Browsing Category
News
ପ୍ରଦର୍ଶନୀ ପଡିଆରେ “ନ୍ୟାୟ ସଂହିତା ପ୍ରଦର୍ଶନୀ”, ଆସନ୍ତାକାଲି ଉଦଘାଟନ କରିବେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ
ଭୁବନେଶ୍ଵର,୦୫/୦୩:ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ–III ସ୍ଥିତ ପ୍ରଦର୍ଶନୀ ପଡିଆ, ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି।ଆସନ୍ତା!-->…
ଟିପିଡବ୍ଲୁଓଡିଏଲ୍ ପକ୍ଷରୁ ୫୫ ତମ ଜାତୀୟ ସୁରକ୍ଷା ମାସ ଏବଂ ‘ଲାଇନମେନ୍ ଦିବସ’ ପାଳିତ
ପଶ୍ଚିମ ଓଡ଼ିଶାରେ ବିଦ୍ୟୁତ୍ ବିତରଣ କମ୍ପାନୀ ଟିପି ୱେଷ୍ଟର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଡବ୍ଲୁଓଡିଏଲ୍) ପକ୍ଷରୁ ବିଦ୍ୟୁତ୍ ଭିତ୍ତିଭୂମିକୁ ସୃଦୃଢ କରିବା ତଥା ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ଲାଗି ନିଃସ୍ୱାର୍ଥପର ଭାବେ କାର୍ଯ୍ୟରତ ଥିବା ବିଦ୍ୟୁତ୍ ସେବାର ବୀର…
ଓଡ଼ିଶା ମାଟିର ଗର୍ବ ଓ ଗୌରବ ଥିଲେ ବିଜୁ ବାବୁ
ଭୁବନେଶ୍ଵର,୦୫/୦୩:ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ ଓଡ଼ିଶାବାସୀଙ୍କୁ ସମ୍ବୋଧିତ କରି ବିଜୁ ବାବୁଙ୍କ ଦୂରଦୃଷ୍ଟି ଏବଂ ଓଡ଼ିଶାର ବିକାଶ ପାଇଁ ତାଙ୍କର ସଂକଳ୍ପକୁ!-->…
OTET କେଳେଙ୍କାରୀ;୮ ଅଭିଯୁକ୍ତଙ୍କୁ ଜାମିନ
କଟକ,୦୫/୦୩:ବହୁ ଚର୍ଚ୍ଚିତ OTET ପ୍ରଶ୍ନପତ୍ର ଲିକ ମାମଲାରେ ଗିରଫ ହୋଇଥିବା ମୋଟ ୮ ଜଣଙ୍କୁ ମିଳିଲା ଜାମିନ। ସର୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ତଦନ୍ତରେ ସହଯୋଗ କରିବା, ଦେଶ ଛାଡ଼ି ନଯିବା, ବୋର୍ଡ ପକ୍ଷରୁ ନିହାର ରଞ୍ଜନ ମହାନ୍ତି ଓ ଜିତନ୍ ମହାରଣାଙ୍କୁ କୌଣସି Assignment ନଦେବା!-->…
୧୬ରେ ଭୋଟ୍ ,ଆଜି ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନର ଶେଷ ଦିନ
ଭୁବନେଶ୍ବର,୫/୦୩:ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଥିବାରୁ ଓ ଆଜି ଶେଷ ଦିନ ହୋଇଥିବାରୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ଏଥର ୫ଜଣ!-->…
ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କଟକ ଓ ଭୁବନେଶ୍ବରରେ ରହିଛି ବିଭିନ୍ନ କାର୍ଯ୍ୟକ୍ରମ
ଭୁବନେଶ୍ବର,୫/୦୩:ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।ଆଜି ସଂଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ ।କାଲି କଟକ ମୁଣ୍ଡଳୀ ଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦେବେ ଅମିତ ଶାହ। ମୁଣ୍ଡଳୀ ଠାରେ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀର ଖାରବେଳ ରିଜିଓନାଲ ଟ୍ରେନିଂ!-->…
ବୃନ୍ଦାବନ ମହୋତ୍ସବ : ପଦ୍ମଶ୍ରୀ ହରିହରନଙ୍କ ଗଜଲରେ ଦର୍ଶକ ମନ୍ତ୍ରମୁଗ୍ଧ
ଭୁବନେଶ୍ୱର,୫/୦୩:ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ବୃନ୍ଦାବନ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ଶ୍ରୀ ହରିହରନ ଯୋଗଦେଇ!-->…
ଆଜିର ରାଶିଫଳ,କେମିତି କଟିବ ଆପଣଙ୍କ ଦିନ
ମେଷ:-ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।ବୃଷ:- ଆଜି!-->…
ଫାଇନାଲରେ ନ୍ୟୁଜିଲାଣ୍ଡ
କଲିକତା,୪/୩:ପ୍ରଥମ ଦଳ ଭାବେ ଫାଇନାଲରେ ନ୍ୟୁଜିଲାଣ୍ଡ।ଦକ୍ଷିଣ ଆଫ୍ରିକାକୁ ୯ ୱିକେଟ୍ରେ ହରାଇ ଫାଇନାଲ୍ରେ ପ୍ରବେଶ କଲା ନ୍ୟୁଜିଲାଣ୍ଡ।ଜିତିବା ପାଇଁ ନ୍ୟୁଜିଲାଣ୍ଡ ପାଇଁ ୧୭୦ ରନର ଟାର୍ଗେଟ୍ ଥିଲା। ଦଳ ୧୨.୫ ଓଭରେ ମାତ୍ର ଗୋଟିଏ ୱିକେଟ୍ ହରାଇ ୧୭୩ ରନ୍ କରି ଟାର୍ଗେଟ୍ ହାସଲ କରି ନେଇଛି।!-->…
ଶ୍ରୀମନ୍ଦିରର ତିନି ସେବକଙ୍କୁ କୈଫିୟତ୍ ତଲବ
ପୁରୀ,୪/୦୩:ଗତ ୨୮ ଫେବୃଆରୀ ତାରିଖରେ ସେବାପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ କୈଫିୟତ୍ ତଲବ କରିଛନ୍ତି।ଶ୍ରୀ ରାମକୃଷ୍ଣ ଖୁଣ୍ଟିଆ, ଅନ୍ୟ ଜଣେ ପାଳିଆ ଖୁଣ୍ଟିଆ ସେବକଙ୍କ ଖଟଣିଆ!-->…