Browsing Category

News

କଳିଙ୍ଗ ହସ୍ପିଟାଲର ସମ୍ପ୍ରସାରଣର ଅନାବରଣ

ଭୁବନେଶ୍ୱର, ୨୨ ଡିସେମ୍ବର ୨୦୨୩: ରୋଗୀ ସେବାରେ ଉତ୍କର୍ଷତା ପ୍ରଦାନ ପାଇଁ ଉତ୍ସର୍ଗୀକୃତ ଓଡ଼ିଶାର ଅଗ୍ରଣୀ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ କଳିଙ୍ଗ ହସ୍ପିଟାଲ ଲିମିଟେଡ୍ (କେଏଚ୍‌ଏଲ୍‌) ଭୁବନେଶ୍ୱର ପକ୍ଷରୁ ଏହାର ଅତ୍ୟାଧୁନିକ ସୁବିଧାଗୁଡ଼ିକର ଉନ୍ମୋଚନ ଏବଂ ସମୁଦାୟରେ ସ୍ୱାସ୍ଥ୍ୟସେବାକୁ


କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୭ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୨୨ ।୧୨: କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୭ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କିଟ୍‍ ଓ କିସ୍‍ ସଭାପତି ଶାଶ୍ୱତୀ ବଳ କାର୍ଯ୍ୟକ୍ରମର ଉଦ୍‍ଘାଟନ କରିଥିବା ବେଳେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ସେ

ଗୁଣାତ୍ମକ ମାଛ ଜାଆଁଳ ସମ୍ଵନ୍ଧରେ ରାଜ୍ୟସ୍ତରୀୟ କର୍ମଶାଳା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସମୟୋପଯୋଗୀ ମତ୍ସ୍ୟନୀତି ଏବଂ ଅଭିନବ ପଦକ୍ଷେପ ଯୋଗୁ ବିଗତ ଦୁଇ ଦଶନ୍ଧିରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ଚାରିଗୁଣ ବୃଦ୍ଧି ପାଇ ୨୦୨୨-୨୩ ମସିହରେ ୧୦ ଲକ୍ଷ ଟନ୍‌ରୁ ଊଦ୍ଧ୍ୱର୍ରେ ପହଞ୍ଚିଛି । ରାଜ୍ୟରେ ବର୍ଷିକ ମୁଣ୍ଡପିଛା ମାଛ ଆହରଣ ଗତ ୨୩ ବର୍ଷ ମଧ୍ୟରେ ୭.୭୧

ପ୍ରଥମ ସମ୍ମମ୍ ସ୍ପୋର୍ଟ୍ସ ମିଟ୍ ‘ସମ୍ମମନ୍ୱୟ-୨୦୨୩’ ଉଦ୍‌ଘାଟିତ

ଭୁବନେଶ୍ୱର, ଡିସେମ୍ବର ୨୧: ସମ୍ ଅଲ୍ଟିମେଟ ମେଡିକେୟାରର ପ୍ରଥମ ସ୍ପୋର୍ଟ୍ସ ମିଟ୍ ‘ସମ୍ମମନ୍ୱୟ-୨୦୨୩’ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି । ହକି ତାରକା ତଥା ହକି ଇଣ୍ଡିଆର ସଭାପତି ଶ୍ରୀ ଦିଲ୍ଲୀପ୍ ତିର୍କୀ ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ସମ୍ମମ୍‌ର ଏହି

ଟିଟିଲାଗଡରେ ସିସିଟିଭି ସର୍ଭିଲାନ୍ସ ସିଷ୍ଟମର ଉଦଘାଟନ କରିଛନ୍ତି WODC ଅଧ୍ୟକ୍ଷ

ବଲାଙ୍ଗୀର, ୨୦ ଡିସେମ୍ବର ୨୦୨୩ : ବଲାଙ୍ଗୀର ଗସ୍ତରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ । ଟିଟିଲାଗଡ ଟାଉନରେ ସିସିଟିଭି ସର୍ଭିଲାନ୍ସ ସିଷ୍ଟମର ଶୁଭ ଉଦଘାଟନ କରିଛନ୍ତି ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀ । ଏହି ପ୍ରକଳ୍ପ ପାଇଁ ପରିଷଦ ପକ୍ଷରୁ 61.50 ଲକ୍ଷ ଟଙ୍କା

