୁକେଶ ଅମ୍ବାନୀ

ଭୁବନେଶ୍ୱର: ରିଲାଏନ୍ସ ନିଜର ଅବିରତ ବିକାଶର ଧାରା ଜାରି ରଖି ଆଗକୁ ବଢିବା ସହିତ ବିଶ୍ୱର ଶ୍ରେଷ୍ଠ ୧୦ ବ୍ୟବସାୟ ସମୂହ ମଧ୍ୟରେ ସ୍ଥାନିତ ହେବ ବୋଲି ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧକ୍ଷ ମୁକେଶ ଅମ୍ବାନୀ ପ୍ରକାଶ କରିଛନ୍ତି । ରିଲାଏନ୍ସର ପ୍ରତିଷ୍ଠାତା ଧିରୁଭାଇ ଅମ୍ବାନିଙ୍କ ଜନ୍ମତିଥିରେ ପାଳନ

ସୋଆରେ ଅମୃତ କାଳ ବିମର୍ଶ ବିକଶିତ ଭାରତ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ (ଆଇଏଏସ୍‌) ରେ ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଅମୃତ କାଳ ବିମର୍ଶ ବିକଶିତ ଭାରତ ଅ ୨୦୪୭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବେଙ୍ଗାଲୁରୁ ସ୍ଥିତ

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ନବୀନ କାର୍ଡର ଶୁଭାରମ୍ଭ

ରାଜ୍ୟର 90% ଲୋକ ଉପକାର ପାଇବେ. ପଇସା ଅଭାବ ରୁ ମୋ ରାଜ୍ୟର କେହି କେବେ ଉତ୍ତମ ଚିକିତ୍ସା ରୁ ବଞ୍ଚିତ ହେବେ ନାହିଁ . ମୁଖ୍ୟମନ୍ତ୍ରୀ ଭୁବନେଶ୍ବର , ୨୯/୧୨/୨୦୨୩ : ସ୍ବାସ୍ଥ୍ୟ ସହ ବିକାଶର ଗଭୀର ସମ୍ପର୍କ ରହିଛି । ଏକ ସୁସ୍ଥ ସମାଜ ହିଁ ସମୃଦ୍ଧ ଭବିଷ୍ୟତର ଭିତ୍ତି

ସୋଆରେ ନଭେଲ ମ୍ୟାଟେରିଆଲ୍‌ସ ଫର୍ ଇଞ୍ଜିନିୟରିଂ ଆପ୍ଲିକେସନ୍ ସମ୍ପର୍କିତ ଫ୍ୟାକଲ୍‌ଟି ଡେଭଲପ୍‌ମେଂଟ ପ୍ରୋଗ୍ରାମ୍…

ଭୁବନେଶ୍ୱର, ୨୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ଠାରେ ଡିସେମ୍ବର ୧୮ ରୁ ୨୩ ତାରିଖ ପର୍ଯ୍ୟନ୍ତ ୬ ଦିନି ଧରି ‘ନଭେଲ ମ୍ୟାଟେରିଆଲ୍‌ସ ଆଣ୍ଡ ଇଟ୍‌ସ ଇଞ୍ଜିନିୟରିଂ ଆପ୍ଲିକେସନ୍‌ସ’ ଶୀର୍ଷକ ଏକ

ଅଲ୍ଟିମେଟ ଖୋ ଖୋ ସିଜନ-୨ ପାଇଁ ନୈତିକତା ଓ ଶାସନ କମିଟିର ଅଧ୍ୟକ୍ଷ ହେଲେ ଜଷ୍ଟିସ ମୁକୁଲ ମୁଦଗଲ

ଭୁବନେଶ୍ୱର: ଭାରତର ପ୍ରମୁଖ ପ୍ରଫେସନାଲ ଖୋ ଖୋ ଲିଗ, ଅଲ୍ଟିମେଟ ଖୋ ଖୋ ପକ୍ଷରୁ ଜଷ୍ଟିସ ମୁକୁଲ ମୁଦଗଲ (ଅବସରପ୍ରାପ୍ତ)ଙ୍କୁ ସିଜିନ-୨ ପାଇଁ ନୈତିକତା ଓ ଶାସନ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । ଏହି ରଣନୈତିକ ପଦକ୍ଷେପ କ୍ରୀଡ଼ା କ୍ଷେତ୍ରରେ ନୈତିକ ମାନଦଣ୍ଡ କୁ ପ୍ରୋତ୍ସାହିତ

ସୋଆର ୫ ଜଣଙ୍କୁ ଓଜେଏସ୍ ପରୀକ୍ଷାରେ ସଫଳତା

ଭୁବନେଶ୍ୱର, ଡିସେମ୍ବର ୨୮: ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍‌) ପରୀକ୍ଷାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩ ଜଣ ପୂର୍ବତନ ଆଇନ ଛାତ୍ରଛାତ୍ରୀ ଓ ଦୁଇଜଣ ଫ୍ୟାକଲ୍ଟି ସଫଳତା ହାସଲ କରିବା ସହ କୃତିତ୍ୱ

ଆଦିବାସୀ ଏବଂ ଗ୍ରାମାଂଚଳର ଗରିବ ଲୋକଙ୍କର ସାମାଜିକ ବିକାଶ ନିମନ୍ତେ ସୋଆ ଏବଂ ସିୱାଇଏସ୍‌ଡି ମଧ୍ୟରେ ବୁଝାମଣା

ଭୁବନେଶ୍ୱର,ଡିସେମ୍ବର ୨୮: ସାମାଜିକ ବିକାଶ ନେଇ ବିଭିନ୍ନ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଦିବାସୀ ଏବଂ ଗ୍ରାମାଂଚଳର ଗରିବ ଲୋକଙ୍କର ଜୀବନର ଉନ୍ନତି ଦିଗରେ କାର୍ଯ୍ୟ କରୁଥିବା ଅନୁଷ୍ଠାନ ‘ସେଂଟର ଫର ୟୁଥ ଆଣ୍ଡ ସୋସିଆଲ୍

ସ୍ନିଗ୍ଧା ମାଲବୀୟ ପିନ୍ଧିଲେ କିଟ୍ ନହ୍ନିପରୀ ୨୦୨୩ ମୁକୁଟ

ଭୁବନେଶ୍ୱର, ୨୭/୧୨: ଉତ୍ତରପ୍ରଦେଶର ସ୍ନିଗ୍‍ଧା ମାଲବୀୟ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୩ ଟାଇଟଲ୍ ହାସଲ୍ କରିଛନ୍ତି । କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍‍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୩ର ଫାଇନାଲ୍ ତଥା ମେଗା ରାଉଣ୍ଡ ବୁଧବାର ଶେଷ ହୋଇଛି ।