Browsing Category

News

ଆମାଜନର ଏଭ୍ରିଡେ ଏସେନ୍ସିଆଲରେ ବିଭିନ୍ନ ସାମଗ୍ରୀ ଉପରେ ୪୦% ପର୍ଯ୍ୟନ୍ତ ସଂଚୟ

ଭୁବନେଶ୍ୱର: ଚଳିତ ଶୀତ ଋତୁରେ ଆମାଜନର ଏଭ୍ରିଡେ ଏସେନସିଆଲ୍ସ ଷ୍ଟୋର, ସ୍ୱାସ୍ଥ୍ୟ ଏବଂ ବ୍ୟକ୍ତିଗତ ଯତ୍ନ, ଗୁରମେଟ୍ କିରାଣା, ବେବିକେୟାର ଏବଂ ପେଟକେୟାର ବର୍ଗରେ ଏକ ବିସ୍ତୃତ ରେଞ୍ଜର ଉତ୍ପାଦ ପ୍ରଦାନ କରୁଛି । ଗ୍ରାହକମାନେ ଏହି ନୂତନ ଷ୍ଟୋରଫ୍ରଂଟରେ ବେବିଗିଫ୍ଟିଂ ଏବଂ ପ୍ରିମିୟମ୍…

ଭୁବନେଶ୍ୱର ସ୍ଥିତ ଡିପଟେକ୍ ବାୟୋଟେକ୍ କମ୍ପାନୀ ଏଲମେଟୋଜ ଭାରତର ସର୍ବବୃହତ ଇନ୍ସେକ୍ଟ୍ ପ୍ରୋଟିନ ଫ୍ୟାକ୍ଟ୍ରି ଏବଂ…

ଭୁବନେଶ୍ୱର : ପଶୁ ପୁଷ୍ଟି ଏବଂ ଜନସ୍ୱାସ୍ଥ୍ୟର ସଂଯୋଗୀକରଣରେ କାର୍ଯ୍ୟ କରୁଥିବା ଏକ ଡ଼ିପ-ଟେକ ବାୟୋଟେକ୍ନୋଲୋଜି କମ୍ପାନୀ, ଏଲମେଟୋଜ୍ ରିସର୍ଚ୍ଚ ପ୍ରାଇଭେଟ୍ ଲିମିଟେଡ୍, ନଭେମ୍ବର ୨୬ ରୁ ୨୮ ତାରିଖ ପର୍ଯ୍ୟନ୍ତ ହାଇଦ୍ରାବାଦର ହାଇଟେକ୍ସ ପ୍ରଦର୍ଶନୀ କେନ୍ଦ୍ରରେ ଅନୁଷ୍ଠିତ ପୋଲ୍ଟ୍ରି ଇଣ୍ଡିଆ

ଆଣ୍ଡାମାନରେ ହେବ ସାଭରକରଙ୍କ ବିଶାଳ ପ୍ରତିମା, ଇତିହାସରେ ନୂଆ ଅଧ୍ୟାୟ

ଭୁବନେଶ୍ୱର: ସାଗର ପ୍ରାଣ୍ ତାଲାମାଲାଲା ......” ଏହି କାଳଜୟୀ ପଂକ୍ତିଗୁଡିକ ଅଗଣିତ ଭାରତୀୟଙ୍କ ହୃଦୟରେ ଦେଶପ୍ରେମର ଅଗ୍ନି ପ୍ରଜ୍ଜ୍ୱଳିତ କରିଛି । ସ୍ୱତନ୍ତ୍ରବୀର ବିନାୟକ ଦାମୋଦର ସାଭରକର ୧୧୬ ବର୍ଷ ପୂର୍ବେ ଏହି କିମ୍ବନ୍ଦତୀ କବିତାର ରଚନା କରିଥିଲେ । ଏହି ଐତିହାସିକ ଅବସରକୁ ପାଳନ କରି…

କିମ୍‍ସରେ ପେନ୍‍ ମ୍ୟାନେଜମେଣ୍ଟ ସମ୍ମିଳନୀ ଉଦ୍‍ଘାଟିତ

ଭୁବନେଶ୍ୱର : ଉତମ ସ୍ୱାସ୍ଥ୍ୟ ସେବା ଏବଂ ଏ ଦିଗରେ ଉତ୍କର୍ଷତା ହାସଲ ନିମନ୍ତେ ସାମାଜିକ ଓ ମାନବିକ ଦୃଷ୍ଟିକୋଣରୁ ଗବେଷଣାର ଆବଶ୍ୟକତା ରହିଛି ବୋଲି ଆଇଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ଆଶିଷ ଘୋଷ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ…