ଓଡ଼ିଶା ଟେଲିକମ ବଜାରରେ ଜିଓର ଜୟଯାତ୍ରା ଜାରି, ଏକମାତ୍ର ଅପରେଟର ଭାବେ ସେପ୍ଟେମ୍ବରରେ ଯୋଡ଼ିଲା ନୂଆ ଗ୍ରାହକ: ଟ୍ରାଇ…

ଭୁବନେଶ୍ୱର, ୨୦ ଡିସେମ୍ବର ୨୦୨୩: ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ଆଜି ପ୍ରକାଶିତ ସଦ୍ୟତମ ଟେଲିକମ୍ ଉପଭୋକ୍ତା ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓ ୨୦୨୩ ସେପ୍ଟେମ୍ବର ମାସରେ ସର୍ବାଧିକ ସଂଖ୍ୟକ ନୂତନ ମୋବାଇଲ୍ ଗ୍ରାହକ ଯୋଡ଼ିଛି । ରାଜ୍ୟରେ ସେପ୍ଟେମ୍ବର ମାସରେ ନୂତନ

ଜାନୁଆରୀ ୨୮ରୁ ସୋଆରେ ଆୟୋଜିତ ହେବ ଆନ୍ତର୍ଜାତିକ ଚେସ୍ ଉତ୍ସବ

ଭୁବନେଶ୍ୱର, ଡିସେମ୍ବର ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆସନ୍ତା ଜାନୁଆରୀ ୨୮ ରୁ ଫେବୃଆରୀ ୪, ୨୦୨୪ ପର୍ଯ୍ୟନ୍ତ ପ୍ରଥମ ସୋଆ ଆନ୍ତର୍ଜାତିକ ଗ୍ରାଣ୍ଡ ମାଷ୍ଟର୍ସ ଚେସ୍ ଉତ୍ସବ ଭୁବନେଶ୍ୱର ସ୍ଥିତ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଆୟୋଜିତ ହେବ । ସୋଆ, ଇନ୍‌ଟରନ୍ୟାସ୍‌ନାଲ ଚେସ

ଓଡ଼ିଶାର ଯୁବପିଢ଼ିଙ୍କ କ୍ୟାରିୟର ସ୍ୱପ୍ନ ପୂରଣରେ ଅଗ୍ରଦୁତ ସାଜିଛି ବିଶ୍ୱ ଦକ୍ଷତା କେନ୍ଦ୍ର

ଭୁବନେଶ୍ୱର, ୧୯ ଡିସେମ୍ବର ୨୦୨୩: ‘‘ବିଦେଶରେ ଏକ ପ୍ରତିଷ୍ଠିତ କମ୍ପାନିରେ ଚାକିରି କରିବା ମୋ’ ପାଇଁ ସ୍ୱପ୍ନ ଥିଲା। ହେଲେ ତାହା ଆଜି ସତ ହୋଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ ତାଲିମ ନେବା ଫଳରେ ମୁଁ ଦୁବାଇର ଏମରିଲ୍‌ କମ୍ପାନିରେ ନିଯୁକ୍ତି ପାଇଛି। ଏହି ସଫଳତା ମୋ’ ଜୀବନକୁ

ଧାମନଗରର ସଂଖ୍ୟାଲଘୁ ଧାର୍ମିକ ସ୍ଥଳ ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୮.୧୨.୨୦୨୩ : ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ.

ବାଂଜୁଙ୍ଗର ରାଜାଙ୍କ ନେତୃତ୍ୱରେ କ୍ୟାମେରୁନ୍‌ର ପ୍ରତିନିଧି ମଣ୍ଡଳୀଙ୍କର ସୋଆ ପରିଦର୍ଶନ

ଭୁବନେଶ୍ୱର, ଡିସେମ୍ବର ୧୮: ବାଂଜୁଙ୍ଗର ରାଜା ଡକ୍ଟର ହୋନର୍ ଜୋମୋ କାମ୍‌ଗାଙ୍କ ନେତୃତ୍ୱରେ କ୍ୟାମେରୁନ୍‌ର ଏକ ତିନି ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ ସୋଆ ଗସ୍ତରେ ଆସି ବିଶ୍ୱବିଦ୍ୟାଳୟ ପରିଚାଳିତ ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌ ସମ୍ପର୍କରେ ଜ୍ଞାନ ଆହରଣ କରିଛନ୍ତି ।ରାଜାଙ୍କ ସହିତ