Browsing Category
Odisha
ଅପରେସନ ସାଇବର କବଚ: ୧୮୭ଜଣ ଅଭିଯୁକ୍ତ ଗିରଫ
ଭୁବନେଶ୍ଵର,୨୨/୦୨:ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ଅଭିଯାନ ‘ଅପରେସନ ସାଇବର କବଚ’ ଦଶମ ଦିନରେ ଜୋରଦାର ଭାବେ ଜାରି ରହିଛି।ଏପର୍ଯ୍ୟନ୍ତ ‘ଅପରେସନ ସାଇବର କବଚ’ ଅଧୀନରେ ସମଗ୍ର ରାଜ୍ୟରେ ମୋଟ ୩,୬୨୫ଟି ମ୍ୟୁଲ୍ (ବେନାମୀ) ବ୍ୟାଙ୍କ!-->…
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ
ଭୁବନେଶ୍ଵର,୨୨/୦୨:ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆରମ୍ଭ ହେଲା ଗୁରୁତ୍ୱପୂର୍ଣ୍ଣ କୋର୍ କମିଟି ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ମନ୍ତ୍ରୀ, ସଙ୍ଗଠନ ସାଧାରଣ ସମ୍ପାଦକ ମାନସ ମହାନ୍ତି, ରାଜ୍ୟ ପ୍ରଭାରୀ ବିଜୟ ପାଲ!-->…
ଆସନ୍ତାକାଲି ଠୁ ରାଜ୍ୟରେ ବର୍ଷା
ଭୁବନେଶ୍ଵର,୨୨/୦୨:ଦକ୍ଷିଣ–ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ସ୍ପଷ୍ଟ ଚିହ୍ନତ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ଫେବୃଆରୀ 23 ଠାରୁ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।ସକ୍ରିୟ ଥିବା!-->…
୨୦ତମ ଭବ୍ୟ ତୋଷାଳି ସ୍ବଦେଶୀ ମେଳା ରେ ହସ୍ତତନ୍ତ ଫ୍ୟାଶନ୍ ଶୋ
ଭୁବନେଶ୍ୱର,୨୨/୦୨: ୨୦ତମ ଭବ୍ୟ ତୋଷାଳୀ ସ୍ୱଦେଶୀ ମେଳା ଅବସରରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଏକ ଆକର୍ଷଣୀୟ ହସ୍ତତନ୍ତ ଫ୍ୟାଶନ୍ ଶୋ ଅନୁଷ୍ଠିତ ହୋଇଥିଲା। ଏହି ଶୋ ଓଡ଼ିଶାର ସମୃଦ୍ଧ ବୟନ ପାରମ୍ପରିକତାକୁ ଆଧୁନିକ ମଞ୍ଚରେ ଉପସ୍ଥାପନ କରି ମେଳାର ମୁଖ୍ୟ ଆକର୍ଷଣରେ!-->…
ବନ୍ଦ ହେଲା ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା,ଏପଟେ ଆଜି ସ୍ଵାଭାବିକ ହେଲା ଉଭୟ ଠାକୁରଙ୍କ ନୀତି
ଭୁବନେଶ୍ଵର,୨୨/୦୨:ସେବାୟତଙ୍କ ବିବାଦ ଯୋଗୁ ଗତକାଲି ହୋଇପାରିଲାନି ପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା । ଅଧାରୁ ଅଟକିଲା ନୀତିକାନ୍ତି। ଦୀର୍ଘ ୧୨ବର୍ଷ ଧରି ବନ୍ଦ ରହିଥିବା ଏହି ପାରମ୍ପରିକ ଯାତ୍ରାକୁ ପୁଣିଥରେ ଆରମ୍ଭ କରିବାକୁ ନିଷ୍ପତ୍ତି ହୋଇଥିଲା । କିନ୍ତୁ କେଉଁ ନୀତି କେଉଁ!-->…
ସଂସ୍କୃତି ଭବନରେ ବିଶ୍ୱ ମାତୃଭାଷା ଦିବସ ପାଳିତ