ସ୍ୱାସ୍ଥ୍ୟ ସେବା ଗବେଷଣା ନେଇ ସମ୍ ନର୍ସିଂ କଲେଜ ପକ୍ଷରୁ ଆନ୍ତର୍ଜାତିକ କର୍ମଶାଳା ଆୟୋଜିତ

ଭୁବନେଶ୍ୱର  : ଉତମ ସ୍ୱାସ୍ଥ୍ୟ ସେବା ଏବଂ ଏ ଦିଗରେ ଉତ୍କର୍ଷତା ହାସଲ ନିମନ୍ତେ ସାମାଜିକ ଓ ମାନବିକ ଦୃଷ୍ଟିକୋଣରୁ ଗବେଷଣାର ଆବଶ୍ୟକତା ରହିଛି ବୋଲି ଆଇଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ଆଶିଷ ଘୋଷ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ…

ସମ୍ ନର୍ସିଂ କଲେଜରେ ଆୟୋଜିତ ହେଲା ଆନ୍ତର୍ଜାତିକ ସ୍ୱାସ୍ଥ୍ୟ ଗବେଷଣା କର୍ମଶାଳା

ଭୁବନେଶ୍ୱର  : ଉତମ ସ୍ୱାସ୍ଥ୍ୟ ସେବା ଏବଂ ଏ ଦିଗରେ ଉତ୍କର୍ଷତା ହାସଲ ନିମନ୍ତେ ସାମାଜିକ ଓ ମାନବିକ ଦୃଷ୍ଟିକୋଣରୁ ଗବେଷଣାର ଆବଶ୍ୟକତା ରହିଛି ବୋଲି ଆଇଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର (ଡକ୍ଟର) ଆଶିଷ ଘୋଷ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ…

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ

ଭୁବନେଶ୍ୱର, : ଓଡ଼ିଶାରେ ଜନସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ଼ କରିବାର ଉଦ୍ଦେଶ୍ୟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ ଫୁଲନଖରାରେ ବୁଧବାର ଏକ ନୂତନ ଆଂଟିରେଟ୍ରୋଭାଇରାଲ ଟ୍ରିଟମେଂଟ (ଏଆରଟି) ସେଂଟର ଉଦ୍‌ଘାଟିତ ହୋଇଯାଇଛି । ଓଡ଼ିଶାର ପ୍ରଥମ…

ପ୍ରାଥମିକ ଶିକ୍ଷକଙ୍କ ଦାବିକୁ ସମର୍ଥନ କରିଲା ଓଲ୍‌ଷ୍ଟାର

ଭୁବନେଶ୍ୱର :  - ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଭୁବନେଶ୍ୱରରେ ଚାଲୁଥିବା ଅହୋରାତ୍ର ଧାରଣା ଚାଲୁରହିଛି । ପ୍ରାଥମିକ ଶିକ୍ଷା, ଶିକ୍ଷକ ଓ ଶିକ୍ଷାୟତନ ଏଲିମେଣ୍ଟାରୀ ସ୍ତରର ହୋଇଥିବାରୁ ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ (ଓଲ୍‌ଷ୍ଟା) ପକ୍ଷରୁ ଏହି…

କଲେଜ ଛାତ୍ରଛାତ୍ରୀମାନଙ୍କୁ ଗୁଗୁଲ୍ ଜେମିନି ପ୍ରୋ ମାଧ୍ୟମରେ ଏଆଇ ଜ୍ଞାନରେ ସଶକ୍ତ କରୁଛି ରିଲାଏନ୍ସ ଜିଓ

ଭୁବନେଶ୍ୱର, :'ସମସ୍ତଙ୍କ ପାଇଁ ଏଆଇ' ଅଭିଯାନରେ ରିଲାଏନ୍ସ ଜିଓ ସାରା ଓଡ଼ିଶାରେ କଲେଜ ଛାତ୍ରଛାତ୍ରୀମାନଙ୍କୁ ଗୁଗୁଲ୍ ଜେମିନି ପ୍ରୋ ମାଧ୍ୟମରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର ସହିତ ପରିଚିତ କରାଇବା ପାଇଁ ଏକ ବ୍ୟାପକ ଅଭିଯାନ ଆରମ୍ଭ କରିଛି। ଏହି ଅଭିଯାନ ଅଧୀନରେ ଇତିମଧ୍ୟରେ…

ବିଶିଷ୍ଟ କଣ୍ଠଶିଳ୍ପୀ ଡ.ଅନସୂୟା ନାଥଙ୍କୁ ‘ମାର୍ଗଶିରର ମହକ ସମ୍ମାନ ୨୦୨୫’ ପ୍ରଦାନ

ଭୁବନେଶ୍ୱର, : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲଚରାଲ ସାଇନସେସ୍ (ଆଇଏଏସ୍‌)ର ସାମାଜିକ ଓ ସାଂସ୍କୃ୍‌ତିକ ଶାଖା କ୍ରିଆଟିଭୋ ପକ୍ଷରୁ ଗୁରୁବାର ଦିନ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ବିଶିଷ୍ଟ କଣ୍ଠଶିଳ୍ପୀ ତଥା ଗଣିତ ବିଭାଗର ପ୍ରଫେସର…