ଭୁବନେଶ୍ୱର,୨୧/୦୨:ଓଡ଼ିଆ ଭାଷା ପ୍ରତିଷ୍ଠାନ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ଆନୁକୂଲ୍ୟରେ ଆଜି ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ବିଶ୍ୱ ମାତୃଭାଷା ଦିବସ ପାଳିତ ହୋଇଯାଇଛି।ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡ଼ା. ବିଜୟ କେତନ ଉପାଧ୍ୟାୟ ଆଜିର!-->…
ଗ୍ରୀଷ୍ମ ମୁକାବିଲା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଚିଠି
ଭୁବନେଶ୍ଵର,୨୧/୦୨:ଗ୍ରୀଷ୍ମ ମୁକାବିଲା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଚିଠି।ଗ୍ରୀଷ୍ମ ଋତୁରେ ପ୍ରତୀକ୍ଷିତ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ ସତର୍କତାମୂଳକ ପଦକ୍ଷେପ ସମ୍ପର୍କରେ ଉଲ୍ଲେଖ।ଏନେଇ ବିଭାଗର ସମସ୍ତ ନିର୍ଦ୍ଦେଶକ ଏବଂ ଜିଲ୍ଲା ଶିକ୍ଷା!-->…
ପ୍ରତିବର୍ଷ ୫୦ ଏକର ଜମି ଯୋଗାଇଦେବେ: ରାଜ୍ୟ ସରକାର
ଭୁବନେଶ୍ୱର, ୨୧/୦୨:ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ବାସହୀନ ଓ ନିମ୍ନ ମଧ୍ୟବିତ୍ତ ପରିବାରଙ୍କୁ ସୁଲଭ ମୂଲ୍ୟରେ ପକ୍କାଘର ଯୋଗାଇଦେବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ର ସଫଳ ରୂପାୟନକୁ ଅଧିକ!-->…
ବଢୁଛି ତାପମାତ୍ରା!ଓଡ଼ିଶାର ସବୁଠାରୁ ଉତ୍ତପ୍ତ ସହର ଝାରସୁଗୁଡ଼ା
ଭୁବନେଶ୍ଵର,୨୧/୦୨:ସରିଲା ଶୀତ ।ବଢୁଛି ତାପମାତ୍ରା!୨୩ ରୁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା।ଏପଟେ ଗତକାଲି ୩୫.୫ ଡିଗ୍ରୀ ସହିତ ଝାରସୁଗୁଡ଼ା ଓଡ଼ିଶାର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ଭୁବନେଶ୍ୱର ୩୫.୪ ଡିଗ୍ରୀ (ଦ୍ବିତୀୟ ଉତ୍ତପ୍ତ ସହର ଭାବରେ ପରିଣତ ହୋଇଥିଲା ।ସେହିପରି!-->…
ଟାଟା ଷ୍ଟିଲ୍ କଳିଙ୍ଗନଗରରେ ଆୟୋଜିତ ରକ୍ତଦାନ ଶିବିରରେ ୫୩୦ ୟୁନିଟ୍ ରକ୍ତ ସଂଗୃହିତ
- 'ଆମ ଓଡ଼ିଶା' ରକ୍ତଦାନ ଅଭିଯାନ, କଟକ ରେଡକ୍ରସ୍ ରକ୍ତ ଭଣ୍ଡାର ଏବଂ ଯାଜପୁର ରୋଡ୍ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଓଡ଼ିଶା ବ୍ଲଡ୍ ସେଣ୍ଟର ସହଯୋଗରେ ଏହି ଶିବିର ଅନୁଷ୍ଠିତ ହୋଇଯାଇଛି।
ଚଳିତ ଆର୍ଥିକ ବର୍ଷରେ ଟାଟା ଷ୍ଟିଲ୍ କଳିଙ୍ଗନଗର…